ଗଛରେ ପିଟିହେଲା ସ୍କୁଲ ବସ୍: ୧୫ ଛାତ୍ରୀଛତ୍ର ଆହତ
ଉମରକୋଟ,୧୧।୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ମୋହରା ଗାଁ ନିକଟରେ ରାସ୍ତା କଡ଼ରେୁ ଏକ ସ୍କୁଲ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଛାତ୍ରୀଛାତ୍ର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ସ୍କୁଲ…
ଆଇଆର୍ଇରେ ଚାକିରି ଦାବି: ମୃତକଙ୍କ ପରିବାର ସଦସ୍ୟଙ୍କ ଧାରଣା
ଛତ୍ରପୁର,୧୧।୧: ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍ଇ) ପ୍ଲାଣ୍ଟରେ ନିଯୁକ୍ତି ଦାବି କରି ମୃତ କର୍ମଚାରୀଙ୍କ ପରିବାର ସଦସ୍ୟମାନଙ୍କ ପକ୍ଷରୁ ବୁଧବାରଠାରୁ ମୁଖ୍ୟ ଫାଟକ ଆଗରେ ଧାରଣା ଆରମ୍ଭ ହୋଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ…
ଅଧା ଦେଲେ ଅଧା ଛାଡ଼ିଲେ
ନବରଙ୍ଗପୁର,୧୧।୧(ବି.ପ୍ର.): ନବରଙ୍ଗପୁର ଜିଲ୍ଲାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟଗୁଡିକରେ ଖାଲିଥିବା ଶିକ୍ଷକ ପଦବୀ ପୁରଣ ନେଇ ତାଲିକା ପ୍ରସ୍ତୁତି ଓ ନିଯୁକ୍ତି ନେଇ ପୁଣି ଥରେ ଅଡୁଆ ବଢ଼ିବାରେ ଲାଗିଛିବ ବିଜ୍ଞାପନ ତାଲିକାରେ ଶିକ୍ଷକ ପଦବୀ ନ ଥାଇ ଟିଜିଟି ବିଜ୍ଞାନ…
ଚଳିତ ମାସରୁ ଆରମ୍ଭ ହେବ ସର୍ଭେ
ନବରଙ୍ଗପୁର, ୧୧।୧(ବି.ପ୍ର.): ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ଯୋଜନା ଓ ସଂଯୋଜନ ବିଭାଗ ଏବଂ…
ଭଙ୍ଗା ଘରେ ବିତୁଛି ଜୀବନ
ବଡଗାଁ ,୧୧।୧(ଡି.ଏନ.ଏ.): ୩୦ ବର୍ଷ ପୂର୍ବେ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା। ଫଳରେ ଏକମାତ୍ର ପୁଅର ଲାଳନପାଳନ ଦାୟିତ୍ୱ ଏକାକୀ ସମ୍ଭାଳିବାକୁ ପଡ଼ିଲା। ଯେଉଁ ମାଟି ଘର ଖଣ୍ଡିଏ ଥିଲା, ଉପଯୁକ୍ତ ମରାମତି ଅଭାବରୁ ତାହା ଏବେ ଜରାଜୀର୍ଣ୍ଣ ହୋଇପଡିଛି ା ସେହି ଭଙ୍ଗା,…
ଅଂଶଗ୍ରହଣ କରିବେ ୪୨ପରେଡ୍ ଦଳ
ସୋନପୁର,୧୧।୧(ନି.ପ୍ର): ସୁବର୍ଣ୍ଣପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସକାଶେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ…
ଟ୍ରଲରକୁ ପିଟିଲା ସ୍କର୍ପିଓ: ଜଣେ ମୃତ, ୪ ଗୁରୁତର
ଲୋଇସିଂହା,୧୧।୧(ଡି.ଏନ.ଏ.): ବଲାଙ୍ଗୀର-ବରଗଡ଼ ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ଛକରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରଲର ଗାଡିକୁ ଏକ ସ୍କର୍ପିଓ ପିଟହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪…
ସାନପୁଅଙ୍କୁ ସଙ୍ଗଠନ ଦାୟିତ୍ୱ ଦେଲେ ବିଧାୟକ
ଢେଙ୍କାନାଳ ଅଫିସ, ୧୧।୧: ଢେଙ୍କାନାଳ ଜିଲା ପରଜଙ୍ଗ ରାଜନୀତିରେ ନୂଆ ସମୀକରଣ ଦେଖିବାକୁ ମିଳିବ ବୋଲି ଦୀର୍ଘଦିନ ହେଲା ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବିଧାୟକ ଡା. ନୃସିଂହ ଚରଣ ସାହୁ। ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ରହି ଆସିଥିବା…
‘ସାଧାରଣ ଜନତାଙ୍କ ସେବା ପାଇଁ ପ୍ରତିଶ୍ରୁତିବଦ୍ଧ’
ଢେଙ୍କାନାଳ ଅଫିସ,୧୧।୧: ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପକ୍ଷରୁ ମିନି ଷ୍ଟାଡିୟମ୍ ପରିସରରେ ମଙ୍ଗଳବାର ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ୨୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନ ୧୦ଟାରେ ବାଜିଚୌକଠାରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ମିନି…
ଶୈଳଶ୍ରୀକ୍ଷେତ୍ରରେ ପହଞ୍ଚିଲା ମଶାଲ
ଅନୁଗୋଳ ଅଫିସ/ ଆଠମଲ୍ଲିକ/ ବଇଣ୍ଡା/ ଛେଣ୍ଡିପଦା/ କଣିହଁା, ୧୧।୧: ଆସନ୍ତା ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଅନୁଗୋଳ ଜିଲା ମହୋତ୍ସବ। ଜିଲାର ୩୦ବର୍ଷ ପୂର୍ତ୍ତି ଅବସରରେ ଏହି ମହୋତ୍ସବକୁ ଧୁମ୍ଧାମରେ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ଷ୍ଟ୍ରବେରି ଚାଷ ପାଇଁ ବଢ଼ୁଛି ଆଗ୍ରହ
ଦାରିଙ୍ଗବାଡ଼ି,୧୦ା୧ (ଡି.ଏନ୍.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରଥମଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି। ଗ୍ରୀନବାଡ଼ି ପଞ୍ଚାୟତର ଏଲିଜାବେଥ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଜିଲା ପ୍ରଶାସନର ସହଯୋଗରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶା…
ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି
ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍ଏଚ୍ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…
Archives


