ଆମ ଜିଲା ଖବର

ପାଣି ପିଇ ଇସ୍ପାତ ସ୍କୁଲର ୧୩ ଛାତ୍ରୀଛାତ୍ର ଅସୁସ୍ଥ

ରାଉରକେଲା ଅଫିସ,୧।୪: ରାଉରକେଲା ଇସ୍ପାତ ବିଦ୍ୟାଳୟର ୧୩ଜଣ ଛାତ୍ରୀଛାତ୍ର ପାଣି ପିଇ ଶୁକ୍ରବାର ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ଆଇଜିଏଚ୍‌ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି। ଚିକିତ୍ସା ପରେ ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ର ସୁସ୍ଥ ଥିବା ଜଣାପଡିଛି। ସୂଚନା ଅନୁସାରେ, ଶୁକ୍ରବାର…

ଦୀପାଳିଙ୍କ ଖଣ୍ଡାବୁଲା ଭିଡିଓ ଭାଇରାଲ

ସମ୍ବଲପୁର, ୧।୪ (ବ୍ୟୁରୋ): ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଶୁକ୍ରବାର ଏହା ଘୋଷଣା ହେବା ପରେ ଦୀପାଳି ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…

୨ ମାସର ଭତ୍ତା ଟଙ୍କା ଗାଏବ

ଭେଡେନ,୧।୪(ଡି.ଏନ୍‌.ଏ.): ସରକାର ଅସହାୟ ବୃଦ୍ଧାବୃଦ୍ଧ, ବିକଳାଙ୍ଗ ଏବଂ ବିଧବାମାନଙ୍କୁ ମାସିକ ୫ ଶହ ଏବଂ ୭୦ ବର୍ଷ ବୟସ ଟପିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ବିଗତ ଦିନରେ ଏହି ଟଙ୍କା ହିତାଧିକାରୀଙ୍କ ହାତକୁ ସିଧାସଳଖ ଦିଆଯାଉଥିଲା। ଏଥିରେ…

ପର୍ଯ୍ୟଟନ ବିଭାଗ ସୂଚନା ଫଳକକୁ ନେଇ ଚର୍ଚ୍ଚା

ସୋନପୁର,୧।୪(ନି.ପ୍ର.): ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳ ଓ ମନ୍ଦିର ସମ୍ପର୍କରେ ବାହାରୁ ଆସୁଥିବା ଜନସାଧାରଣଙ୍କ ଅବଗତି ପାଇଁ ସୂଚନା ଫଳକ ଲଗାଯାଉଛି। ଏଥିରେ ଓଡିଶା ପର୍ଯ୍ୟଟନର ଲୋଗୋ ସହ ପ୍ରମୁଖ ଛକ ସ୍ଥାନରୁ ପର୍ଯ୍ୟଟନ ସ୍ଥଳୀ ଓ ମନ୍ଦିରର…

ଭାଜପା ଶାସନରେ ଦେଶର ଗଣତନ୍ତ୍ର ବିପନ୍ନ: କଂଗ୍ରେସ

ବ୍ରହ୍ମପୁର ଅଫିସ/ଫୁଲବାଣୀ ଅଫିସ, ୧ା୪: ଭାଜପା ନେତୃତ୍ୱାଧିନ କେନ୍ଦ୍ର ସରକାରଙ୍କ ଶାସନରେ ଦୁର୍ନୀତି ଓ ଭ୍ରଷ୍ଟାଚାର ବଢ଼ିଚାଲିଛି। ପ୍ରତିବାଦ ଓ ବିରୋଧ କଲେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ବିଭିନ୍ନ ଭାବରେ ହଇରାଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଶିଳ୍ପପତି…

ଶେଷ ପର୍ଯ୍ୟାୟରେ ବୁଢ଼ୀ ଠାକୁରାଣୀଙ୍କ ଅସ୍ଥାୟୀ ମଣ୍ଡପ କାର୍ଯ୍ୟ

ବ୍ରହ୍ମପୁର ଅଫିସ,୧ା୪: ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢୀ ଠାକୁରାଣୀ ଯାତ୍ରା ଆସନ୍ତା ୪ ତାରିଖରୁ ଆରମ୍ଭ ହେବ। ଏବେ ଠାରୁ ବ୍ରହ୍ମପୁର ସହରବାସୀଙ୍କ ମହଲରେ ଆନନ୍ଦ ଉଲାସ ଦେଖିବାକୁ ମିଳିଲାଣି। ମା’ ବୁଢୀ ଠାକୁରାଣୀଙ୍କ ନିମନ୍ତେ ଦେଶୀ ବେହେରା ସାହିରେ…

