ଆମ ଜିଲା ଖବର

ଗାଁମୁହାଁ ବନ୍ୟପ୍ରାଣୀ, ବଢୁଛି ଭୟ

ଯୋଡ଼ା/ କେନ୍ଦୁଝର,୭ା୪(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ-ମଣିଷ ଲଢ଼େଇ ପରେ ଏବେ ବାର୍‌ହା-ମଣିଷ ଲଢ଼େଇ ବନ ବିଭାଗ ପାଇଁ ଚିନ୍ତାର ବିଷୟ ହୋଇଛି। ଖାଦ୍ୟ ଅଭାବ ଓ ଜଙ୍ଗଲ ନିଆଁ କାରଣରୁ ବନ୍ୟପ୍ରାଣୀ ଗାଁମୁହାଁ ହେଉଥିବା ବେଳେ ବନ ବିଭାଗ ସେମାନଙ୍କୁ ସୁରକ୍ଷା…

ଘରୋଇ ବିଦ୍ୟାଳୟ ଆରଟିଇ ନିୟମ ମାନୁନାହାନ୍ତି

ରାଜନଗର,୭ା୪(ଡି.ଏନ.ଏ.): ଶିକ୍ଷା ଅଧିକାର ଆଇନ (ଆରଟିଇ)କୁ ଶିକ୍ଷାକୁ ବ୍ୟବସାୟରେ ପରିଣତ କରିଥିବା କେତେଗୋଟି ଘରୋଇ ବିଦ୍ୟାଳୟ ମାନୁନାହଁାନ୍ତି। ଘରୋଇ ବିଦ୍ୟାଳୟଗୁଡିକରେ ଆର୍ଥତ୍କ ଅନଗ୍ରସର ପିଲାଙ୍କୁ ମାଗଣାରେ ପାଠ ପଢ଼ାଇବାର ନିୟମ ଥିବାବେଳେ ରାଜନଗରର କୌଣସି ଘରୋଇ ବିଦ୍ୟାଳୟ ୧୦ବର୍ଷ ଭିତରେ ଏହାକୁ…

ଅବ୍ୟବସ୍ଥା ଘେରରେ ମା’ ରାମଚଣ୍ଡୀ ପୀଠ

ମହାକାଳପଡ଼ା,୭ା୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତିପୀଠ ଦରିଆପାରି ମା’ ରାମଚଣ୍ଡୀଙ୍କ ବିଜେସ୍ଥଳୀ ମହାକାଳପଡ଼ା ବ୍ଲକ ରାମନଗରଠାରେ ଆସନ୍ତା ମହାବିଷୁବ ସଂକ୍ରାନ୍ତିରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟ ଓ ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହେବ। ଦୂରଦୂରାନ୍ତରୁ ଆସୁଥିବା ବ୍ୟବସାୟୀଙ୍କ ଘରକରଣା…

ବିଜୁବାବୁ, ନେହେରୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ପାରାଦୀପ,୭।୪(ସ୍ବ.ପ୍ର.): ପାରାଦୀପର ଅଠରବାଙ୍କି ବାଲିପ୍ଲଟ ମାଛ ଗଦିରେ ଥିବା କଳିଙ୍ଗ କର୍ଣ୍ଣଧାର ମତ୍ସ୍ୟଜୀବୀ ସମବାୟ ସମିତି ଘର ଉପରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ଜବହାରଲାଲ ନେହେରୁଙ୍କ ପ୍ରତିମୂର୍ତ୍ତିକୁ ଗୁରୁବାର ସନ୍ଧ୍ୟାରେ ଭଙ୍ଗା ଯାଇଥିବା ଅଭିଯୋଗ ହୋଇଛି। ପାଖରେ…

ସନ୍ଧ୍ୟା ହେଲେ ସହରରେ ଅନ୍ଧାର ଭୟ

ଜଗତ୍‌ସିଂହପୁର ଅଫିସ,୭ା୪: ସନ୍ଧ୍ୟା ହେଲେ ଜଗତ୍‌ସିଂହପୁର ସହରରେ ଲୋକଙ୍କୁ ଅନ୍ଧାରୀ ଭୟ ଘାରୁଛି। କାରଣ ସହରର ପାଖାପାଖି ୬୦୦ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌ ଜଳୁନି। ରାତିରେ କୌଣସି ଝିଅ, ବୋହୂ ବାହାରକୁ ବାହାରିବାକୁ ଡରୁଛନ୍ତି। ଯଦି କୌଣସି ଜରୁରୀ କାମରେ ଯିବା…

ଯୁଗ୍ମ ତଦନ୍ତ କଲେ ଓଆର୍‌ଏସ୍‌ଏସି,ମାଇନିଂ ଅଫିସର

ନୟାଗଡ଼ ଅଫିସ,୭।୪: ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଗୋତିସାହି ଆରଆଇ ଅଫିସର ପୁଆଣିଆଁସ୍ଥ ଟାଙ୍ଗିରି ପାହାଡ଼ ପଥର ଖଣିକୁୂ ଓଡିଶା ସ୍ପେଶ ଆପ୍ଲିକେଶନ (ଓଆରଏସଏସି)ର ୫ଜଣିଆ ଟିମ୍‌ ଓ ମାଇନିଂ ଅଫିସର ତଥା ଓଡ଼ଗାଁ ତହସିଲଦାର ଅନୀଲ କୁମାର ଆଚାର୍ଯ୍ୟ ଗୁରୁବାର…

