ଆମ ଜିଲା ଖବର

ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ…

୧୧ ସ୍ମାର୍ଟ ବିଦ୍ୟାଳୟକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୫(ଡି.ଏନ.ଏ): କନ୍ଧମାଳ ଜିଲାରେ ଗୁରୁବାର ୭୭ଟି ରୂପାନ୍ତରୀକରଣ କରାଯାଇଥିବା ବିଦ୍ୟାଳୟକୁ ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦ୍‌ଘାଟନ କରାଯାଇଛି। ସେଥି ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୧୧ଟି ଉଚ୍ଚ ବିଦ୍ୟାଳୟ କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଗୁରୁବାର ଗୁମାଗଡ଼ ଓ ଦାରିଙ୍ଗବାଡି ବ୍ଲକର ଶ୍ରାନିକେତା…

ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଚିତ୍ରକୋଣ୍ଡା,୪।୫(ଡି.ଏନ୍‌.ଏ): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫଳରେ ବଡପଦର ଗ୍ରାମ ଶୋକାକୁଳ ହୋଇପଡିଛି । ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ ବଡପଦର ପଞ୍ଚାୟତ…

ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ ୧୬…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ

ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା ବିଭିନ୍ନ…

ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର

ଛତ୍ରପୁର,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ। ଏସି,…

ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ନିର୍ମମ ହତ୍ୟା: ୨ ଅଟକ

ବେଗୁନିଆପଡ଼ା,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆପଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ବୃଦ୍ଧ ଜଣକ ହେଲେ ନୂଆପଲୀ…

୧୧ଟି ୱାର୍ଡର ଉପନିର୍ବାଚନ ଫଳାଫଳ ଘୋଷିତ

ପୁରୁଷୋତ୍ତମପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୮ଟି ପଞ୍ଚାୟତର ୮ଟି ୱାର୍ଡରେ ହୋଇଥିବା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀ ତଥା ବିଡିଓ ବିଜୟ କୁମାର ବେହେରା ଗୁରବାର ଭୋଟ ଗଣତିକରି ଘୋଷଣା କରିଛନ୍ତି। ଭାଟକୁମରଡା ପଞ୍ଚାୟତ ୱାର୍ଡ ନଂ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୪।୫: ଅବକାରୀ ଗୁଇନ୍ଦା ଟିମ୍‌ ଗୁରୁବାର ଗଞ୍ଜାମ ଜିଲା ଚିକିଟି ଧାନଘର ନିକଟରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ କରିଛି। ଏକ ଟ୍ରକରେ ଗଞ୍ଜେଇ ଭର୍ତ୍ତି କରାଯାଇ ଚାଲାଣ ହେଉଥିଲା। ଘଟଣାସ୍ଥଳରୁ ଗୋଟିଏ ଗଞ୍ଜେଇ ଭର୍ତ୍ତି ଟ୍ରକ, କାର,…

କାଳବୈଶାଖୀ ବର୍ଷାରେ ଧୋଇଗଲା ଆପ୍ରୋଚ ରୋଡ୍‌

ପାଟଣା,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ବୁଧବାର କାଳବୈଶାଖୀ ଜନିତ ବର୍ଷା ଯୋଗୁ ଆପ୍ରୋଚ ରୋଡ୍‌ ଭାଙ୍ଗିଯିବାରୁ ଗମନାଗମନରେ ବ୍ୟାହତ ସୃଷ୍ଟି ହୋଇଛି। ଲୋକେ ଯାତାୟାତ ପାଇଁ ହଇରାଣ ହରକତ ହୋଇଛନ୍ତି। ଏହି ବ୍ଲକ ବାଉଁଶୁଳି ପାଟଣା ରାସ୍ତାର ଜଡିଚାତର ନିକଟ…

ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍‌ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍‌ଟି ଚଢ଼ାଉ ଚାଲିଛି । ଗ୍ରାହକମାନଙ୍କୁ ବିନା ଜିଏସ୍‌ଟି ବିଲ୍‌ରେ ଜିନିଷ ବିକ୍ରି କରୁଥିବା ଅଭିଯୋଗ ଥିଲା।…

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?