ଭୟଙ୍କର ଅଗ୍ନିକାଣ୍ଡ: ୧୪ ପରିବାରର ୪୨ ବଖରା ଘର ପୋଡ଼ି ପାଉଁଶ
ସୋରଡା,୧୦।୧: ଗଞ୍ଜାମ ଜିଲା ସୋରଡା ବ୍ଲକ ଆସିକା ଜାତୀୟ ରାଜପଥ ୫୯ ରାସ୍ତା ପାର୍ଶ୍ୱ ସୁରମଣି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗ୍ରାମର ୧୪ ପରିବାରର ୪୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ…
ଖଣି ଖାଦାନ ମଧ୍ୟରେ ପ୍ରାକୃତିକ ସୌନ୍ଦର୍ଯ୍ୟର ସମ୍ଭାର
ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧୦ା୧: ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ଅଗଣିତ ଜଳପ୍ରପାତ ରହିଛି। ପ୍ରାକୃତିକ ପରିବେଶ ମଧ୍ୟରେ ଏହା ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଭଳି ଏକ ଜଳପ୍ରପାତ ହେଉଛି ଯୋଡ଼ା ବ୍ଲକ୍ ବଲାଣି ନିକଟରେ ଥିବା ଝିଙ୍କ୍ରୀ…
ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍
ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍ର ଯାତ୍ରୀମାନେ ସ୍ନାନ,ଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଫଳରେ ଯାତ୍ରୀମାନେ ବର୍ତ୍ତିଯାଇଛନ୍ତି।…
ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଗିରଫ
ରାୟଗଡ଼ା(ସ୍ବ.ପ୍ର.)/ନବରଙ୍ଗପୁର(ବି.ପ୍ର.),୧୦ା୧: ବେଆଇନ ଭାବେ ରାତିରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ରାୟଗଡ଼ା ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ସହକାରୀ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଦ୍ୱାରା ରବିବାର ରାତିରେ ଗିରଫ ହୋଇଛନ୍ତି। ନାୟକ ନିଜ ବୁଲେଟ୍(ଓଡି ୧୦ ଏମ୍-୩୦୦୧)ରେ ୫ଲକ୍ଷ…
୧୧ରୁ ଶୀତ କମିବ
ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ତେବେ ଆସନ୍ତା ବୁଧବାରଠାରୁ ଶୀତ କମିଯିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ। ଶୀତ କମିବା ସହ ଆସନ୍ତା ବୁଧବାରଠାରୁ ୩ ଦିନ ପର୍ଯ୍ୟନ୍ତ କେତେକ…
ଶକ୍ତିଶାଳୀ ଆଇଇଡି ବୋମା ଜବତ
ମାଲକାନଗିରି, ୯ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାରେ କୋମ୍ବିଂ ଅପରେଶନ ବେଳେ ସୋମବାର ଯବାନମାନେ ଏକ ଶକ୍ତିଶାଳୀ ଆଇଇଡି ବୋମା ସହ କିଛି ମାଓବାଦୀ ପୋଷ୍ଟର ଜବତ କରିଛନ୍ତି। ନାରାୟଣପୁର ଜିଲାର ଗୋରା ଗ୍ରାମ ନିକଟ ଜଙ୍ଗଲରେ ସ୍ଥାନୀୟ…
ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କଲେ ଜଳସେଚନ ଅଧିକାରୀ
ଆରଡି,୯।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ପଥରପ୍ୟାକିଂ କାର୍ଯ୍ୟ ଚାଲିଥିଲା ବେଳେ ରବିବାର ୪୦ ଫୁଟ୍ର ନଦୀବନ୍ଧ ଧସିଯାଇଥିଲା। ସୋମବାର ଅପରାହ୍ନରେ ଜଳସେଚନ ବିଭାଗର ଧାମନଗର ଡିଭିଜନ ଏସ୍ଡିଓ ବିଜୟ କୁମାର ସେଠୀ…
ବଦଳିଲେ ୮ଥାନା ଅଧିକାରୀ
ବାରିପଦା ଅଫିସ,୮ା୧: ମୟୂରଭଞ୍ଜ ଜିଲା ପୋଲିସ ବିଭାଗରେ ସାମାନ୍ୟ ଅଦଳବଦଳ କରାଯାଇଛି। ଜିଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନଦେଓ ଖିଲାରୀଙ୍କ ନିର୍ଦ୍ଦେଶକ୍ରମେ ୮ଜଣ ଥାନା ଅଧିକାରୀଙ୍କୁ ଜିଲା ମଧ୍ୟରେ ଅଦଳବଦଳ କରାଯାଇଛି। ବିଭାଗୀୟ ଚିଠି ନଂ. ୭୩/୮ା୧ା୨୦୨୩ ଅନୁସାରେ ବାରିପଦା ଟାଉନ…
ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ: ଉଠାଦୋକାନୀ ସଂଘ ପକ୍ଷରୁ ବିରୋଧ
ବାଲେଶ୍ୱର ଅଫିସ, ୯।୧: ବାଲେଶ୍ୱର ସହରର ମୁଖ୍ୟ ରାସ୍ତା ବିବେକାନନ୍ଦ ରୋଡ୍ର ସିନେମା ଛକଠାରୁ ପାଣି ଟାଙ୍କି ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ ଥିବା ଉଠାଦୋକାନୀ ଓ ଜବରଦଖଲକାରୀଙ୍କୁ ସୋମବାର ପୌର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ସିନେମା ଛକଠାରୁ ଉଚ୍ଛେଦ ପ୍ରକ୍ରିୟା…
ଭତ୍ତା ଟଙ୍କା ପାଇଁ ମା’ଙ୍କୁ ହତ୍ୟା କଲା ପୁଅ
ଲଙ୍ଗଳେଶ୍ୱର/ବସ୍ତା, ୯।୧(ଡି.ଏନ.ଏ.): ଭତ୍ତା ଟଙ୍କା ନ ଦେବାରୁ ୭୫ ବର୍ଷୀୟା ବୃଦ୍ଧା ମା’ଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ବଡ ପୁଅ। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାର୍ଥା ଗ୍ରାମରେ। ମୃତ ବୃଦ୍ଧା ହେଉଛନ୍ତି…
ରାତିଅଧରେ ଦୋକାନରେ ଲାଗିଲା ନିଆଁ, ଜଳିଗଲା ସବୁ
ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଜିଲାପାଳ ଅଫିସ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ପୋଲିସ ପାଟ୍ରୋଲିଂ ସମୟରେ ଦୋକାନରୁ ଧୁଆଁ ବାହାରୁଥିବା ଦେଖିବା ପରେ ଅଗ୍ନିଶମ…
ଜମିପଟ୍ଟା ପାଇଁ ତହସିଲଦାରଙ୍କୁ ଦାବିପତ୍ର, ଆଗାମୀ ଦିନରେ ତେଜିବ ଆନ୍ଦୋଳନ
ଜାମଟିକ୍ରା,୯।୧(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ମନାପଡ଼ା ପଞ୍ଚାୟତ ଅଧୀନ ମନାପଡା ଝୁପୁଡ଼ିପଡାର ୩୫ ଭୂମିହୀନ, ଆଦିବାସୀ, ଓବିସି ଓ ଦଳିତ ପରିବାର ଏବଂ କେନାଲ ପଡ଼ାର ୩୧ ଭୂମିହୀନ ପରିବାର ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ହେବ ସରକାରୀ ଜାଗାରେ ବସବାସ…
Archives


