ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପାଟଣା,୨।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ବେହେରା ସାହିର ଏକ ଆମ୍ବ ଗଛରୁ ମଙ୍ଗଳବାର ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତ ମହିଳା ଜଣକ ହେଉଛନ୍ତି ଉକ୍ତ ଗ୍ରାମର ହେମନ୍ତ ବେହେରା…
ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଉଦ୍ଘାଟିତ
ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଓ ମିଶନ ଶକ୍ତି କାଫେ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ଉଦ୍ଘାଟନ କରିଛନ୍ତି। ମିଲେଟ୍ ଆଉଟଲେଟ୍ରେ…
ଶ୍ରମିକ ଦିବସକୁ କଳାଦିବସ ଭାବେ ପାଳିଲେ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ
କେନ୍ଦୁଝର,୨।୫(ସ୍ବ.ପ୍ର.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ତୋଳାଳି, ବନ୍ଧେଇ ଶ୍ରମିକ ଓ ସିଜିନାଲ କର୍ମଚାରୀମାନେ ଶ୍ରମିକ ଦିବସକୁ ମଙ୍ଗଳବାର କଳା ଦିବସ ଭାବେ ପାଳିଛନ୍ତି। ସୂଚନା ମୁତାବକ ଶ୍ରମିକ ଦିବସ ଅବସରରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବିଭିନ୍ନ ସମସ୍ୟା ପୂରଣ…
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନ-କେନ୍ଦୁଝର ଟ୍ରାଫିକ ପୋଲିସ ଷ୍ଟେଶନକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର, ୨।୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେଶନ ଭାବେ ଉନ୍ନୀତ କରାଯାଇଛି। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ…
ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁର ବୋଝେଇ ଟ୍ରକ: ଜଣେ ମୃତ
ପାଟଣା,୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲରକୁ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେଇଛି। ଟ୍ରଲର କଡ଼ରେ…
ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ…
ଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସ
କୋରାପୁଟ,୨/୫(ସ୍ବ.ପ୍ର.): ମାଛକୁଣ୍ଡ ପୋଲିସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇ ୫୦୨ କେଜି ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି। ଏନେଇ ମାଛକୁଣ୍ଡ ଥାନାରେ ୫୯/୨୦୨୩ରେ ଏକ ଏନଡିପିଏସ ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛିା ଏହି ଚଢାଉବେଳେ ଗଞ୍ଜେଇ ମାଫିଆମାନେ ଘଟଣାସ୍ଥଳରୁ…
ଶ୍ରମିକଙ୍କ ଦୁଃଖ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଧାୟକ ମକରନ୍ଦ
ରାୟଗଡ଼ା,୧।୫(ସ୍ବ.ପ୍ର.): ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ସୋମବାର ସରକାରଙ୍କ ଉପରେ ଖୋଲାଖୋଲି ବର୍ଷିଛନ୍ତି। ମଞ୍ଚ ଉପରେ ନିଜର ଅଭିଭାଷଣ ରଖି ରାଜ୍ୟ ଓ କେନ୍ଦ୍ର ସରକାର ସମେତ ଜିଲା ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ ଦିବସ…
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ପାଳିଲେ ସାମ୍ବାଦିକ
କୋରାପୁଟ,୧।୫(ସ୍ବ.ପ୍ର.): ଓଡ଼ିଶା ସାମ୍ବାଦିକ ୟୁନିୟନ ଆହ୍ବାନ କ୍ରମେ ସୋମବାର ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ରୂପେ କୋରାପୁଟ ଜିଲା ସାମ୍ବାଦିକ ସଂଘ ପାଳନ କରିଛି । ଏଥିସହ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଭାପତି ଦିଲୀପ…
ଗଞ୍ଜାମ ଜ଼ିଲାରେ ଆରମ୍ଭ ହେଲା ପଛୁଆ ବର୍ଗଙ୍କ ସାମାଜିକ, ଶିକ୍ଷାଗତ ସ୍ଥିତି ସର୍ଭେ
ଛତ୍ରପୁର,୧।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହୋଇଛି। ସର୍ଭେ କାର୍ଯ୍ୟ ଯେପରି ଠିକ୍ ହେବ ସେଥିନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜିଲାର ପଛୁଆ ବର୍ଗ…
ଶିମିଳିପାଳରୁ କଳାବାଘର ମୃତଦେହ ଜବତ: ସନ୍ଦେହରେ ଶିକାରୀ ଓ କର୍ମଚାରୀ
ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘର ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭୁବନେଶ୍ୱର ପିସିସିଏଫ୍ ସୁଶୀଲ କୁମାର ପୋପଲି ପ୍ରକାଶ କରିବା ସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ…
ଗାଁ ପରିଦର୍ଶନ ପୂର୍ବରୁ ହୋଇଥିଲା ରାସ୍ତା ଅବରୋଧ: କାର୍ଯ୍ୟକ୍ରମ ଜାରି ରଖିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ
ପଟ୍ଟାଙ୍ଗୀ,୧।୫(ଡି.ଏନ୍.ଏ.): ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଅନୁପ୍ରବେଶ କରି ତାଙ୍କ ରାଜ୍ୟ ସରକାରୀ ଯୋଜନାକୁ ନେଇ ଘରେ ଘରେ ବୁଲି ସଚେତନତା କରୁଥିବା ବେଳେ ଓଡ଼ିଶା ଜିଲା ପ୍ରଶାସନ ରାସ୍ତା ଉପରେ ମାଟି ପକାଇ ରାସ୍ତା ଅବରୋଧ କରି ଜଗିଥିଲା।…

