ଆମ ଜିଲା ଖବର

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର ବିଶ୍ବ ପରିବେଶ ଦିବସ ଅବସରରେ ଜଙ୍ଗଲ ,…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ଡେରାବିଶ ବ୍ଲକ ନିକିରାଇ ଥାନା ରାୟତୁଣ୍ଡ ଗାଁର ମୂଳ ବାସିନ୍ଦା ତଥା କେନ୍ଦ୍ରାପଡ଼ା…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ ସୁମିତ୍ରା। ଶାଶୁ ଘର ଲୋକେ ସୁମିତ୍ରା ଆତ୍ମହତ୍ୟା କରିଥିବା କହୁଥିବାବେଳେ ବାପଘର ଲୋକେ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ ଗୁରୁବାର ବୈତରଣୀ ନଦୀରେ ବୁଡ଼ି ପ୍ରାଣ ହରାଇଥିଲେ। ଶୁକ୍ରବାର ଆନନ୍ଦପୁର ନିର୍ବାଚନମଣ୍ଡଳୀର ବିଧାୟକ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ଶୁକ୍ରବାର ଆଇନଜୀବି ଜଣକ ତହସିଲ କାର୍ଯ୍ୟାଳୟର ତହସିଲଦାରଙ୍କ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ ଶ୍ରେଣୀରେ ୪୦ ପ୍ରତିଶତ ଏବଂ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡରେ ୯୭.୭୮ ପ୍ରତିଶତ ପାଶ କରିଛନ୍ତି।…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର ବ୍ରହ୍ମପୁର ଡିଏଫଓ ସନ୍ନି ଖୋକର୍‌ ପ୍ରଦାନ କରିଛନ୍ତି। ପରିବେଶ ସୁରକ୍ଷା ଏବଂ ବୃକ୍ଷରୋପଣ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ କରି ଅସନ୍ତୋଷ ପ୍ରକାଶ କରିଥିଲେ। ରୋଗୀଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର ନିର୍ମାଣ ହୋଇଥିବା ନେଇ ଜିଳାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯାଗ ପରେ ଜିଲାପାଳ…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର ଚଳିତ ବର୍ଷ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶ୍ୱ ପରିବେଶ ଦିବସ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ। ଦିନବେଳେ ତାପମାତ୍ରା ଅଧିକ ଥିବା ବେଳେ ଅନ୍ୟପଟେ ନିର୍ଦ୍ଧାରିତ ସମୟରୁ ଅଧିକ ସମୟ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ ଟାଟା ପାଓ୍ବାର ଅଫିସ ଘେରାଉ କରିଥିଲେ। ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?