ଇଂଲିଶ୍‌ ନୁହେଁ, ଓଡ଼ିଆରେ ଆସିବ ବିଦ୍ୟୁତ୍‌ ବିଲ୍‌

ନୟାଗଡ଼ ଅଫିସ,୭।୪: ବିଦ୍ୟୁତ୍‌ ଗ୍ରାହକଙ୍କ ପାଇଁ ଖୁସି ଖବର । ଏଣିକି ବିଦ୍ୟୁତ୍‌ ବିଲ୍‌ ଆଉ ଇଂଲିଶରେ ନ ଆସି ଓଡିଆରେ ଗ୍ରାହକଙ୍କ ପାଖକୁ ଆସିବ । ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବାକୁ ଥିଲେ ଲାଲ ରଙ୍ଗରେ ଲେଖା ଥାଇ ନୋଟିସ୍‌…

ଅବକ୍ଷୟମୁଖୀ ଚଇତି ଘୋଡ଼ାନାଚ

ଖଣ୍ଡପଡ଼ା,୭ା୪(ସ୍ବ.ପ୍ର.): ବୃତ୍ତି ସହ ପର୍ବର ସମ୍ପର୍କ ଭିତରେ ଉଜ୍ଜୀବିତ ଆମର ପରମ୍ପରା। କୈବର୍ତ୍ତ ସମ୍ପ୍ରଦାୟର ଲୋକଙ୍କ ଆରାଧ୍ୟ ହେଉଛନ୍ତି ମା’ବାସୁଳୀ। ଘୋଡ଼ାନାଚ ବାସୁଳୀ ପୂଜାର ଅଂଶ ବିଶେଷ। ଆମ କଳା ସଂସ୍କୃତିକୁ ପରିପୁଷ୍ଟ କରିବା ଦିଗରେ ଘୋଡ଼ାନାଚର ବହୁ ଅବଦାନ ରହିଛି।…

ଜୁଲମ କରୁଛି ବିଦ୍ୟୁତ୍‌ ବିଭାଗ, ଉପଭୋକ୍ତା ଅତିଷ୍ଠ

ନୟାଗଡ଼ ଅଫିସ,୬ା୪: ନୟାଗଡ଼ ଜିଲାରେ ବିଦ୍ୟୁତ୍‌ ବିଭାଗର ମନମାନି ବଢ଼ି ଚାଲିଛି। ଏଥିପାଇଁ ଉପଭୋକ୍ତାମାନେ ଆର୍ଥିକ ଓ ମାନସିକସ୍ତରରେ ନିର୍ଯାତିତ ହେଉଛନ୍ତି। ଅଭିଯୋଗ ସତ୍ତ୍ୱେ ପ୍ରତିକାର ପାଇଁ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଅଧିକାଂଶ ଉପଭୋକ୍ତା ଅଭିଯୋଗ କରି ଥକିପଡ଼ିବା ପରେ ବାଧ୍ୟ…

ସ୍ଥାପନ ହେବ ନବକୃଷ୍ଣଙ୍କ ଭବ୍ୟ ପ୍ରତିମୂର୍ତ୍ତି

ଅନୁଗୋଳ ଅଫିସ,୭ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ବିବାଦ ସୃଷ୍ଟି ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଗୁରୁବାର ଅନୁଗୋଳ…

ମୁଖ୍ୟ ଅଭିଯୁକ୍ତଙ୍କ ପ୍ରେମିକା ଗିରଫ

ବାଲେଶ୍ୱର ଅଫିସ,୭ା୪: ବାଲେଶ୍ୱର ସହଦେବଖୁଣ୍ଟା ଥାନା ପୋଲିସ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ପ୍ରେମିକା ମଲ୍ଲିକାଶପୁର ଅଞ୍ଚଳର ବର୍ଷା ବର୍ଣ୍ଣାଳି ଦାସ (୩୨)ଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ବାଲେଶ୍ୱର ସଦର…

ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ

କଟକ ଅଫିସ,୭ା୪: କଟକ ଜିଲା ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ। ଜର୍ମାନୀର ଥାଙ୍ଗାଭେଲ ଦମ୍ପତି ଅନାଥ ଶିଶୁକନ୍ୟା ସାଇମୀନାକ୍ଷୀଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଫଳରେ ସାଇମୀନାକ୍ଷୀଙ୍କ ନୂଆ ଠିକଣା ହୋଇଛି ଜର୍ମାନୀର ଲଣ୍ଡୌଏର ଷ୍ଟ୍ରାବେ-୧୦୦। ଏଥିସହ ସାଇମୀନାକ୍ଷୀ ମାତାପିତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?