ଆମ ଜିଲା ଖବର

ଇନ୍ଦୁପୁର ବାରୁଣୀ ଯାତ୍ରା ଉଦ୍‌ଯାପିତ

ଡେରାବିଶ,୨୬।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଇନ୍ଦୁପୁର ବାରୁଣୀ ଯାତ୍ରା ଶନିବାର ଶେଷ ହୋଇଛି ା ବିରୁପା ନଦୀ କୂଳରେ ଥିବା ମା’ଚଣ୍ଡୀଙ୍କ ପୀଠରେ ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ୭ଦିନ ଧରି ଚାଲିଥିଲା ା କେନ୍ଦ୍ରାପଡ଼ା ଜିଲା…

ସଙ୍କଟରେ କୁମ୍ଭକାରଙ୍କ କୌଳିକ ବୃତ୍ତି

ପଟ୍ଟାମୁଣ୍ଡାଇ,୨୬।୩(ସ୍ବ.ପ୍ର.): ଖରାଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜାପଡ଼େ ହାଣ୍ଡି, ମାଠିଆ, କଳସି। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କ ମନେପଡ଼େ। ଏବେ ପ୍ଲାଷ୍ଟିକ, ଷ୍ଟିଲ୍‌, ସିଲ୍‌ଭର ବାସନର ଚାହିଦା ବଢ଼ିଛି। ଏଥିପାଇଁ କୁମ୍ଭାରଙ୍କ ବେଉସା ବୁଡିଯିବାକୁ ବସିଛି ା ଏହାପରେ…

କେନାଲ ଜଳସେଚନ କାଗଜପତ୍ରରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୨୬।୩: କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। କୃଷିକୁ ୬୯ ପ୍ରତିଶତ ପରିବାର ଜୀବିକା କରିଛନ୍ତି। ହେଲେ ଜିଲାରେ କେନାଲ ଜଳସେଚିତ ଅଞ୍ଚଳ ଭାବେ ଯାହା କାଗଜପତ୍ରରେ ଦେଖାଯାଉଛି, ତାହା ବାସ୍ତବିକ ସତ୍ୟ ନୁହେଁ ବୋଲି ରାଜସ୍ବ ବୈଠକରେ ବହୁବାର…

ଶିକ୍ଷକଙ୍କ ଗ୍ରେଡେସନ ତାଲିକାରେ ତାଳ ମେଳ ରହୁନି

ନାଉଗାଁ,୨୬।୩(ସ୍ବ.ପ୍ର): ଶିକ୍ଷକମାନଙ୍କର ପଦୋନ୍ନତି ପାଇଁ ପ୍ରତିବର୍ଷ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କର ଗ୍ରେଡେଶନ ତାଲିକା ପ୍ରସ୍ତୁତ କରାଯାଇଥାଏ। ଏହି ଗ୍ରେଡେଶନ ତାଲିକା ଜିଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇ ଶିକ୍ଷା ବିଭାଗକୁ ପ୍ରଦାନ କରାଯାଇଥାଏ। କିନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲା ଗସ୍ତ ଆଜି

ଛତ୍ରପୁର,୨୬।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀ ହିଞ୍ଜିଳି, କବିସୂର୍ଯ୍ୟନଗର ଓ ଛତ୍ରପୁରରେ ସାଧାରଣ ସଭାରେ ଉଦବୋଧନ ଦେବା ସହ…

ଅଭିନେତା ଶ୍ରୀତମ ଦାସଙ୍କ ମାତୃ ବିୟୋଗ

କଟକ ଅଫିସ,୨୬।୩: ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ ଶ୍ରୀତମ୍‌ ଦାସଙ୍କ ମା’ ସଂଯୁକ୍ତା ଦାସ(୭୪)ଙ୍କର ଶନିବାର ଅପରାହ୍ନ ପ୍ରାୟ ୫ଟା ୧୦ ମିନିଟ୍‌ରେ କଟକ କନିକା ଛକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଶ୍ରୀତମ୍‌ ସୂଚନା ଦେଇଛନ୍ତି। ମୃତ୍ୟୁଶଯ୍ୟା…

