ଆମ ଜିଲା ଖବର

ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ

ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ ୨୦୮…

ବାସହରା ହେଲେ ଅନାଥ ଭଉଣୀଭାଇ

ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍‌ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ ପ୍ରଶାସନ…

ମହତିପୁର-ଚରମ୍ପା ରାସ୍ତା ନିର୍ମାଣରେ ଅନିଶ୍ଚିତତା

ଖଇରା,୮।୫(ଡି.ଏନ୍‌.ଏ.): ବାଲେଶ୍ୱରରୁ ଭଦ୍ରକ ଜିଲାକୁ ସଂଯୋଗ କରୁଥିବା ମହତିପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ୬ମାସ ଧରି ଦ୍ରୁତଗତିରେ ଚାଲିବା ପରେ ଏବେ ଏହାର ଗତି ମନ୍ଥର ହୋଇଯାଇଛି। ବିଦ୍ୟୁତ୍‌ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ରାସ୍ତାରେ…

ବିନା ଏସ୍‌ଏମ୍‌ସିରେ ଉଠୁଛି ଅନୁଦାନ

ଆନନ୍ଦପୁର,୮।୫(ସ୍ବ.ପ୍ର.): ୫-ଟି ବ୍ୟବସ୍ଥାରେ ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା, ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି ଓ ପିଲାମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ ପାଇଁ ସରକାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦୁର୍ନୀତି ମନୋଭାବ…

ଡ୍ରେନ୍‌ ପାର୍ଶ୍ୱରେ ମୁକ୍ତାକାଶ ଜିମ୍‌, ଲୋକଙ୍କ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୮ା୫: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ସହରର ସୌନ୍ଦର୍ଯ୍ୟକରଣ ଓ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। କିନ୍ତୁ କେତେକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ…

ଅଧାରୁ ପାଠ ଛାଡୁଛନ୍ତି ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ,୮ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତରେ ଆଜି ପର୍ଯ୍ୟନ୍ତ ଉଚ୍ଚ ବିଦ୍ୟାଳୟ ନାହିଁ। ବଣ ପାହାଡ଼ ଘେରା ଏହି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠ ଛାଡିବାକୁ ବାଧ୍ୟ ହେଉଛନ୍ତି। ଏ ଦିଗରେ ଜିଲା…

ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ

ଭାପୁର,୮ା୫(ଡି.ଏନ.ଏ.): ସମାଜରେ ବାଲ୍ୟ ବିବାହ ଏକ ଧର୍ତ୍ତବ୍ୟ ଅପରାଧ ହୋଇଥିବା ବେଳେ ସଚେତନତାର ଅଭାବ ଯୋଗୁ ଅଦ୍ୟାବଧି ଏଭଳି ସାମାଜିକ ବ୍ୟାଧି ଜାରି ରହିଛି। ଭାପୁରକୁ ଏକ ଆଦର୍ଶ ଓ ବାଲ୍ୟ ବିବାହ ମୁକ୍ତ ବ୍ଲକ ଭାବେ ଗଠନ କରିବାକୁ ବିଭିନ୍ନ…

ଚାଷୀଙ୍କ କାମରେ ଲାଗୁନି ପାଣି ପଞ୍ଚାୟତ ଯୋଜନା

ଖଣ୍ଡପଡ଼ା,୮ା୫(ସ୍ବ.ପ୍ର.): କୃଷକମାନଙ୍କ ଆର୍ଥତ୍କ ଏବଂ ସାମାଜିକ ସ୍ଥିତିର ଉନ୍ନତି ସହ କୃଷି ଉତ୍ପାଦନ ବୃଦ୍ଧି ଲକ୍ଷ୍ୟରେ ବିଭିନ୍ନ ଅଞ୍ଚଳରେ ଥିବା ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ପାଣି ପଞ୍ଚାୟତକୁ ହସ୍ତାନ୍ତର କରାଯାଇଥିଲା। ମାତ୍ର ଉକ୍ତ ପ୍ରକଳ୍ପଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ…

ଅଭାବ ଅନଟନରେ ବିଡ଼ି ଶ୍ରମିକ

ନୟାଗଡ଼ ଅଫିସ,୮ା୫: ନୟାଗଡ଼ ଜିଲାର ବିଡ଼ି ଶ୍ରମିକମାନେ ଆର୍ଥିକ ଅନଟନରେ ଛନ୍ଦି ହୋଇ ଦୁଃଖଦ ଜୀବନଯାପନ କରୁଛନ୍ତି। ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ଶ୍ରମ ଆଇନରେ ପରିବର୍ତ୍ତନ ପରେ ଜନକଲ୍ୟାଣ ପାଣ୍ଠିର ସହାୟତା ରାଶି ୭ ବର୍ଷ ହେଲା ବନ୍ଦ ହୋଇଯାଇଛି।…

ପାନୀୟ ଜଳ ପାଇଁ ଡହଳବିକଳ ଲୋକେ

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ ମାରିଛି, ତ ଆଉ…

ସ୍ଲୁଇସ୍‌ଗେଟ୍‌ ଆବଶ୍ୟକ: ଚାଲିଛି ସଫେଇ କାର୍ଯ୍ୟ

ନାଉଗାଁ ,୮ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଓଷକଣା ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳାନଦୀ ବାହାରିଛି। ଏହା ଗାରୋଇସ୍ଥିତ ଦେବୀନଦୀରେ ମିଶିଛି। ଚଳିତ ବର୍ଷ ଜଳସେଚନ ବିଭାଗ ତରଫରୁ ଗୋଳାନଦୀର ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହି କାର୍ଯ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି…

ଡ୍ରେନେଜ୍‌ ସମସ୍ୟା ଦୂର କରିବ ଅଳକା ଖନନ

ଜଗତ୍‌ସିଂହପୁର ଅଫିସ,୮ା୫: ଦିନ ଥିଲା ଅଳକା ସୁଗଭୀର ଥିଲା। ଏଥିରେ ଜାହାଜ ଯାତାୟାତ କରିପାରୁଥିଲା। ତେଣୁ ତତ୍କାଳୀନ ହରିହରପୁର ତଥା ବର୍ତ୍ତମାନର ଜଗତ୍‌ସିଂହପୁରରେ ଇଂରେଜମାନେ ବ୍ୟବସାୟ କେନ୍ଦ୍ର ଅର୍ଥାତ୍‌ ବାଣିଜ୍ୟ କୋଠି କରିବାକୁ ସକ୍ଷମ ହୋଇଥିଲେ। ସମୟ ଚକ୍ରରେ ଅଳକା ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?