ରଥ ନିର୍ମାଣ ପାଇଁ ବୌଦ୍ଧରୁ ପୁରୀ ଗଲା ଦ୍ୱିତୀୟ ପର୍ଯ୍ୟାୟ କାଠ
ବୌଦ୍ଧ,୧୦ା୪(ସ୍ବ.ପ୍ର.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରାର ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ କାଠ ପଠାଯାଇଛି। ଶୁକ୍ରବାର ଦିନ ବୌଦ୍ଧରୁ ପ୍ରଥମ ପର୍ଯ୍ୟାୟରେ ୨୮ ଖଣ୍ଡ କାଠ ପଠାଯାଇଥିଲା ବେଳେ ରବିବାର ଦିନ ଦ୍ୱିତୀୟ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ, ୬…
ରାଜ୍ୟରେ ପ୍ରଥମ: ରୋଗୀଙ୍କ ଶ୍ୱାସନଳୀରୁ ବାହାରିଲା ଟ୍ୟୁମର
କଟକ ଅଫିସ,୧୦ା୪: କଟକସ୍ଥିତ ଏସ୍ସିବି ମେଡିକାଲର ସିଟିଭିଏସ୍ ବିଭାଗରେ ଏକ୍ମୋ ମେଶିନ ସହାୟତାରେ ଜଟିଳ ଅସ୍ତ୍ରୋପଚାର ଶନିବାର କରାଯାଇଛି। ଜଣେ ୨୧ ବର୍ଷୀୟ ଯୁବକଙ୍କ ଶ୍ୱାସନଳୀକୁ ବନ୍ଦ କରି ରଖିଥିବା ଏକ ଟ୍ୟୁମରକୁ ବାହାର କରିବାରେ ଡାକ୍ତରମାନେ ସଫଳ ହୋଇଛନ୍ତି। ରୋଗୀ…
ବିଦ୍ୟୁତ୍ ଘରୋଇକରଣକୁ ବିରୋଧ, ଲଢେଇ ପାଇଁ ଆହ୍ବାନ
ବରଗଡ଼ ଅଫିସ,୧୦।୪: ବିଦ୍ୟୁତ୍ କ୍ଷେତ୍ରର ଘରୋଇକରଣ ବନ୍ଦ କରିବା ଏବଂ କେନ୍ଦ୍ର ସରକାର ଦ୍ୱାରା ପ୍ରସ୍ତାବିତ ବିଦ୍ୟୁତ୍ ସଂଶୋଧିତ ବିଲ୍-୨୦୨୨ ବାତିଲକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ପାଇଁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ବିଦ୍ୟୁତ୍ ଦର ବୃଦ୍ଧି ସହ କମ୍ପାନୀଗୁଡିକ ଉପଭୋକ୍ତାଙ୍କ…
ସହର ଧୂଆଁମୟ : ପଲିଥିନ, ଅଳିଆ ପୋଡାଯାଉଛି
ସୋନପୁର,୧୦।୪(ନି.ପ୍ର.): ସୁବର୍ଣ୍ଣପୁର ସହରକୁ ସକାଳେ ଧୂଆଁମୟ କରାଯାଉଛି। ପଲିଥିନ ପୋଡା ବାସ୍ନା ଓ ଧୂଆଁ ଯୋଗୁଁ ପ୍ରାତଃଭ୍ରମଣରେ ଯାଉଥିବା ଲୋକେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ସଫେଇ କର୍ମଚାରୀମାନେ ପଲିଥିନ ଓ ଅଳିଆରେ ନିଆଁ ଲଗାଇ ଦେଉଥିବାରୁ ସହରରେ ଏଭଳି…
ଉପକୂଳ ଅଞ୍ଚଳରେ ଚାଉଳି କୋଳି ଚାହିଦା ବଢୁଛି
ମହାକାଳପଡ଼ା,୧୦ା୪ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ଚାଉଳି କୋଳିର ଚାହିଦା ବୃଦ୍ଧି ପାଇଛି। ବିଶେଷକରି ଖରାଦିନେ ଏହି କୋଳିକୁ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ଖାଇ ଭୋକ ଓ ଶୋଷ ମେଣ୍ଟାଇଥାନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।…
ବାଡ଼ ରହିଛି, ଗଛ ନାହିଁ
