ଆମ ଜିଲା ଖବର

ସ୍କୁଟିକୁ ଧକ୍କା ଦେଲା ବସ୍‌: ଯୁବତୀଙ୍କ ଜୀବନ ଗଲା, ଜଣେ ଆହତ

ବାରିପଦା ଅଫିସ,୩ା୪: ବାରିପଦା-ଉଦଳା ରାସ୍ତାର କୃଷ୍ଣଚନ୍ଦ୍ର ଗୋଲାଇଠାରେ ସୋମବାର ଦୁଲାରୀ ନାମକ ଏକ ଯାତ୍ରୀବାହୀ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବତୀ ଆହତ ହୋଇଛନ୍ତି। ମୃତ ଯୁବତୀ ଜଣଙ୍କ ହେଲେ ରଶ୍ମିତା…

ଘୂର୍ଣ୍ଣିଝଡ଼,କୁଆପଥର ମାଡ଼ରେ ବ୍ୟାପକ କ୍ଷତି

ଜଳେଶ୍ୱର,୩ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ୧୦ ପଞ୍ଚାୟତରେ ରବିବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ଓ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷତି ହୋଇଛି। ଧାନ ଓ ପରିବାଚାଷ ନଷ୍ଟ ହେବା ସହ ଅନେକ ଲୋକଙ୍କ ଛପର ଉଡ଼ିଯାଇଛି। ରାଜସ୍ବ ବିଭାଗର…

ସାଢ଼େ ୧୧ ସୁଦ୍ଧା ହିନ୍ଦୋଳରେ ୩୫ ପ୍ରତିଶତ ମତଦାନ

ଢେଙ୍କାନାଳ ଅଫିସ,୩ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରୁ ଭୋଟ୍‌ ଗ୍ରହଣ ଚାଲିଛି। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲୁରହିବ। ତେବେ ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ୩୫ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।…

ସାଢ଼େ ୧୦ଟା ସୁଦ୍ଧା ୧୯ ପ୍ରତିଶତ ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟା ସୁଦ୍ଧା ଏଠାରେ ୧୯ ପ୍ରତିଶତ ମତଦାନ ହୋଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି…

ଉଦ୍‌ଘାଟନ ଅପେକ୍ଷାରେ ବାଂଶଡ଼ା ସେତୁ

ଚାନ୍ଦବାଲି,୩।୪(ଡି.ଏନ.ଏ.): ବହୁ ପ୍ରତିକ୍ଷୀତ ବାଂଶଡ଼ା ସେତୁ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରକଳ୍ପର ବ୍ୟୟବରାଦ ୪ କୋଟିରୁ ଆରମ୍ଭ ହୋଇ ଏବେ ପ୍ରାୟ ୨୯ କୋଟିରେ ପହଞ୍ଚତ୍ଛି। ଚଳିତମାସ ୫-ଟି ସଚିବ ଚାନ୍ଦବାଲି ଗସ୍ତରେ ଆସି ଏହାର ଅଗ୍ରଗତିକୁ ନେଇ ସମୀକ୍ଷା…

ଗୋଷ୍ଠୀ ପାଇଖାନାରେ ତାଲା

କେନ୍ଦୁଝର,୩ା୪(ସ୍ବ.ପ୍ର.): ସୁସ୍ଥ ପରିବେଶ ଓ ବାତାବରଣ ସୃଷ୍ଟି ଲକ୍ଷ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ବଚ୍ଛଭାରତ ମିଶନ ଅଭିଯାନରେ ଗୋଷ୍ଠୀ ପାଇଖାନା ନିର୍ମାଣ କରାଯାଇଛି। ଲୋକେ ବାହାରକୁ ଶୌଚ ହେବାକୁ ନ ଯାଇ ଏହି ପାଇଖାନାରେ ଶୌଚ ହେବେ। ଏଥିପାଇଁ ସ୍ବତନ୍ତ୍ର ବୋରଓ୍ବେଲ…

ଅଧିକାରୀଙ୍କ ଲିଖିତ ପ୍ରତିଶ୍ରୁତି ପାଣିରଗାର

ନୂଆଗାଁ,୩।୪ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସୋରଡ଼ା ଛକଠାରୁ ଗୌଡ ଚାଞ୍ଚେରାପଲି ଦେଇ ଯାଇଥିବା ଆର୍‌ଡି ରାସ୍ତାରେ ବେଲପା ନଦୀର ପୋଲ ଭୁଶୁଡିବାକୁ ପ୍ରାୟ ଅଢେଇ ବର୍ଷ ପୁରିଲାଣି । କିନ୍ତୁ ଠିକାଦାର ପୋଲ ନିର୍ମାଣ କରିବାରେ ଅବହେଳା କରୁଛନ୍ତି।…