୪୦ ହଜାର ହେକ୍ଟର ମୁଗ ଫସଲ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୧ା୪: ଜଗତ୍‌ସିଂହପୁର ଜିଲାରେ ଚଳିତବର୍ଷ ପାଖାପାଖି ୪୦ ହଜାର ହେକ୍ଟର ଜମିରେ ହୋଇଥିବା ମୁଗଚାଷ ମଧ୍ୟରୁ ଅଧିକାଂଶ ବହୁମାତ୍ରାରେ ପ୍ରଭାବିତ ହୋଇଛି। କାଳବୈଶାଖୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଯେଉଁ କିଛି ଜମିରେ ମୁଗ ଭଲ ସ୍ଥିତିରେ…

ତୃଣମୂଳସ୍ତରରେ ପହଞ୍ଚତ୍ ନାହିଁ ଉନ୍ନୟନ ଯୋଜନା

କେନ୍ଦ୍ରାପଡ଼ା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ଜିଲା ମାନ୍ୟତାକୁ ୩୦ ବର୍ଷ ବିତିଛି। ଜିଲା ଗଠନ ପରେ ଏହାର…

କୋରେଇ ପାଇଁ ଚିନ୍ତାରେ ବିଜେଡି

ଯାଜପୁର ଅଫିସ,୧ା୪: ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀରେ ୨୦୦୦ ମସିହା ପରେ କେହି ଜଣେ ନେତା ତିଷ୍ଠି ପାରିନାହାନ୍ତି। ଏବେ ପୁଣି ବାହାର ଅଞ୍ଚଳ ନେତାଙ୍କ ନଜର ଏହି ନିର୍ବାଚନ ମଣ୍ଡଳୀ ଉପରେ ପଡ଼ିିଛି। ୨୦୦୦ ପୂର୍ବରୁ ଏଠାରେ ଅଶୋକ…

ତଦନ୍ତରେ ବାଧକ ସାଜିଲା ଝଡ଼ବର୍ଷା

ରସୁଲପୁର,୧ା୪(ଡି.ଏନ.ଏ.): କୁଆଖିଆ ଥାନା ରାହାମ୍ବା ପଞ୍ଚାୟତ ମିର୍ଜାପୁର ଗ୍ରାମର କୁଳମଣି ଲେଙ୍କାଙ୍କ ପୁଅ ବିକାଶ ଲେଙ୍କାଙ୍କ ହତ୍ୟା ମାମଲାର ତତନ୍ତ ଆରମ୍ଭ ହୋଇଥିବାବେଳେ ଝଡ଼ବର୍ଷା ଏଥିରେ ବାଧକ ସୃଷ୍ଟି କରିଛି। ଶୁକ୍ରବାର ସକାଳୁ ପୋଲିସ ବିକାଶଙ୍କ ଘରୁ ତଦନ୍ତ ଆରମ୍ଭ କରିଛି।…

୧୦ବର୍ଷ ପରେ ହେଲା ଦଶାହ କର୍ମ

ଧୋଡ୍ରା, ୧।୪(ଡି.ଏନ୍‌.ଏ.): ଦଶବର୍ଷ ହେଲା ଦାଦନ ଖଟିବାକୁ ଯାଇ ଫେରିନାହାନ୍ତି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧାମନାଗୁଡ଼ା ପଞ୍ଚାୟତ ସଦର ଗାଁର ଅସମନ କଲାର। ଦୀର୍ଘ ଦିନ ଧରି ଅପେକ୍ଷା କରିବା ପରେ ଫେରିବାର ଆଶା ଛାଡ଼ି ସ୍ତ୍ରୀ ଭଗବତୀ ହାତରୁ…

ଭୁବନେଶ୍ୱରରୁ ଅଟୋରିକ୍ସାରେ କୋରାପୁଟ

ରାୟଗଡା ଅଫିସ,୧ା୪: ସାହାଯ୍ୟ କରିବା ପାଇଁ ଜଣେ ମହିଳା ସାହାସକିତା ଦେଖାଇଛନ୍ତି। ଭୁବନେଶ୍ୱରରୁ ସେ ଅଟୋ ଚଳାଇ କୋରାପୁଟ ଆସି ଏକ ଅସହାୟ ପରିବାରକୁ ଭେଟିଛନ୍ତି। କୋରାପୁଟ ଅଞ୍ଚଳର ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ପରେ ପରିବାର ବହୁ କଷ୍ଟରେ ଚଳୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?