ବଢ଼ୁଛି ୨ ନଦୀବନ୍ଧ ବିସ୍ଥାପିତଙ୍କ ଦୁଃଖ
ନୟାଗଡ଼ ଅଫିସ,୨୮।୪: ନୟାଗଡ଼ ଜିଲାର ବିଭିନ୍ନ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ଥାନୀୟ ଆଦିବାସୀଙ୍କୁ ଲୋଭ ଦେଖାଇ ଭୋଗ ଦଖଲ ଜମିରେ କାଜୁ କର୍ପୋରେଶନ କାଜୁ ଗଛ ଲଗାଇଲେ। କାଜୁ ଗଛକୁ ଆଦିବାସୀଙ୍କ ଦ୍ୱାରା ରକ୍ଷଣାବେକ୍ଷଣ କରାଗଲା । ହେଲେ ଫଳ ଧରିବା…
ଭିଜିଲାନ୍ସ ଜାଲରେ ବିଇଓ
ପଟାମୁଣ୍ଡେଇ,୨୮।୪(ଡି.ଏନ୍.ଏ): ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ବ୍ଲକ ଶିକ୍ଷା ଅଧିକାରୀ । ଧରାପଡିଥିବା ବ୍ଲକ ଶିକ୍ଷା ଅଧିକାରୀ ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ମାନସ ଧଳ । ଏରିଅର ଟଙ୍କା କରାଇଦେବାକୁ ଶିକ୍ଷକଙ୍କଠାରୁ ସେ ୧୦…
ବିନା ପରିବେଶ ମଞ୍ଜୁରୀରେ ଖଣି ଖନନ ଅଭିଯୋଗ
ଛତ୍ରପୁର,୨୮ା୪(ଡି.ଏନ୍.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ଛତ୍ରପୁର ଠାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି ଯେ, କାରଖାନା ପକ୍ଷରୁ…
ବ୍ୟାଙ୍କ ଆକାଉଣ୍ଟକୁ ଆସୁନି ଭତ୍ତା ଟଙ୍କା, ହିତାଧିକାରୀ ହଟହଟା
ନାଉଗାଁ,୨୮।୪(ସ୍ବ.ପ୍ର.): ଭତ୍ତା ଟଙ୍କା ପ୍ରଦାନରେ ସ୍ବଚ୍ଛତା ଆଣିବା ପାଇଁ ସରକାରଙ୍କ ପକ୍ଷରୁ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଭତ୍ତା ଟଙ୍କା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଫଳରେ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇବା ପାଇଁ ବ୍ୟାଙ୍କ ଆକାଉଣ୍ଟ ଦେବା ବାଧ୍ୟତାମୂଳକ କରାଯାଇଛି। ଏଥିସହ…
ଡଙ୍ଗାବୁଡ଼ି ଘଟଣାରୁ ମିଳୁନାହିଁ ଶିକ୍ଷା
କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ଏକମାଣିଆ କେରଡାଗଡ଼ ବ୍ରାହ୍ମଣୀ ଫେରିଘାଟରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଇଥିବା ଭୁଟୁଭୁଟି ଗୁରୁବାର ବୁଡ଼ିଗଲା। ଏହି ଦୁର୍ଘଟଣାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ନାଉରିଆ ନିଖୋଜ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…
ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି
ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ…
ଡ୍ରେନ୍ ସଫେଇରେ ଦୁର୍ନୀତି ଅଭିଯୋଗ
ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ସୟଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ଡ୍ରେନ୍ ସଫେଇରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବ୍ଲକ୍ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ, ସୟଦପୁର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିବଦ୍ଧତା ଅନୁଯାୟୀ ପଞ୍ଚାୟତର ବିଭିନ୍ନ ଡ୍ରେନ୍ ସଫେଇ ପାଇଁ…
ଜାଲ୍ ସାର୍ଟିଫିକେଟରେ ଚାକିରି: ଶିକ୍ଷୟିତ୍ରୀଙ୍କ ବିରୋଧରେ ଏତଲା ଦେଲେ ବିଇଓ
ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ରଇପୁର ପଞ୍ଚାୟତ ପାଥପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡ଼ିବା ପରେ ତାଙ୍କ ନାମରେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ସବିତା ସାହୁ ବଡ଼ଚଣା ଥାନାରେ ଏତଲା ଦେଇଛନ୍ତି। ସୂଚନା…
ଅସଲି ଟ୍ରାନ୍ଜିଟ୍ ପାସ୍ ଖୋଜୁଛି ନିର୍ମାଣ ବିଭାଗ
ଯାଜପୁର ଅଫିସ,୨୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରୁ ଯୋଗାଣ ହୋଇଥିବା ପଥର ସାମଗ୍ରୀର ୱାଇ ଫର୍ମ ବା ଟ୍ରାନ୍ଜିଟ୍ ପାସ୍(ଟିିପି)ର ଅସଲି ତଥା ଯର୍ଥାଥତା ଖୋଜୁଛି କେନ୍ଦୁଝର ଗ୍ରାମ୍ୟ ନିର୍ମାଣ ଡିଭିଜନ। ପ୍ରାୟ ୪ ବର୍ଷ ହେବ କେନ୍ଦୁଝର ଗ୍ରାମ୍ୟ…
ଦାବି ଶୁଣିଲନି, ନୂଆ ଜିଲା ଦିଅ
ଯାଜପୁର ଅଫିସ,୨୮ା୪: ବ୍ୟାସନଗର ନାଗରିକ କମିଟି ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୫ ଦଫା ଦାବି ନେଇ ବିଭିନ୍ନ ସମୟରେ ଆନ୍ଦୋଳନ, ବନ୍ଦ ଆଦି ପାଳନ କରାଯାଉଛି। ଏହି ଆନ୍ଦୋଳନକୁ ଜିଲାର ବହୁ ସଙ୍ଗଠନ ଏବଂ ରାଜନୈତିକ ଦଳଗୁଡିକ ପ୍ରତ୍ୟକ୍ଷ…
ମହ୍ଲାରଙ୍କ ଭାଗ୍ୟ ବଦଳୁନାହିଁ
କାଳିଆପାଣି,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ ଅଧୀନ କାଳିଆପାଣି ଖଣି ଅଞ୍ଚଳ କଅଁସ ପଞ୍ଚାୟତ ବିଟସାହି ଉପରମୁଣ୍ଡ ବୁଦୁବୁଦିଆ ଜଙ୍ଗଲ କଡ଼ରେ ଚାଳଛପର, ଛିଣ୍ଡା ଜରିପାଲରେ ଝୁମ୍ପୁଡ଼ି କରି ବସବାସ କରୁଛନ୍ତି ମହ୍ଲାର ସମ୍ପ୍ରଦାୟ। ହେଲେ ସେମାନଙ୍କ ଭାଗ୍ୟ ବଦଳୁନାହିଁ। ସେମାନଙ୍କ…
ଭିନ୍ନ ରୂପ ନେଲା ଆବାସ ଚୋରି ଘଟଣା: ୪ ହିତାଧିକାରୀଙ୍କ ନାଁରେ ଥାନାରେ ଅଭିଯୋଗ
ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ କଏଣା-ରଘୁନାଥପୁର ପଞ୍ଚାୟତରେ ଆବାସ ଚୋରି ଘଟଣା ଭିନ୍ନରୂପ ନେଇଛି। ଆବାସ ପାଇଥିବା ୪ ହିତାଧିକାରୀଙ୍କ ନାଁରେ ବିଡିଓ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିବାବେଳେ ହିତାଧିକାରୀମାନେ ବିଜେଡିର ପଞ୍ଚାୟତ ସଭାପତିଙ୍କ ନାଁରେ ପୃଥକ୍ଭାବେ ୩ଟି…

