ଆମ ଜିଲା ଖବର

ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା: ୨ ରାଉଣ୍ଡ ଗୁଳି ଜବତ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଜାରି

ବଡ଼ବିଲ,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଦଲକି ବସ୍ତିରେ ରହୁଥିବା ଓଏମ୍‌ଡି କମ୍ପାନୀର କର୍ମଚାରୀଙ୍କୁ ଗୁଳି କରି ହତ୍ୟା ହୋଇଛି। ମୃତକ ହେଲେ ଦୁଃଶାସନ ବାରିକ (୫୫)। ଦାମୁ ହଟିଂସ୍ଥିତ ଇଲେକ୍ଟ୍ରିକ ଗ୍ରୀଡ୍‌ ନିକଟ ଏକ ହାଇ ଟେନସନ…

ଜେରା ବେଳେ ଅସୁସ୍ଥ ହେଲେ ଆଲୋକ

ବଲାଙ୍ଗୀର ଅଫିସ, ୮।୪: ବଲାଙ୍ଗୀର ଜାଲ୍‌ ସାର୍ଟିଫିକେଟ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ମୁଖ୍ୟ ସହଯୋଗୀ ଆଲୋକ ଉଦ୍‌ଗାତା ଶନିବାର ଅସୁସ୍ଥ ହୋଇଛନ୍ତି। ଜେରା ବେଳେ ଆଲୋକ ଅଚେତ ହୋଇ ପଡ଼ିଥିବା ଜଣାପଡିଛି। ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ବଲାଙ୍ଗୀର…

ଉଦ୍ଧାର ପକ୍ଷୀକୁ ଛାଡ଼ିଲା ବନ ବିଭାଗ

ଚିତ୍ରକୋଣ୍ଡା,୮।୪: ମାଲକାନଗିରି ଜିଲା ବନଖଣ୍ଡ ଅଧୀନ ଚିତ୍ରକୋଣ୍ଡା ବନାଞ୍ଚଳ ଅଧୀନ ପୂଜାରୀଗୁଡ଼ା ଗ୍ରାମ ନିକଟରେ କେତେକ ବ୍ୟକ୍ତି ଏକ ବିରଳ ପକ୍ଷୀ ଧରିଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ, ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ…

ଖଣି ଗଣ୍ଡଗୋଳକୁ ନେଇ ଖତକୁରବାହାଲ ଅଶାନ୍ତ

କୁତ୍ରା, ୮।୪(ଡି.ଏନ.ଏ.); ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଖତକୁରବାହାଲସ୍ଥିତ ଜେଏସ୍‌ଡବ୍ଲ୍ୟୁ ଚୂନ ପଥର ଖଣିକୁ ନେଇ ଦୁଇଦିନ ହେଲାଣି ଖତକୁରବାହାଲ ଅଶାନ୍ତ ହୋଇପଡିଛି। ଗୁରୁବାର ଖଣି ପରିସରରେ ମାଲ ଲୋଡିଙ୍ଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଥିଲା। କିଛି…

ଗୋରୁଙ୍କୁ ବ୍ୟାପୁଛି ଚର୍ମ ବିଣ୍ଡି ରୋଗ

ବୈପାରିଗୁଡା,୮।୪ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଅଞ୍ଚଳରେ ଗୋରୁଙ୍କୁ ଚର୍ମବିଣ୍ଡି ରୋଗ ବ୍ୟାପୁଥିବା ଦେଖିବାକୁ ମିଳୁଛି। ତେବେ ଏପରି କ୍ଷେତ୍ରରେ ଭ୍ୟାକ୍ସିନ ନ ଥିବା କହି ପ୍ରାଣୀ ଚିକିତ୍ସା ବିଭାଗ ହାତ ଟେକି ବସିଛି। ଫଳରେ ଗୋରୁଙ୍କ ଚିକିତ୍ସା ଲାଗି ଚାଷୀ…

୧ ଏକରରେ ହେବ ନୂତନ ଉପାସନା ସ୍ଥଳୀ

ଢେଙ୍କାନାଳ ଅଫିସ, ୮।୪: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଢେଙ୍କାନାଳ ଜିଲା ଯୋରନ୍ଦା ମହିମାଗାଦି ନିକଟରେ କୌପୀନଧାରୀ ମହିମା ସମାଜ ସାଧୁସନ୍ଥଙ୍କ ପାଇଁ ନିର୍ମାଣ ହେବ ନୂତନ ଉପାସନା ସ୍ଥଳୀ। ଗାଦିମନ୍ଦିର ନିକଟବର୍ତ୍ତୀ ଦଲକ ପଡ଼ିଆ ପୋଖରୀ ପାଖରେ ଏଥିଲାଗି ୧ ଏକର…

