ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…
ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପଦ୍ମପୁର ଗ୍ରାମ ନିକଟ ଶୁଳିିଆ ପାହାଡର ପ୍ରାୟ ୧୦ ହେକ୍ଟର ଇଲାକାରେ ୪…
ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ
ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାପକ ସଫେଇ ଅଭିଯାନ,…
RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ
କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏହି ଆର୍ଥିକ ଠକେଇ ମାମଲାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ…
ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ।ସେ ପାଟି କରି ଘର ଭିତରକୁ ଦୌଡ଼ି ପଳାଇବାରୁ…
ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି
ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ପାଇଁ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ରେ ଏମ୍ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ
କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି। ଆସନ୍ତା ୧୩ ଯାଏ ହେବାକୁ ଥିବା ପ୍ରତିଯୋଗିତାରେ ୨ ଗ୍ରୁପ୍ରେ ମୋଟ ୧୬ଟି…
କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ
କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ…
୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ
କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା ସମୟରେ ସେ କାମ ସାରି ଘରକୁ ଫେରୁଥିବା ବେଳେ ୧୯ଟିକିଆ ହାତୀପଲର ହାବୁଡ଼ରେ…
କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର
ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ପରିବାର କହିଲେ ସ୍ବାମୀ, ସ୍ତ୍ରୀ ଏବଂ ତାଙ୍କ ୯ ବର୍ଷ…
ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ
କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ତେବେ ତାଙ୍କ…
ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ
ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ ନିର୍ମିତ ଟେଣ୍ଟ ଭାଙ୍ଗି ପଡ଼ି ପଡିଥିବା ବେଳେ ପ୍ରାୟ ୨୫୦ଟି ଷ୍ଟଲ ବର୍ଷା…
ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି
ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ମୃତକ ହେଇଛନ୍ତି ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ…

