ଆମ ଜିଲା ଖବର

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ ଦିବସ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଥିଲା। ଏହି ପରିପ୍ରେକ୍ଷୀରେ…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ସେ ଶେଷନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି। ନିଜ ପରିବାର…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ ହୋଇଥିବା ହେତୁ ଆଜି ପ୍ରବଳ ଜନଗହଳି ପରିଲିକ୍ଷିତ ହୋଇଥିଲା। ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟଅତିଥି…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଥିଲା। ଛତ୍ରପୁର ଠାକୁରାଣୀ ଯାତ୍ରା ପରେ ଏହି ମହୋତ୍ସବ ହୋଇଥିତ୍ଲା l…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ କୌଣସି ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏଥିରେ ପ୍ରଭାବିତ ଲୋକଙ୍କ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସମସ୍ୟା ଅସମାହିତ ହୋଇ ରହିଛି। ଜିଲାର ଅନେକ ଚାଷୀଙ୍କ କ୍ଷେତ୍ରରେ ଟୋକନ ପ୍ରମୁଖ…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ କିନ୍ତୁ ଗୋଟିଏ ଦନ୍ତା ଫେରି ତାଣ୍ଡବ ରଚିଥିବା ଜଣାପଡିଛି l ଆଜି ସକାଳେ…

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର ଗାଡ଼ି ଚାଳକ ପ୍ରଦୀପ ମହାନ୍ତି(୩୧) ଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି’ ଏବଂ ‘ମା’, ମାଟି, ମାଳି ସୁରକ୍ଷା ମଞ୍ଚ’ ପକ୍ଷରୁ ଏକ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି କରି ପାରି ନଥିଲେ । ଏଭଳିକି ଚିନ୍ତାରେ ପଡ଼ି ତାଲମେଣ୍ଡା ଗ୍ରାମର ଜଣେ…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ର ବିଭିନ୍ନ ନେତାଙ୍କୁ ପୃଥକ ପୃଥକ ଭାବେ ଭେଟି…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡର ରାଜ ଡେଭିସ (୨୮ )। ସକାଳେ ପୋଲିସ ଅଧିକାରୀ ଶ୍ରୀରାଜ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?