ଆମ ଜିଲା ଖବର

ବିଭିନ୍ନ ଓ୍ବାର୍ଡକୁ ପାନୀୟ ଜଳ ଯୋଗାଣ

ଦେବଗଡ଼,୩୧ା୩(ଡି.ଏନ୍‌.ଏ.): ବାରକୋଟ ବ୍ଲକ କଲା ପଞ୍ଚାୟତର ବିଭିନ୍ନ ଓ୍ବାର୍ଡକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ଶୁକ୍ରବାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଓ୍ବାର୍ଡ ନମ୍ବର ୧, ୨,୩ ଏବଂ ୫ର ବାସିନ୍ଦାଙ୍କ ପାଇଁ ଏହି ପ୍ରକଳ୍ପରୁ ପାନୀୟ…

ନବାଗତଙ୍କୁ ଦାୟିିତ୍ୱ ନେଇ ଚର୍ଚ୍ଚା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲା ପର୍ଯ୍ୟବେକ୍ଷକ ଭାବେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ନିଯୁକ୍ତି ପାଇବା ପରେ ଜିଲା ବିଜେଡି ଶିବିର ଚଳଚଞ୍ଚଳ ହୋଇପଡିଛି। ଏପ୍ରିଲ ୭ରେ ବବି ସମ୍ବଲପୁର ଗସ୍ତରେ ଆସିବା ନେଇ…

୬୯ ବର୍ଷ ହେଲା ଭଡ଼ାଘରେ ପଞ୍ଚାୟତ କାର୍ଯ୍ୟାଳୟ

ଲାଞ୍ଜିଗଡ଼,୩୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ୬୯ ବର୍ଷ ହେଲା ଭଡ଼ାଘରେ ଚାଲିଛି। ଆଜିପର୍ଯ୍ୟନ୍ତ ପଞ୍ଚାୟତର ନିଜସ୍ବ ଘର ନ ଥିବାରୁ ଲାଞ୍ଜିଗଡ଼ ସମବାୟ ସମିତି ଅଫିସ କାର୍ଯ୍ୟାଳୟରେ ଚାଲୁଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ୧୯୫୬…

ସ୍ମାର୍ଟସିଟି: ଟ୍ରେନ୍‌ ନେଲାଣି ୧୩୯ ଜୀବନ

ରାଉରକେଲା ଅଫିସ,୩୧।୩: ସ୍ମାର୍ଟସିଟି ରାଉରକେଲାରେ ଟ୍ରେନ ଧକ୍କା, ଟ୍ରେନରୁ ଖସି ଓ ଆମତ୍ହତ୍ୟା ଜନିତ ମୃତ୍ୟୁ ମାମଲା ବଢିବାରେ ଲାଗିଛି। ଟ୍ରେନ୍‌ ଲାଇନରେ ଲୋକଙ୍କ ଜୀବନ ଯିବା ଘଟଣାରେ ରୋକ୍‌ ଲାଗିପାରୁନି। ସାମାନ୍ୟ ଭୁଲ ଓ ଅସାବଧାନତା ଯୋଗୁ ଅକାଳରେ ଚାଲିଯାଉଛି…

ସଭିଙ୍କ ଏଜେଣ୍ଡା ବିକାଶ

ସରଣ୍ଡା, ୩୧।୩(ଡି.ଏନ.ଏ.): ଚଳିତ ଅତାବିରା ଏନ୍‌ଏସି ନିର୍ବାଚନକୁ ନେଇ ଚା’ ଖଟିରୁ ଆରମ୍ଭ କରି ଦୋକାନ ବଜାର, ରାସ୍ତାଘାଟ ସବୁଠି ଆଲୋଚନା। ଏନ୍‌ଏସିର ନଗରପାଳ ପଦବୀ ପାଇଁ ଏଥର ପ୍ରତ୍ୟକ୍ଷ ନିର୍ବାଚନ ହେବ। କାହା ମୁଣ୍ଡରେ ଭୋଟର ଢାଳିବେ ସୁନା କଳସ।…

ବଞ୍ଚିବାକୁ ସଂଘର୍ଷ, କଅଁଳ କାନ୍ଧରେ ପରିବାର ବୋଝ

ନବରଙ୍ଗପୁର/ନନ୍ଦାହାଣ୍ଡି,୩୧।୩(ବି.ପ୍ର./ଡି.ଏନ୍‌.ଏ.): ପାଠପଢ଼ା ବୟସରେ ସଂସାର ବୋଝ। ନିଜେ ପାଠ ପଢ଼ିପାରିଲେ ନାହିଁ, ଅର୍ଥ ଅଭାବରୁ ତିନି ସାନ ଭଉଣୀ ମଧ୍ୟ ପାଠପଢ଼ାରୁ ବଞ୍ଚିତ। ଏଥିସହ ବୁଢୀ ଜେଜେମା’ଙ୍କ ବୋଝ ମଧ୍ୟ ତାଙ୍କରି କାନ୍ଧରେ। ଯାହାପାଇଁ ସେ ଅହରହ ଉଦ୍ୟମ କରି ସଂଘର୍ଷ…

