ଦର୍ପଣ ତହସିଲ ଅଞ୍ଚଳରେ ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୩।୫(ଡି.ଏନ୍.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନ ପଶ୍ଚିମ ବଡ଼ଚଣା କୁହାଯାଉଥିବା ୪ଟି ପଞ୍ଚାୟତରେ ବେଆଇନ ମାଙ୍କଡ଼ା ଖାଦାନ ଦୀର୍ଘ ଦିନ ଧରି ଚାଲିଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୩ ବେଆଇନ ଖାଦାନରେ ୧୪୪ଧାରା…
ଭିତରକନିକାରେ ନିଆଁ
ରାଜନଗର,୩।୫(ଡି.ଏନ୍.ଏ.): ଭାରତର ଦ୍ୱିତୀୟ ବୃହତ୍ତମ ଲୁଣା ଜଙ୍ଗଲ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ତାଳଚୁଆ ବିଟ୍ର ହାତିଆଗଣ୍ଡ ଗଁା ନିକଟରେ ଥିବା ହେନ୍ତାଳବଣରେ ସୋମବାର ମଧ୍ୟାହ୍ନରେ ଆକସ୍ମିକ ନିଅଁା ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ଗୁଅଁା, ହେନ୍ତାଳ, ବନି, ରାଇ ପ୍ରଭୃତି ବିରଳ…
ପେଟ ପାଇଁ ମହିଳା, ଶିଶୁ ବିଡ଼ି ମୋଡୁଛନ୍ତି
କେନ୍ଦ୍ରାପଡ଼ା ଅଫିସ,୩।୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ବିଶ୍ୱ ଶ୍ରମିକ ଦିବସ ପାଳନ ହୋଇଯାଇଛି। ଶ୍ରମିକଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ କଥା ସଭାସମିତିରେ ଉଠାଯାଇଛି। ତେବେ ଅଣସଙ୍ଗଠିତ ହୋଇ ରହିଥିବା ଜିଲାର ୧୦ ହଜାରରୁ ଊର୍ଦ୍ଧ୍ୱ ବିଡ଼ି ଶ୍ରମିକଙ୍କ ଦୁଃଖକୁ…
ଭଡ଼ାଘରେ ସେକ୍ସ ରାକେଟ୍
ଢେଙ୍କାନାଳ ଅଫିସ, ୩।୫: ଢେଙ୍କାନାଳ ସହର ଆନନ୍ଦନଗର କାଠଗଡ଼ା ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ରାକେଟ୍ର ରହସ୍ୟ ଉନ୍ମୋଚନ କରିଛି ଟାଉନ ଥାନା ପୋଲିସ। ଏହି ଘଟଣାରେ ରାଣୀ ମହୁମାଛିଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି। ଉଦ୍ଧାର ବଙ୍ଗୀୟ…
ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି
ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ କରି…
ବିଜେଡିର ତୁଷ୍ଟୀକରଣ ନୀତି: ଭାଜପା ସଂସଦୀୟ କମିଟି
ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରା ସମୟରେ ପଥରମାଡ଼, ଆକ୍ରମଣ ସହ ଜେହାଦୀ ନାରା ଦିଆଯାଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ରାଜ୍ୟ ସରକାରଙ୍କ ତୁଷ୍ଟୀକରଣ ନୀତି…
ଜେସିବିରେ କନ୍ୟାଘରକୁ ଆସିଲେ ବର
ଖଣ୍ଡପଡ଼ା,୩।୫(ସ୍ବ.ପ୍ର.): ଦିନଥିଲା ବିବାହ ପାଇଁ ବର କନ୍ୟାଘରକୁ ବରଯାତ୍ରୀ ନେଇ ଶଗଡ଼, ପାଲିଙ୍କି କିମ୍ବା ଘୋଡ଼ା ଗାଡ଼ିରେ ବସି ଆସୁଥିଲେ। ଏପରି କି ନଦୀକୂଳିଆ ଲୋକମାନେ ଡଙ୍ଗାରେ ବର ନେଇ ବିବାହ ପାଇଁ କନ୍ୟାଘରେ ପହଞ୍ଚୁଥିଲେ। ହେଲେ ଆଜିର ସଭ୍ୟ ସମାଜରେ…
କମ୍ପାନୀ କବଳରେ କୁକୁଡ଼ାଚାଷୀ
କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ, ୩।୫: କୁକୁଡ଼ା ଦର ନିୟନ୍ତ୍ରଣରେ ପ୍ରଶାସନର କୌଣସି ଭୂମିକା ରହୁନାହିଁ। ଫଳରେ କମ୍ପାନୀ କର୍ତ୍ତୃପକ୍ଷ ମନଇଚ୍ଛା ଲାଭ ଉଠାଉଥିବା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରର କାଳିଆ ସାମନ୍ତରାୟ, କଂସାର ଗ୍ରାମର ଶୁଭାଶିଷ ଜେନା, ପାଖଡ଼ ଗ୍ରାମର ରମାକାନ୍ତ…
ନାବାଳିକାଙ୍କୁ ବଳାତ୍କାରଭିଯୋଗ, ଯୁବକ ଗିରଫ
ପାରଳାଖେମୁଣ୍ଡି,୨।୫(ଡି.ଏନ୍.ଏ): ଗଜପତି ଜିଲା ଆର୍.ଉଦୟଗିରି ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳପୂର୍ବକ ଜଣେ ଯୁବକ ଜଙ୍ଗଲକୁ ଟାଣି ନେଇ ବଳାତ୍କାର କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଆର୍.ଉଦୟଗିରି ପୋଲିସ ନଂ ୪୯/୨୩ରେ ମାମଲା ରୁଜୁ କରି ଉକ୍ତ ଯୁବକଙ୍କୁ ଗିରଫ କରିଛି।…
ଟାୟାର ଶୋ’ରୁମ୍ରୁ ନେଇଗଲେ ୪.୯ ଲକ୍ଷ ଟଙ୍କା
ଭଦ୍ରକ ଅଫିସ, ୨ା୫: ଭଦ୍ରକ ଟାଉନ ଥାନା ଅଧୀନ ଚରମ୍ପାସ୍ଥିତ ଡାହାଣୀଗଡ଼ିଆ ଛକ ନିକଟ ଏକ ଟାୟାର ଶୋ’ରୁମରୁ ୪ ଲକ୍ଷ ୯୦ ହଜାର ଟଙ୍କା ଚୋରି ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ମାଲିକ ନିହାର…
ଚୋରଙ୍କ ପାଇଁ ଦୁର୍ଘଟଣା : ୩ ମୃତ
ହେମଗିର,୨।୫(ଡି.ଏନ୍.ଏ.): ଚୋରଙ୍କ ପାଇଁ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଚୋର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଅନ୍ୟ ଦୁଇ ଜଣ ରାସ୍ତା ନିର୍ମମାଣକାରୀ ଠିକା ସଂସ୍ଥାର ଦୁଇ କର୍ମଚାରୀ । ସୂଚନାଯୋଗ୍ୟ, ହେମଗିରି ଥାନା ବାଙ୍କିବାହାଲ – ଟପରିଆ…
ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ
ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ ଭାଇରାଲ…