ପୁଆଣିଆଁ କ୍ରଶର ପାଇଁ ନାହିଁ ଆଇନ୍‌

ନୟାଗଡ଼ ଅଫିସ,୩।୪: ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଗୋତିସାହି ଆରଆଇ ଅଫିସର ପୁଆଣିଆଁ ଅଞ୍ଚଳରେ କ୍ରଶର ଜଙ୍ଗଲକୁ ନଷ୍ଟ କରି ଚାଲିଛି ବୋଲିି ଅଭିଯୋଗ ହେଉଛି । ଏଠାରେ ବର୍ଷକର ଟାର୍ଗେଟକୁ ମାସକରେ ଶେଷ କରି ସରକାରଙ୍କ ରାଜସ୍ବ ହରିଲୁଟ୍‌ ଚାଲିଛି।…

ଅସରାଏ ବର୍ଷାରେ ମଧୁବନ ମିନିଷ୍ଟାଡିୟମ ଜଳାର୍ଣ୍ଣବ

ଖଣ୍ଡପଡ଼ା,୩ା୪(ସ୍ବ.ପ୍ର.): ଅଦିନିଆ ବର୍ଷାରେ ଖଣ୍ଡପଡ଼ା ମଧୁବନ ମିନିଷ୍ଟାଡିୟମ ପରିସରରେ ବର୍ଷା ପାଣି ଜମି ରହି ସମସ୍ୟା ସୃଷ୍ଟି କରୁଛି। ଅଦିନିଆ ଲଗାଣ ବର୍ଷା ପ୍ରଭାବରେ ଖେଳପଡ଼ିଆ ପରିସର ଜଳାର୍ଣ୍ଣବ ହୋଇ ଉଠୁଥିବାରୁ ଏ ନେଇ କ୍ରୀଡାବିତ୍‌ ଓ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ…

କୋଟିଏ ଟଙ୍କା ବ୍ୟୟ ପରେ ବି ପାନୀୟ ଜଳ ଯୋଗାଣ ସ୍ବପ୍ନ

ନୂଆଗାଁ,୩।୪(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିଙ୍ଗାରପଲି ପଞ୍ଚାୟତରେ ପାନୀୟ ଜଳ ଯୋଗାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରତି ଗାଁକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ,…

ତ୍ୱରାନ୍ବିତ ହେଉନି ସହରର ବିକାଶ

ଖୋର୍ଦ୍ଧା ଅଫିସ,୩ା୪: ଖୋର୍ଦ୍ଧା ଜିଲାକୁ ଇତିମଧ୍ୟରେ ୩୦ ବର୍ଷ ପୂରିଛି। ୧୯୯୩ ମସିହାରେ ଏହି ଜିଲା ଗଠନ ହୋଇଥିବାବେଳେ ୧୯୯୫ରେ ଖୋର୍ଦ୍ଧା ସ୩ରେ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ କରାଯାଇଥିଲା। ପାଇକ ବୀରଙ୍କ ମାଟି ଭାବେ ଖୋର୍ଦ୍ଧା ପରିଚିତ। ଭାରତୀୟ ସ୍ବାଧିନତା ସଂଗ୍ରାମରେ…

ଅଜଣା ରୋଗରେ ଗୋରୁ ଆକ୍ରାନ୍ତ, ଚିନ୍ତାରେ ଗୋପାଳକ

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ଗୋରୁଙ୍କୁ ଅଜଣା ରୋଗ ପିଛା ଛାଡ଼ୁନାହିଁ। କେତେବେଳେ ଚର୍ମରୋଗ ତ କେତେବେଳେ ଫାଟୁଆ ବ୍ୟାପିବାରେ ଲାଗିଛି। ଏବେ ଋତୁ ପରିବର୍ତ୍ତନ ହୋଇଥିତ୍ବାବେଳେ ହଠାତ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ସେମାନଙ୍କୁ ଦୁର୍ଗନ୍ଧଯୁକ୍ତ ଝାଡ଼ା ହେଉଛି। ଏଥିଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?