ଅନୁଗୋଳରେ ଅତ୍ୟାଧୁନିକ ଶୌଚାଳୟ

ଅନୁଗୋଳ ଅଫିସ,୩୧ା୩: ଅନୁଗୋଳ ପୌରାଞ୍ଚଳର ୧୫ନଂ. ଓ୍ବାର୍ଡରେ ଅତ୍ୟାଧୁନିକ ଶୌଚାଳୟ ନିର୍ମାଣ କରାଯାଉଛି। ନବନିର୍ମିତ ବସ୍‌ ଟର୍ମିନାଲ ସମ୍ମୁଖରେ ଏହାର ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ଆସପେସ୍‌ନାଲ ଟଏଲେଟ୍‌ରେ ବିମାନ ବନ୍ଦର ଶୌଚାଳୟ ଭଳି ସୁବିଧା ଉପଲବ୍ଧ ହେବ ବୋଲି ପୌରସଂସ୍ଥା…

ମାମଲା ନିୟନ୍ତ୍ରଣ କରୁଛନ୍ତି ମଧ୍ୟସ୍ଥ

ଢେଙ୍କାନାଳ ଅଫିସ, ୩୧।୩(ରତନ ନାୟାର): ୨୦୨୦ରେ ୪ ହଜାର ୯୭, ୨୦୨୧ରେ ୪ ହଜାର ୭୨୧, ୨୦୨୨ରେ ୫ ହଜାର ୧୮୧ ଏବଂ ୨୦୨୩ ଫେବୃୟାରୀ ୨୮ ସୁଦ୍ଧା ୯୦୮ଟି ଆପରାଧିକ ମାମଲା ରେକର୍ଡ ହେବା ଢେଙ୍କାନାଳ ଜିଲାରେ ଆଇନଶୃଙ୍ଖଳା ସ୍ଥିତି…

କେନ୍ଦୁଝରରେ ୧୭ ବ୍ଲାକ୍‌ ସ୍ପଟ୍‌

କେନ୍ଦୁଝର,୩୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାର ଶତକଡ଼ା ୯୫ ଭାଗ ସଡ଼କ ଦୁର୍ଘଟଣା ଜାତୀୟ ରାଜପଥମାନଙ୍କରେ ହେଉଛି। ଅଧିକ ଦୁର୍ଘଟଣାର କାରଣ ଦୁଇ ଚକିଆ ଯାନ ସାଜିଛି। ବିିଶେଷ କରି ମଦ ପିଇ, ବେପରୁଆ ଗାଡ଼ି ଚାଳନା, ଓଭରଟେକ, ବେଆଇନ ପାର୍କିଂ ଯୋଗୁ ଅଧିକ…

ଅଦିନିଆ ବର୍ଷାରେ ଉଜୁଡିଗଲା ଫସଲ, ଚିନ୍ତାରେ ଚାଷୀ

ଖଣ୍ଡପଡା,୩୧ା୩(ସ୍ବ.ପ୍ର.): ପଶ୍ଚିମା ଝଡ଼ ପ୍ରଭାବରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ବୃଷ୍ଟି ଯୋଗୁ ପନିପରିବା ଓ ରବି ଫସଲ ଉଜୁଡି ଯାଇଛି। ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ରାଣୀପଡ଼ା, ଶାଳଝରିଆ, ଗୁଣ୍ଠୁଣି, ଶିଖରପୁର, ସାହସପୁର, ବାଣପୁର, ସିଧାମୂଳା, ବୋଦସା ଅଞ୍ଚଳର…

୩୨ବର୍ଷର ଗ୍ରାମର ଗୋଷ୍ଠୀ ବିବାଦ ସମାଧାନ

ଶରଣକୁଳ,୩୧ା୩(ଡି.ଏନ.ଏ.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଖଳିପାଟଣା ଏବଂ କୋତରଙ୍ଗ ଗାଁର ଗୋଷ୍ଠୀ ବିବାଦ ୩୨ବର୍ଷ ଧରି ଲାଗି ରହିଥିଲା। ଶେଷରେ ଏହାର ସମାଧାନ ଗୁରୁବାର ହୋଇଯାଇଛି। ଏ ନେଇ ଜାନୁୟାରୀ ୧୯ ତାରିଖରେ ଜିଲାପାଳ ନୟାଗଡ଼ଙ୍କ ସମ୍ମିଳନୀ କକ୍ଷରେ ଜିଲା…

ନିର୍ମାଣ ଶ୍ରମିକଙ୍କ ୨୧,୮୪୪ ଆବେଦନ ବାତିଲ

ନୟାଗଡ଼ ଅଫିସ,୩୧।୩: ନୟାଗଡ଼ ଜିଲା ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟର ଜିଲା ଶ୍ରମ ଅଧିକାରୀଙ୍କ ପକ୍ଷରୁ ନିର୍ମାଣ ଶ୍ରମିକଙ୍କ ୨୧,୮୪୪ ଆବେଦନକୁ ବାତିଲ କରାଯାଇଛି। ଏହାପରେ ଶ୍ରମିକମାନେ ଏହାକୁ ବିରୋଧ କରିଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି ବିରୋଧରେ ଶ୍ରମିକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?