ଯବାନ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୬।୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ବହୁପରିମାଣର ବିସ୍ଫୋରକ ସାମଗ୍ରୀ ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି, ନାରାୟଣପୁର ଜିଲା କାଡେମେଟାରୁସ୍ଥିତ ଆଇଟିବିପି ଓ ଡିଆର୍‌ଜି ଯବାନମାନେ ମାଓବାଦୀ ଦମନ ଲାଗି ମିଳିତ…

ନିର୍ଦ୍ଦିଷ୍ଟ ସମୟରେ ସୂଚନା ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୬।୩: ସୂଚନା ଅଧିକାର ଆଇନ (ଆର୍‌ଟିଆଇ)ରେ ମିଳୁନି ଜେଲ ସୂଚନା ପ୍ରସଙ୍ଗରେ ରାଜ୍ୟ ଗୃହ ବିଭାଗର ଜନସୂଚନା ଅଧିକାରୀଙ୍କ ଚିଠି ଆଧାରରେ ଜେଲ ନିର୍ଦ୍ଦେଶାଳୟର ପ୍ରଶାସନିକ ଅଧିକାରୀ ତଥା ପିଆଇଓ (ଜନ ସୂଚନା ଅଧିକାରୀ) ତତ୍ପରତା ଦେଖାଇଛନ୍ତି। ଆବେଦନକାରୀ ଡ.…

ସାପକାମୁଡ଼ା ପରେ ବି ପରୀକ୍ଷା ଦେବାକୁ ଗଲେ ଛାତ୍ରୀ

ଆନନ୍ଦପୁର, ୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟର ଜଣେ ଯୁକ୍ତ ୨ ଛାତ୍ରୀ ସାପ କାମୁଡ଼ାର ଶିକାର ହେବା ପରେ ମଧ୍ୟ ପରୀକ୍ଷା ଦେବାକୁ କେନ୍ଦ୍ରକୁ ଯିବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ସେ ପରୀକ୍ଷା ହଲ୍‌ ନିକଟରେ ଅସୁସ୍ଥ ହୋଇ…

ବାଲିଘାଟରେ ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୬।୩(ଡି.ଏନ୍‌.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁର ଗ୍ରାମର ଖରସ୍ରୋତା ନଦୀ ବାଲିଘାଟରୁ ବେଆଇନ ବାଲି ଚାଲାଣବେଳେ ଯାଜପୁର ଅତିରିକ୍ତ ତହସିଲଦାର ପ୍ରଗତିକା ଦାଶଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଛି। ବେଆଇନ ବାଲି ଚାଲାଣ ହେଉଥିବା ଖବର…

ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ

କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା ଏବଂ ବହିପତ୍ର ସରକାର ଯୋଗାଇ ଦେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ ଡ୍ରପଆଉଟ୍‌…

ଚଳନ୍ତା ଟ୍ରେନ୍‌ ତଳେ ସେଲ୍ଫି ଷ୍ଟଣ୍ଟ୍‌

ଭବାନୀପାଟଣା,୨୬।୩(ସ୍ବ.ପ୍ର.): ବିପଦପୂର୍ଣ୍ଣ ସେଲ୍ଫି ଉଠାଇବା ନିଶା ଯୁବପିଢ଼ିଙ୍କୁ ଘାରିଛି। ଏଥିରେ ଜୀବନହାନି ହେଉଥିବାର ଅନେକ ନଜିର ରହିଥିଲେ ମଧ୍ୟ ସେମାନଙ୍କ ଉପରେ ପ୍ରାୟତଃ ପ୍ରଭାବ ପଡ଼ୁନାହିଁ। ଏହା ଏକପ୍ରକାର ଟ୍ରେଣ୍ଡ ଓ ପ୍ରତିଯୋଗିତା ପାଲଟିଥିବା ମନେହେଉଛି। ସୋସିଆଲ ମିଡିଆରେ ସେଲ୍ଫି ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?