ଆମ ଜିଲା ଖବର

ଓଡ଼ିଶାରେ ଆନ୍ଧ୍ର ଅଧିକାରୀଙ୍କ ପୁଣି ଅନୁପ୍ରବେଶ

ପଟ୍ଟାଙ୍ଗି, ୪।୫(ଡି.ଏନ୍‌.ଏ.): ଓଡ଼ିଶାର ସୀମାନ୍ତ ଗ୍ରାମରେ ପୁଣି ଆନ୍ଧ୍ର ରାଜ୍ୟର ଉଚ୍ଚ ପଦାଧିକାରୀଙ୍କ ଅନୁପ୍ରବେଶ। ସୋମବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡ଼ିକା ରାଜନା ଦୋରା ଆସି ବିଭିନ୍ନ ଯୋଜନା ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା ଫେରିଥିଲେ। ବୁଧବାର ଆନ୍ଧ୍ର ପାର୍ବତୀପୁରମ୍‌ ଜିଲାର ଆଇଟିଡିଏ…

ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ…

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଇଥିଲା। ନେଟ୍‌ ସେବା ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ…

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଗୌରବ…

ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ବରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ…

ପଞ୍ଚାୟତ ସମିତି ବୈଠକ ବର୍ଜନ କଲେ ୧୦ ସମିତି ସଭ୍ୟାସଭ୍ୟ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକଠାରେ ବୁଧବାର ପୂର୍ବାହ୍ନରେ ପଞ୍ଚାୟତ ସମିତିର ପଞ୍ଚମ ବୈଠକ ଆୟୋଜନ ହୋଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଙ୍କ ମନମୁଖୀ ଶାସନକୁ ନେଇ ପଞ୍ଚାୟତ ସମିତି ବୈଠକ ବର୍ଜନ କରିଥିଲେ ୧୦ ସମିତି ସଭ୍ୟାସଭ୍ୟ। ଏଥିସହିତ…

ସନ୍ଦେହ ଘେରରେ ନାବାଳିକାଙ୍କ ମୃତ୍ୟୁ, ୫ ଦିନ ପରେ ଥାନାର ଦ୍ୱାରସ୍ଥ ହେଲେ ଦୁଇ ଗୋଷ୍ଠୀ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ୫ ଦିନ ପରେ ଦୁଇ ଗୋଷ୍ଠୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଆଦର୍ଶ ଥାନା ପରିସରରେ। ସୂଚନାନୁଯାୟୀ, କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମ୍‌ଭି-୪୯ ଗ୍ରାମର ହର କର୍ମକାରଙ୍କ…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ପ୍ରଶାସନ ତତ୍ପର

ମାଲକାନଗିରି,୩ା୫(ଡି.ଏନ୍‌.ଏ.): ଆଗାମୀ ମୌସୁମୀ ବର୍ଷା ନେଇ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଧ୍ୟକ୍ଷ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩ା୫: ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇ ବୁଧବାର ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମୁଦ୍ରର ୧୩ ନମ୍ବର ଜୋନ୍‌ ଅଞ୍ଚଳରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଛି।…

ମିଠା ଦୋକାନ ସିଲ୍‌ କଲା ପ୍ରଶାସନ: ପୋଲିସ-ଓକିଲ ମୁହାଁମୁହିଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସ ଠାରେ ଥିବା ଗଣେଶ ପଟ୍ଟନାୟକ ମିଠା ଦୋକାନକୁ ବୁଧବାର ଜିଲା ପୋଲିସ ପ୍ରଶାସନ ସିଲ୍‌ କରିଥିବା ଜଣାପଡ଼ିଛି। ଦୀର୍ଘ ମାସ ହେବ ଦୋକାନ ମାଲିକ ଓ ଘର ମାଲିକଙ୍କ ମଧ୍ୟରେ ତିକ୍ତତା ଲାଗି…

୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିଲେ ବୃଦ୍ଧା

ଭବାନୀପାଟଣା,୩।୪(ସ୍ବ.ପ୍ର.): ଭତ୍ତା ପାଇଁ ସଂଘର୍ଷ। କଳାହାଣ୍ଡି ଜିଲାରୁ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଯେଉଁଠି ୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିକି ଯାଉଛନ୍ତି ଜଣେ ୮୦ ବର୍ଷୀୟ ବୃଦ୍ଧା । ଯାହାର ଭିଡିଓ ଏବେ ଭାଇରାଲ…

ଓଲଟିଲା ଗୋରୁ ବୋଝେଇ ପିକ୍‌ଅପ୍‌,୪ମୃତ,୪ ଆହତ

ଖଇରା,୪।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ବାଙ୍କିତିରା ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭାରସାମ୍ୟ ହରାଇ ଓଲଟି ପଡିବା କାରଣରୁ ଘଟଣାସ୍ଥଳରେ ୪ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?