ଆମ ଜିଲା ଖବର

ସୁବର୍ଣ୍ଣପୁରରେ ରାହଗିରି ପାଇଁ ପ୍ରସ୍ତୁତି

ସୋନପୁର,୨୮।୩(ନି.ପ୍ର.): ଅପ୍ରେଲ ୧ ତାରିଖ ଓଡିଶା ଦିବସ ଓ ୩୦ତମ ସୁବର୍ଣ୍ଣପୁର ଜିଲା ପ୍ରତିଷ୍ଠା ଦିବସ। ଏହି ଦିବସକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ସୁବର୍ଣ୍ଣପୁରର ବୁଦ୍ଧିଜୀବୀ, କଳାପ୍ରେମୀ ଓ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ପ୍ରତ୍ୟୁଷରେ ଡାକବାଜି ଯନ୍ତ୍ର…

ପ୍ରାର୍ଥତ୍ପତ୍ର ଦାଖଲ ଏପ୍ରିଲ ୪ରୁ

ସୋନପୁର,୨୮।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଖଣ୍ଡହତା ପଞ୍ଚାୟତ ଓ ତରଭା ବ୍ଲକର କଟାପାଲି ପଞ୍ଚାୟତରେ ସମିତି ସଭ୍ୟ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନ ଗତ ୨୩ ତାରିଖରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୨୩ଟି…

ମହାନଦୀରେ ବ୍ଲାଷ୍ଟିଂ, ଆଶଙ୍କାରେ ମତ୍ସ୍ୟଜୀବୀ

ବୀରମହାରାଜପୁର,୨୮।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଦେଇ ପ୍ରବାହିତ ମହାନଦୀରେ ମାଛ ମାରିବା ପାଇଁ ବ୍ଲାଷ୍ଟିଂ କରାଯାଉଥିବା ବିଭିନ୍ନ ସମୟର ଅଭିଯୋଗ ହେଉଛି। ହେଲେ ପ୍ରଶାସନ ଏନେଇ କୌଣସି ପଦକ୍ଷେପ ନେଉନାହିଁ। ଏହାର ପ୍ରତିବାଦ କରି ସୋମବାର ବୀରମହାରାଜପୁର ବ୍ଲକ ଯୁବ କଂଗ୍ରେସ ପକ୍ଷରୁ…

ସୁଧୁରିବ ଦୁର୍ବଳ ସଂଗଠନ

ସମ୍ବଲପୁର,୨୮ା୩ (ବ୍ୟୁରୋ): ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ସମେତ ଅନ୍ୟ ୩ ଜିଲାରେ ଯାଜପୁର ବିଧାୟକ ତଥା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି। ପ୍ରଣବଙ୍କ ନିଯୁକ୍ତି ପରେ ସମ୍ବଲପୁର ଜିଲାରେ…

ନିରାଶ ଚାଷୀଙ୍କ ପାଇଁ ସମବାୟ ସମିତି

ଢେଙ୍କାନାଳ ଅଫିସ,୨୮ା୩: ଜାତୀୟକରଣ ବ୍ୟାଙ୍କରୁ ହତାଶ ହୋଇଥିବା ଚାଷୀଙ୍କୁ ସମବାୟ ସମିତି ସାହାଯ୍ୟର ହାତ ବଢାଇଥାଏ। ଚାଷୀମାନଙ୍କ ହିତରେ ସର୍ବଦା କୃଷି ସମବାୟ ସମିତିଗୁଡିକ କାର୍ଯ୍ୟକରି ଆସୁଛି ବୋଲି ଢେଙ୍କାନାଳ ସମବାୟ ସମିତି ଉପନିବନ୍ଧକ ସରୋଜିନୀ ଜେନା କହିଛନ୍ତି। ଢେଙ୍କାନାଳ ସଦର…

ଅନୁଗୋଳ ବିଜେଡିରେ ଉତ୍ସାହ

ଅନୁଗୋଳ ଅଫିସ, ୨୮ା୩: ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୋଳ ଜିଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହାକୁ ନେଇ ଅନୁଗୋଳ ଜିଲା ବିଜେଡି ଶିବିରରେ ଅଧିକ ଉତ୍ସାହ ଦେଖାଦେଇଛି। ବିଧାୟକଙ୍କ…