ପଟ୍ଟାମୁଣ୍ଡାଇ,୧୦ା୪(ସ୍ବ.ପ୍ର.): ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଲକ୍ଷ୍ୟକରି ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣକୁ ଗୁରୁତ୍ୱ ଦିଆଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରତିବର୍ଷ ବନୀକରଣ ନାମରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଗଛ ଲଗାଯାଉଛି…
କ୍ୟାଲ୍ସିୟମ କାର୍ବାଇଡକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୧୦ା୪: ଆଗକୁ ପଣା ସଂକ୍ରାନ୍ତି ସମେତ ମୁସଲମାନ ସମ୍ପ୍ରଦାୟ ଲୋକଙ୍କ ରମଜାନ ମାସ ଚାଲିଛି। ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପ୍ରଚୁର ମାତ୍ରାରେ ଫଳ ବଜାରକୁ ଆସୁଛି। ତେବେ ଏହି ଫଳ ଆମ ପାଇଁ ବିଭିନ୍ନ ରୋଗର କାରଣ…
ପୁରୁଣା ଭର୍ସନ, ଅନାମଧ୍ୟେୟ ବ୍ରାଣ୍ଡ୍
ଯାଜପୁର ଅଫିସ,୧୦ା୪: ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍ବିଏଡିସି)ପାଣ୍ଠିରେ କାର୍ଯ୍ୟକାରୀ ହୋଇଥିବା ବିଦ୍ୟାଳୟ ରୂପାନ୍ତରୀକରଣ ଯୋଜନା ବା ସ୍ମାର୍ଟ ସ୍କୁଲ ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଜିଲାରେ ଏପର୍ଯ୍ୟନ୍ତ ୨୪୯ଟି ହାଇସ୍କୁଲର ରୂପାନ୍ତରୀକରଣ…
ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ
ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…
ସରଗିତଳିଆରେ ଡାକ୍ତରୀ ଟିମ୍
ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍…
ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ମହିଳା ଗିରଫ
ଜୟପୁର,୧୦ା୪(ନି.ପ୍ର.): କୋରାପୁଟ ଜିଲା ଜୟପୁର ସହରର ଖ୍ରୀଷ୍ଟିଆନପେଟାରେ ପିଲାକଳିରୁ ଜଣେ ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ରବିବାର ଜଣେ ମହିଳା ଗିରଫ ହୋଇଛନ୍ତି। ମହିଳାଙ୍କ ସ୍ବାମୀ ଫେରାର୍ ଥିବା ଜଣାପଡ଼ିଛି। ପ୍ରକାଶ ଯେ,ଗତ ୪ ତାରିଖରେ ୨ ପରିବାରର ୨ଜଣ…
ଜନଜାତି ଶିକ୍ଷୟିତ୍ରୀ ଏବେ ଦିନମଜୁରିଆ
ଫୁଲବାଣୀ ଅଫିସ, ୧୦ା୪: ଅନୁସୂଚିତ ଜନଜାତିର ଜଣେ ଶିକ୍ଷୟିତ୍ରୀ(ଶିକ୍ଷା ସହାୟକ) ଚାକିରି କ୍ଷେତ୍ରରେ ୩ ବର୍ଷ ୮ ମାସ ପୂରଣ କରିସାରିବା ପରେ ଏବେ ତାଙ୍କୁ ଦିନମଜୁରିଆ ସାଜିବାକୁ ପଡ଼ିଛି। ପ୍ରଶାସନର ଅଣଦେଖା ହେତୁ ସେ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।…

