ଆମ ଜିଲା ଖବର

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇକିଆ, ୨୭।୩(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଦାଗଡି ନିକଟରେ ସୋମବାର ଏକ ଗଛରୁ ଜଣେ ଯୁବକଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ରାଇକିଆ ଚୁନପଲ୍ଲୀ ଅଞ୍ଚଳର ଅରବିନ୍ଦ ଦଳ ବେହେରା। ସୂଚନାଯୋଗ୍ୟ, ଅରବିନ୍ଦ ରବିବାର ସନ୍ଧ୍ୟାରୁ…

ବାଲିଗୁଡ଼ା ଦଣ୍ଡଯାତ୍ରା ଚୂଡ଼ାନ୍ତ: ଆକର୍ଷିତ କରିବ ତେରଦଣ୍ଡ ମହାମିଳନ

ବାଲିଗୁଡ଼ା,୨୭।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ାରେ ମାର୍ଚ୍ଚ ୩୧ରୁ ଏପ୍ରିଲ ୧୪ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ବର୍ଷ ପୂର୍ତ୍ତି…

ବିଧାନସଭାରେ ଉଠିଲା ହୁମ୍ମା ଲବଣ ଉତ୍ପାଦନ ପ୍ରସଙ୍ଗ

ଗଞ୍ଜାମ,୨୭।୩:(ଡି.ଏନ୍‌.ଏ.): ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନ ସଭାରେ ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଗଞ୍ଜାମ ବ୍ଲକରେ ଥିବା ହୁମ୍ମା ଲବଣ କ୍ଷେତ୍ର ସମ୍ପର୍କରେ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଉକ୍ତ ଲବଣ ଚାଷଜମିକୁ ରାଜ୍ୟ ସରକାରଙ୍କ ମାଲିକାନାକୁ…

ନକଲି ସାର୍ଟିଫିକେଟ ମାମଲା: ୧୯ଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କିଛି ପ୍ରାର୍ଥୀଙ୍କ ଜାଲ ସାର୍ଟିଫିକେଟ ଧରାପଡିବା ପରେ ବଲାଙ୍ଗୀର ପୋଲିସ ସ୍ଥାନୀୟ ମିଶନ ପଡ଼ିଆ ସମ୍ମୁଖ ରିଲାଏନ୍ସ ଏଜୁକେଶନ କମ୍ପ୍ଳେକ୍ସରେ ଚଢାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ…

୩ କୋଟି ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୨୭ା୩(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା ପୋଲିସକୁ ଗଞ୍ଜେଇ ଚଢ଼ାଉରେ ସଫଳତା ମିଳିଛି। ମାଲକାନଗରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ ଥ୍ରୀ (dyke-3) ଜଙ୍ଗଲରେ ଚଢ଼ାଉ କରି ୧୩୨ ଜରି ବସ୍ତା ଅର୍ଥାତ୍‌ ୩ ଟନ୍‌ ୩୦୦ କେଜି ଗଞ୍ଜେଇ ଜବତ ହୋଇଛି। ଯାହାର…

ସୀମାନ୍ତରେ ପୁଣି ଲାଲ୍‌ ଆତଙ୍କ: ଜଣେ ଯବାନ ଶହୀଦ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ.): ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀଙ୍କ ତାଣ୍ଡବଲୀଳା ଦେଖିବାକୁ ମିଳିଛି । ବିଜାପୁର ଅଞ୍ଚଳ ମିରତୁର ଥାନା ଅନ୍ତର୍ଗତ ତିମେନାରରେ ଆଇଇଡି ବ୍ଲାଷ୍ଟ ଯୋଗୁ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁଯାୟୀ, ତିମେନାର ଅଞ୍ଚଳରେ ଚାଲିଥିବା ରାସ୍ତା କାମକୁ ସୁରକ୍ଷା ଦେବା…

ଗାଁ ଭିତରେ ପଶି ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ଭାଲୁ

ପାଟଣା,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍‌ ଖିଲାରୀ ପାଟନୂଆଗାଁରେ ସୋମବାର ଏକ ବଣୁଆ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିମାନେ ହେଲେ ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ ନୂଆଗାଁର ବୀବବଲ…

୧୩ ଜିଲାକୁ କାଳବୈଶାଖୀ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ…

କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି

ଦଶପଲ୍ଲା,୨୭ା୩ (ଡି.ଏନ.ଏ.): ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ପଞ୍ଚାୟତର ସାରେଣୀ ଗଣ୍ଡା ଗାଁରେ ଗତ ୨୧ ତାରିଖରେ ଝଡ ତୋଫାନ ହୋଇ ଗାଁର ପ୍ରକାଶ କୁମାର ଜାନୀଙ୍କ ଘର ଛପର ଉଡାଇ ଦେଇଥିଲା। ସେ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ…

ରାଶନ ଯୋଗାଇଦେବାକୁ ଯୋଗାଣ ନିରୀକ୍ଷକଙ୍କ ନିର୍ଦ୍ଦେଶ

ନୂଆଗାଁ,୨୭ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବେରୁହାଁବାରି ଗ୍ରାମର ବାସନ୍ତୀ ନାୟକ ୬ ମାସ ହେଲା ରାଶନ ସାମଗ୍ରୀ ପାଉ ନ ଥିଲେ। ଏ ନେଇ ଶୁକ୍ରବାର ନୂଆଗାଁ ଯୋଗାଣ ନିରୀକ୍ଷକଙ୍କୁ ଭେଟି ବାସନ୍ତୀ ଓ ଭିନ୍ନକ୍ଷମ ଝିଅ ଅଭିଯୋଗ…

ନିଯୁକ୍ତି ଦାବିରେ ଧାରଣାରେ ବସିଲେ ସ୍ଥାନୀୟ ଲୋକେ

ଜେନାପୁର,୨୭ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟସ୍ଥ ଏଭର ସଣ୍ଡାଇ ନାମକ କମ୍ପାନୀ ରହିଥିବା ବେଳେ ସ୍ଥାନୀୟ ଲୋକମାନଙ୍କୁ ନିଯୁକ୍ତି ନ ମିଳିବାରୁ ଅସନ୍ତୋଷ ପ୍ରକାଶ ପାଇଛି।…

ଭଦ୍ରକରୁ ନୟାଗଡ଼ ଚାଲିବ ମେମୁ ଟ୍ରେନ୍‌

ନୟାଗଡ଼ ଅଫିସ,୨୭।୩: ନୟାଗଡ଼ରୁ ଭଦ୍ରକ ଚାଲିବ ମେମୁ ଟ୍ରେନ୍‌। ଏପରି ସୂଚନା ଆସିଛି ଭଦ୍ରକର ପୂର୍ବତନ ବିଧାୟକ ନରେନ୍ଦ୍ର ପଲେଇଙ୍କ ପାଖକୁ। ରେଳ ବିଭାଗ ପକ୍ଷରୁ ଆସିଥିବା ଏହି ସୂଚନା ଅନୁସାରେ ଏପ୍ରିଲ ପ୍ରଥମ ସପ୍ତାହରୁ ରେଳ ଚଳାଚଳ ହେବ। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?