ନୃତ୍ୟ, ବାଦ୍ୟରେ ସାମିଲ ହେଲେ ନାଟ୍ୟକର୍ମୀ

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ସହରରେ ସୋମବାର ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ନାଟ୍ୟ ଅନୁଷ୍ଠାନ ଅଲଟରନେଟିଭ ରିଦିମ ଥିଏଟର ପକ୍ଷରୁ ଆୟୋଜିତ ଏହି ଦିବସରେ ସକାଳ ସାଢେ ୬ଟାରେ ସହରସ୍ଥିତ ବାଜିଚୌକ ଠାରୁ ଏକ ନାଟ୍ୟ ପଦଯାତ୍ରା ଆରମ୍ଭ…

ଜୋର୍‌ ଧରିଲା ଆରୋପ-ପ୍ରତ୍ୟାରୋପ ରାଜନୀତି

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଆସନ୍ତା ଏପ୍ରିଲ ୩ରେ ଅନୁଷ୍ଠିତ ହେବ। ତେବେ ଭୋଟଗ୍ରହଣ ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣରେ ଉଷ୍ମତା ସେତିକି ଭରିବାରେ ଲାଗିଛି। ନିର୍ବାଚନ ମୈଦାନରେ ପ୍ରାର୍ଥୀ ଦେଇଥିବା ୩ ପ୍ରମୁଖ…

ସ୍ବାମୀଙ୍କୁ ୪ବର୍ଷ ଜେଲ, ୪ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୮ା୩: ଗଞ୍ଜାମ ଜିଲା ଦୌରା ଜଜ ସୋମବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଅଦୀପ ଚନ୍ଦ୍ର ନାୟକ।…

ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଜି.ଉଦୟଗିରି,୨୮ା୩: ଜି.ଉଦୟଗିରି ପଞ୍ଚାୟତ ସମିତି ରଟିଙ୍ଗିଆ ଅଞ୍ଚଳବାସୀ ବିଭିନ୍ନ ଦାବି ନେଇ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ତୁରନ୍ତ ସମସ୍ୟା ସମାଧାନ ନିମନ୍ତେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ…

ସରୁନି ପିଏଫ୍‌ ଆଞ୍ଚଳିକ କାର୍ଯ୍ୟାଳୟ କାମ

କେନ୍ଦୁଝର,୨୮ା୩ (ସ୍ବ.ପ୍ର.): ଦୀର୍ଘ ବର୍ଷ ହେଲା କେନ୍ଦୁଝର କର୍ମଚାରୀ ଭବିଷ୍ୟନିଧି ସଂଗଠନ କ୍ଷେତ୍ରୀୟ କାର୍ଯ୍ୟାଳୟ ଭଡ଼ା ଘରେ ଚାଲି ଆସୁଛି। ଏହାର ନିଜସ୍ବ ନୂତନ ବିଲ୍ଡିଂ ଘୁଟୁରୁଠାରେ ନିର୍ମାଣ ହୋଇଥିଲେ ହେଁ ଅଫିସ ସ୍ଥାନାନ୍ତରଣ ହେଉ ନ ଥିବାରୁ କୋଟିରୁ ଊର୍ଦ୍ଧ୍ୱ…

୪୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ

କେନ୍ଦୁଝର,୨୮ା୩(ସ୍ବ.ପ୍ର.): କେନ୍ଦୁଝରସ୍ଥିତ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗତ ୩ ଦିନ ଧରି ଚଢ଼ାଉ କରି ଜିଲାର ବିଭିନ୍ନ ସ୍ଥାନରେ ୪୩ ଜଣ ଲୋକଙ୍କ ଡ୍ରାଇଭିଂ ଲାଇସେନ୍ସକୁ ବାତିଲ କରାଯାଇଛି। ଯେଉଁମାନେ ମଦ୍ୟପାନ କରି ଗାଡ଼ି ଚଳାଉଛନ୍ତି ସେମାନଙ୍କ ଲାଇସେନ୍ସ ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?