ଆମ ଜିଲା ଖବର

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ପୋକ୍ସୋ (POCSO) କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ ହାତରେ ବନ୍ଧା ହୋଇଛନ୍ତି ସ୍ୱାମୀ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଘଟିଥିବା ବେଳେ ଜଣେ ‘ଇନଷ୍ଟା ଆଶିକ୍’ଙ୍କ ଏହି ହାଇଭୋଲଟେଜ୍ ଡ୍ରାମା…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର ଜରିଆରେ ନିଲମ୍ବନ ଆଦେଶ ପାଇବା ପରେ ବିଇଓ ରାଜୀବ ଦଳେଇ ଚିଠିଟି ନେଇ…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ ସାଉଣ୍ଡ କିମ୍ବା ଡିଜେ ବଜାଯାଇପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ନିୟମ ଉଲ୍ଲଂଘନ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା ଭରୁଆପାଲି ଗାଁରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ସ୍ବାମୀର ଟାଙ୍ଗିଆ…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ସୋମବାର ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇ…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ ଖୋର୍ଦ୍ଧା ଜିଲା ପ୍ରଶାସନ ସହ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରରେ ବୁଧବାର ଆୟୋଜିତ ଏହି…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି) ବସ୍ ସେବା ଗତ ସେପ୍ଟେମ୍ବର ୨ ତାରିଖରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଥୁଆମୂଳ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ ପଡ଼ିଛି। ଗୋଟିଏ ପଟେ ବାଫ୍ଲାମାଳି ପାହାଡ଼ରୁ ଲକ୍ଷଲକ୍ଷ ଟନ୍‌ ବକ୍ସାଇଟ ଖନନ କରି…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୨ଟି ଜେସିବି ସହାୟତାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌ ସହ ପ୍ରଚୁର ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?