ଆମ ଜିଲା ଖବର

ଅଧା କାମକୁ ସମ୍ପୂର୍ଣ୍ଣ ବିଲ୍‌

ନବରଙ୍ଗପୁର,୫।୫(ବି.ପ୍ର.): ହାଇସ୍କୁଲଗୁଡ଼ିକୁ ୫-ଟି ଅଧୀନରେ ରୂପାନ୍ତରଣ କରାଯାଉଛି। କିନ୍ତୁ ଅଧା କାମ କରି ପୂରା ବିଲ୍‌ ହୋଇଯାଇଥିବା ଭଳି ଅଭିଯୋଗ ନବରଙ୍ଗପୁର ଜିଲାରୁ ଆସିଛି। ନବରଙ୍ଗପୁରର ଚେରଚେଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ରୂପାନ୍ତରଣ କାମ ଶେଷ ହୋଇ ନ ଥିବା…

ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର

ବିଷମ କଟକ,୫ା୫(ଡି.ଏନ୍‌.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ ଉର୍ଦ୍ଧ…

ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଗଞ୍ଜାମ,୫।୫(ଡି.ଏନ.ଏ. ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ଶୁକ୍ରବାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଜସ୍ମିନ ପ୍ରଧାନ, ଜିଲାପରିଷଦ ସଭ୍ୟ ସନାତନ ବେହେରା, ସହକାରୀ…

ଅବସର ପରେ ମଧ୍ୟ ଅଫିସରଙ୍କ ନାମ ହଟୁନି

ବଇଣ୍ଡା,୫।୫(ଡି.ଏନ.ଏ.): ପୋଲିସ ଚାକିରିରୁ ଅବସର ନେବାର ବର୍ଷେ ପରେ ମଧ୍ୟ ଥାନାରେ ଲାଗିଥିବା ବୋର୍ଡରେ ଅଫିସରଙ୍କ ନାମ ଓ ଟେଲିଫୋନ ନମ୍ବର ହଟାଯାଉ ନାହିଁ। ଫଳରେ ଉକ୍ତ ଫୋନ ନମ୍ବରରେ ବାରମ୍ବାର ଫୋନ କରି ଜନସାଧାରଣ ନିରାଶ ହେଉଛନ୍ତି। ଅନୁଗୋଳ ଜିଲା…

କିଆକଟା ଛକ ହେଲା ଆଲୋକିତ

ମାଧପୁର,୫।୫: ଜାତୀୟ ରାଜପଥ ଡିଭିଜନ ସମ୍ବଲପୁର ଓ ଅନୁଗୋଳ ଜିଲା ଆଠମଲ୍ଲିକ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘଦିନ ହେଲା ଆଠମଲ୍ଲିକ ବ୍ଲକ କିଆକଟା ତ୍ରିବେଣୀ ଛକଠାରେ ଥିବା ଷ୍ଟ୍ରିଟ୍‌ ଲାଇଟ୍‌ରେ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନ ଥିଲା। ଫଳରେ…

୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଥିଲେ। ୨୯ରୁ ୪ତାରଖ ୬ଦିନ ଭିତରେ…

ଷଣ୍ଢ ଚୋରା ଚାଲାଣ ବେଳେ ଧରିଲେ ଲୋକେ: ଗୋଟିଏ ମୃତ, ୯ ଉଦ୍ଧାର

ପଦ୍ମପୁର,୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଧୁଆଁ ଛକଠାରେ ଏକ ଷଣ୍ଢ ବୋଝେଇ ପିକ୍‌ଅପ୍‌କୁ ସ୍ଥାନୀୟ ଲୋକ ଧରି ପୋଲିସ ଜିମା ଦେଇଛନ୍ତି। ଗାଡ଼ିଟି ବାସୁଦେବପୁର ଆଡୁ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାରେ କିଛି ବାଇକ ଆରୋହୀଙ୍କୁ ସାଇଡ୍‌…

ମେଡିକାଲ ପାଇଖାନାରେ ଜନ୍ମନେଲେ ଶିଶୁକନ୍ୟା, ଗୁରୁତର ଅବସ୍ଥାରେ ଉଦ୍ଧାର

ବରଗଡ଼ ଅଫିସ,୫ା୫: ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଇଛନ୍ତି। ଗର୍ଭବତୀ, ପ୍ରସୂତି କିମ୍ବା ନବଜାତ ଶିଶୁର ଚିକିତ୍ସାରେ ଆଦୌ ଅବହେଳା ନ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ମାତ୍ର ଅନେକ କ୍ଷେତ୍ରରେ…

ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ

ସାଲେପୁର,୫।୫(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାରେ ନିମ୍ନମାନର କଞ୍ଚାମାଲ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ…

ଭତ୍ତା ପାଇଁ ହଇରାଣ ଦିବ୍ୟାଙ୍ଗ

ବଳଙ୍ଗା,୫।୫(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧ ନଂ. ୱାର୍ଡର ଭୋଗପାଟେଳି ଗ୍ରାମର ନାରାୟଣ ସ୍ବାଇଁ (୮୨)ଙ୍କ ଗୋଡ଼ ଛୋଟା। ସେହି ଛୋଟା ଗୋଡ଼ରେ ସେ ଭତ୍ତା ପାଇଁ ୨ କି.ମି. ରାସ୍ତା ଅତିକ୍ରମ କରି ପଞ୍ଚାୟତରେ…

ବାହାରିଲାନି କାଜୁ ଜଙ୍ଗଲ ବିବାଦ ସମାଧାନର ସୂତ୍ର

ନୟାଗଡ ଅଫିସ,୫।୫: କାଜୁ ଜଙ୍ଗଲରେ ନିିଜର ପାରମ୍ପରିକ ଅଧିକାର ସାବ୍ୟସ୍ତ ସହ ନିଲାମ ପ୍ରତ୍ୟାହାର ଦାବି ନେଇ ଓଡଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଶାଳିଆଝରୀର ଆଦିବାସୀଙ୍କ ସମେତ ଆଖପାଖ ଅଞ୍ଚଳର ଆଦିବାସୀ କରିଥିବା ଦାବି ନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?