ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…
ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ ୩ରେ ପାଠ ପଢ଼ୁଥିବା ଜନୈକ ମଦ୍ୟପ ଛାତ୍ର ପ୍ରେମରେ ବିଫଳ ହୋଇ କଲେଜ…
ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା
ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା ରିଭା ବିୟୁଟି ପାର୍ଲର ଓ ଶିବଶଙ୍କର ଜୁଏଲାରୀରୁ ଚୋରି ହୋଇଥିବା ଜଣାପଡ଼ିଛି। ଲୁଟେରାମାନେ…
ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା
କେନ୍ଦୁଝର/ ଆନନ୍ଦପୁର/ବଞ୍ଚୋ,୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର ଗାଁ କଜଳେଇ ତୋଟାରେ ଏଭଳି ଅଘଟଣ ଘଟିଛି। ମୃତା…
ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା
ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି ନେତୃତ୍ୱାଧୀନ ବଲାଙ୍ଗୀର ପୌର ପରିଷଦ ପକ୍ଷରୁ ବଲାଙ୍ଗୀର ମ୍ୟୁନିସିପାଲଟି ଅନ୍ତର୍ଗତ ୧୧ଟି ଜଳାଶୟରେ…
ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା
କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହେବାରୁ ଅନ୍ୟୂନ ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଯୋଡା ହସ୍ପିଟାଲରେ…
୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ
ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର ଅଞ୍ଚଳରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛନ୍ତି। ଜୟକୃଷ୍ଣଙ୍କ ଏହି ସ୍ୱେଚ୍ଛାକୃତ ରକ୍ତଦାନ…
SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍ ଦେଇ ନେଇପାରିବେ ଏତିକି ଟଙ୍କା…
ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି। ଜଣେ ବ୍ୟକ୍ତି ସର୍ବାଧିକ ୩୦୦୦ ଟଙ୍କା ପର୍ଯ୍ୟନ୍ତ ଖୁଚୁରା ଟଙ୍କା ଓ କଏନ…
ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍, ମୋଟ୍ ୯ଟି ସ୍ଥାନରେ ରହିଛି…
ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ ହୋଇଛି। ଭୁବନେଶ୍ବରର ୪ଟି ଘର ସମେତ ମୋଟ୍ ୯ଟି ସ୍ଥାନରେ ରେଡ ହୋଇଛି।…
ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ
ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ ହୋଇଛି। ଖବର ପାଇ ପ୍ରଥମେ ଫରେଷ୍ଟର ମନ୍ମଥ ବେହେରା, ଫରେଷ୍ଟ ଗାର୍ଡ ବାହାନ…
ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…
ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ ଶିକ୍ଷାର ସଂଘର୍ଷ କାଳରେ ସାମାଜିକ କୁସଂସ୍କାର ବିରୋଧରେ ଏକ ବଳିଷ୍ଠ ଆହ୍ବାନ ରେବତୀ।…
ପୂର୍ବତନ ବାର୍ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ
ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ,…
ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…
ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ। ସେ ପାଟି କରିବାରୁ ଯୁବତୀଙ୍କ ମା’…