ରେଲୱେର ଅବହେଳା ଦାୟୀ

ଛେଣ୍ଡିପଦା,୮।୪(ସ୍ବ.ପ୍ର.): ଅନୁଗୋଳ-ସମ୍ବଲପୁର ରେଳ ଲାଇନର ଜରପଡ଼ା ଗ୍ରାମ ନିକଟରେ ଗୁରୁବାର ରାତି ସାଢ଼େ ୯ଟାରେ ଟ୍ରେନ୍‌ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ପାଇଁ ରେଲଓ୍ବେର ଅବହେଳା ଦାୟୀ। ଶୁକ୍ରବାର ଘଟଣାର ତଦନ୍ତ ପରେ ଏହା ସ୍ପଷ୍ଟ କରିଛି ବନ ବିଭାଗ।…

ଏକାଠି କଲା ଢେଙ୍କାନାଳ ବରା

ନା ଥିଲା ଦଳୀୟ ଭାବନା, ନା ବାଛବିଚାର। ରାଜନେତାଙ୍କଠାରୁ ଆରମ୍ଭ କରି ପଦସ୍ଥ ପ୍ରଶାସନିକ ଅଧିକାରୀ, ବ୍ୟବସାୟୀଙ୍କଠାରୁ ବରିଷ୍ଠ ନାଗରିକ। ସ୍ବାଦିଷ୍ଟ ଆଳୁଦମ୍‌ ସହିତ ମୁସୁମୁସିଆ ଗରମ ବରାର ମଜା ନେବା ବେଳକୁ ସମସ୍ତଙ୍କ ମୁହଁରୁ ଆପେ ଆପେ ବାହାରି ଆସୁଥିଲା…

ବିଭିନ୍ନ ସାହିରେ ଠାକୁରାଣୀଙ୍କ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୮।୪: ବ୍ରହ୍ମପୁର ବୁଢ଼ୀ ସାଆନ୍ତାଣୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାର ୪ର୍ଥ ଦିନ ଶୁକ୍ରବାର ମା’ ଠାକୁରାଣୀଙ୍କ ଘଟ ବିଭିନ୍ନ ସାହି ପରିକ୍ରମା କରିଥିଲା। ଏଥିରେ ପାର୍ଶ୍ୱ ଘଟ ମଧ୍ୟ ରହିଥିଲେ। ରାତ୍ରି ପ୍ରାୟ ୯ଟା ପରେ ମା’ଙ୍କ ଘଟ ଅସ୍ଥାୟୀ…

ଆସିକା ଚିନିଶିଳ୍ପରେ ଅବ୍ୟବସ୍ଥା

ଆସିକା, ୮।୪ (ଡି.ଏନ୍‌.ଏ.):ଆସିକା ସମବାୟ ଚିନିଶିଳ୍ପରେ ଲାଗିରହିଥିବା ଅବ୍ୟବସ୍ଥାର ପ୍ରତିକାର ହୋଇପାରୁନଥିବାରୁ ଚିନିଶିଳ୍ପ ପରିଚାଳନା ପରିଷଦର କେତେକ ସଦସ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି ା ଗୁରୁବାର ପରିଚାଳନା ପରିଷଦର ୭ଜଣ ସଦସ୍ୟ ଭୁବନେଶ୍ୱରଠାରେ ସମବାୟ ବିଭାଗର ରେଜିଷ୍ଟ୍ରାର ଡ. ଉଦୟ ମାଝୀଙ୍କୁ…

ହାଇଓ୍ବା ଧକ୍କାରେ ଯୁବକ ମୃତ: ରାସ୍ତାରୋକୋ

ପାରାଦୀପ,୮।୪(ସ୍ବ.ପ୍ର.): ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ସବ୍‌ଷ୍ଟେଶନ ଛକର ଓଭରବ୍ରିଜ୍‌ ଗଡ଼ାଣିରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବିକରି ସ୍ଥାନୀୟ ଲୋକେ ସାରେ ପାରାଦୀପର ଅଠରବାଙ୍କୀ…

କ୍ୟାନ୍‌ସର ରୋଗୀଙ୍କ ପାଇଁ କେଶ ଦାନ କଲେ ସୁଦାମ

ଆରଡ଼ି, ୮।୪ (ଡି.ଏନ୍‌.ଏ.): ସମାଜସେବା ହେଉଛି ଜୀବନର ବ୍ରତ। ଛାତ୍ର ଅବସ୍ଥାରୁ ଏହି ଭାବନା ନେଇ ଲୋକଙ୍କ ସେବା ଜାରି ରଖିଛନ୍ତି। କେତେବେଳେ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ଖାଦ୍ୟ ଯୋଗାଇ ଦିଅନ୍ତି ତ ଆଉ କେତେବେଳେ ଅସହାୟଙ୍କୁ ସହାୟତାର ହାତ ବଢ଼ାଇଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?