ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…
ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ ରଞ୍ଜୁଲତା ଲେଙ୍କା ଦୁଇଜଣ...
‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ...
କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା
ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି...
ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର...
ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ...
ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା
ଜଗତ୍ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜଗତସିଂହପୁର ସହରରେ ୨ଟି ଓ କଟକ...
ଦାମୀ କାର ଭିତରେ ସିକ୍ରେଟ୍ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…
ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା ଟାଉନଥାନା ପୋଲିସ। ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ଙ୍କ ନିର୍ଦ୍ଦେଶ କ୍ରମେ ଥାନା...
ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…
ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିଭିନ୍ନ ପ୍ରକାର କର୍ମ ଅଙ୍ଗାଙ୍ଗୀ ଭାବେ ଆମ ସହିତ ଜଡ଼ିତ। ସେଥିମଧ୍ୟରୁ...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଶୁକ୍ରବାର ମେଳିରେ ବି ଏମାନେ ସାମିଲ ଥିଲେ। ଉତ୍ତର ଓଡ଼ିଶା ଉତ୍ସବକୁ ନିମନ୍ତ୍ରଣ...
୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ
ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ...
ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା
ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ଖବର ଜାଣିବା ପରେ ଅଞ୍ଚଳରେ ଏବଂ ଇକୋ ରିଟ୍ରିଟ ରେ...
ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍ ତାପମାତ୍ରା, ଜାଣନ୍ତୁ କେତେ…
ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର ଜାରି ରହିଛି । ଶନିବାର ମଧ୍ୟ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ୪....
Archives


