ଭୟଙ୍କର ଦୁର୍ଘଟଣା: ଟ୍ରକ୍ ଚକା ତଳେ ଗଲା ଜୀବନ
ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ କୋଲନରାଠାରୁ ରାୟଗଡା ଅଭିମୁଖେ ଅଜିତ ଜିଲାକାରା ଏବଂ ଜିତୁ ଜିଲାକାରା…
ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍
ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍ ଯାଉଥିବା ବେଳେ ହଠାତ୍ ଆଗ ଚକ ଫାଟିଯିବାରୁ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଗାଡିରେ…
ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ
ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି ଟଙ୍କାର ଔଷଧ ମାଗଣାରେ ବିତରଣ କରୁଛନ୍ତି। ଏଥି ପାଁଇ ସରକାର ତରଫରୁ କୋଟି କୋଟି…
୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର
ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଏପରିକି ପୋଲିସ ପକ୍ଷରୁ ବିଭିନ୍ନ…
ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…
ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…
‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ କୁମାର…
କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା
ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…
ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର ପାଇ…
ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…
ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା
ଜଗତ୍ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜଗତସିଂହପୁର ସହରରେ ୨ଟି ଓ କଟକ ସହର…
ଦାମୀ କାର ଭିତରେ ସିକ୍ରେଟ୍ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…
ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା ଟାଉନଥାନା ପୋଲିସ। ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ…
ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…
ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିଭିନ୍ନ ପ୍ରକାର କର୍ମ ଅଙ୍ଗାଙ୍ଗୀ ଭାବେ ଆମ ସହିତ ଜଡ଼ିତ। ସେଥିମଧ୍ୟରୁ ଏମିତି…
Archives


