ଆମ ଜିଲା ଖବର

ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍‌

ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା ବେଳେ ଏକ ଇଲେକ୍ଟ୍ରୋନିକ ଡିଭାଇସ ଝୁଲି ରହିଛି। ଏହାକୁ ଦେଖି ସମ୍ପୃକ୍ତ ଅଞ୍ଚଳରେ ଭୟର…

‘ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମନୋନୀତ କରିଛନ୍ତି’

ବଲାଙ୍ଗୀର ଅଫିସ, ୨୮ା୩:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ମନୋନୀତ କରିଛନ୍ତି। ସୂଚନା ଅଧିକାର ଆଇନ ଯୋଗେ ଓଡ଼ିଶା ହାଇକୋର୍ଟଙ୍କ ଜନସୂଚନା ଅଧିକାରୀ ତଥା ଆଡିସନାଲ…

ମୃତ ଆଲବମ୍‌ ଅଭିନେତ୍ରୀଙ୍କ ଚକ୍ଷୁଦାନ କଲେ ପରିବାର ଲୋକେ

ବଲାଙ୍ଗୀର ଅଫିସ, ୨୮ା୩:ମୋ ଝିଅ ତ ଚାଲିଗଲା, ହେଲେ ତା’ ଆଖିରେ ଆଉ କେହି ଜଣେ ଦୁନିଆ ଦେଖୁ। ତେଣୁ ତା’ର ଦୁଇଆଖିକୁ ଦାନକରିଦେଲି। ଏହିଭଳି କହିଛନ୍ତି ମୃତ ଆଲବମ୍‌ ଅଭିନେତ୍ରୀ ରୁଚିସ୍ମିତା ଗୁରୁ(୨୬)ଙ୍କ ବାପା ପ୍ରଦୀପ କୁମାର ଗୁରୁ। ରବିବାର…

ଦେବୀ ନଦୀରେ ବୁଡ଼ିଗଲେ: ୩ ସାଙ୍ଗ ୨ ମୃତ, ଜଣେ ନିଖୋଜ

ବାଲିକୁଦା,୨୮ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ମାଛଗଁା ଦେବୀ ନଦୀ କୂଳରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ଏହି ନଦୀକୁ ଗାଧୋଇବାକୁ ଆସିଥିବା ୪ ସାଙ୍ଗଙ୍କ ମଧ୍ୟରୁ ୩ ଜଣ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ…

ସାର୍ଟିଫିକେଟ୍‌ ପାଇଁ ୫୦ ହଜାରରୁ ୫ ଲକ୍ଷ

ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ ବିଛେଇ ହୋଇଥିବା ଆନ୍ତଃ ରାଜ୍ୟ ଜାଲ୍‌ ସାର୍ଟିଫିକେଟ୍‌ ର଼୍ୟାକେଟ୍‌ର ପର୍ଦ୍ଦାଫାଶ ହୋଇଛି। ସାର୍ଟିଫିକେଟ୍‌ ପିଛା…

ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ…

ଡିଭାଇଡର ଉପରେ ଚଢିଗଲା ମାଲବାହୀ ଟ୍ରକ୍‌

ହିଞ୍ଜିଳିକାଟୁ, ୨୭।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବଇଁଚବଣିଆ ଛକ ଏନ୍‌ଏଚଥ ନଂ- ୫୯ ଉପରେ ଏକ ପଥର ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢିଯାଇଛି। ଡ୍ରାଇଭର ଆହତ ହୋଇଥିବା ବେଳେ ଟ୍ରକ୍‌ ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ପ୍ରକାଶ ଯେ, ଟ୍ରକ୍‌ଟି…

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ: ସଙ୍କଟରେ ବୋଇତବାଙ୍କ ଗାଁ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ ବୋଇତବାଙ୍କ…

ରେଳଧାରଣା ପାର ବେଳେ ଅଘଟଣ

ବ୍ରହ୍ମପୁର ଅଫିସ,୨୭ା୩: ରେଳଧାରଣା ପାର ବେଳେ ଘଟିଛି ଅଘଟଣ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ…

ତାଲାବନ୍ଦ ଘରେ ନିଆଁ ଲାଗି ଜଳିଗଲା କାଠ ସାମଗ୍ରୀ

ବ୍ରହ୍ମପୁର ଅଫିସ,୨୭ା୩: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଟାଟାବେଞ୍ଜ୍‌ ଛକରେ ଥିବା ଏକ ତାଲାବନ୍ଦ ଘରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଘର ଭିତରେ ଥିବା ଲକ୍ଷାଧିକ ଟଙ୍କାର କାଠ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ପ୍ରାଥମିକ ଅନୁସନ୍ଧାନରୁ ଉକ୍ତ…

ମାଓବାଦୀ ଆକ୍ରମଣ ମାମଲା : ସବ୍ୟସାଚୀ ନିର୍ଦ୍ଦୋଷରେ ଖଲାସ

ନୟାଗଡ଼ ଅଫିସ,୨୭।୩ : ନୟାଗଡ ରିଜର୍ଭ ଅଫିସରେ ୨୦୧୫ରେ ହୋଇଥିବା ମାଓବାଦୀ ଆକ୍ରମଣ ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଜିଲା ଓ ଦୌରାଜଜ ଏହି ମାମଲାର ବିଚାର କରି ସବ୍ୟସାଚୀ ପଣ୍ଡାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀ ପଣ୍ଡାଙ୍କ…

ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ-ଗଞ୍ଜାମ ଜିଲା ସୀମାନ୍ତ ଏହି ଗ୍ରାମରେ ସରକାରଙ୍କ ସବୁ ଯୋଜନା ଅପହଞ୍ଚ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?