ଆମ ଜିଲା ଖବର

ପ୍ରଣବଙ୍କୁ ଭେଟିଲେ କାଉନ୍‌ସିଲର

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ବିବାଦ ଓ ପୌରାଞ୍ଚଳର ବିକାଶଧାରାକୁ ସ୍ବାଭାବିକ କରିବା ଲକ୍ଷ୍ୟରେ ଶୁକ୍ରବାର କାଉନ୍‌ସିଲରମାନେ ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଭେଟି ଆଲୋଚନା କରିଛନ୍ତି। ଏଥି ସହିତ ଭୁବନେଶ୍ୱରଠାରେ ଘସିପୁରା ବିଧାୟକ…

ଯକ୍ଷ୍ମା ନିୟନ୍ତ୍ରଣରେ ମୟୂରଭଞ୍ଜ ରାଜ୍ୟରେ ଶ୍ରେଷ୍ଠ

ବାରିପଦା ଅଫିସ,୨୫ା୩: ବିଶ୍ବ ଯକ୍ଷ୍ମା ଦିବସରେ ମୟୂରଭଞ୍ଜ ଜିଲାକୁ ଶ୍ରେଷ୍ଠ ଯକ୍ଷ୍ମା ରୋଗ ମୁକ୍ତ ଜିଲା ଭାବେ ରାଜ୍ୟସ୍ତରରେ ପୁରସ୍କୃତ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରୂପଭାନୁ ମିଶ୍ରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଟୁଇଟରରେ ୨,୫୦୦ ସମସ୍ୟା ସମାଧାନ

ଭଦ୍ରକ ଅଫିସ,୨୫।୩: ଛାତ୍ର ଜୀବନରୁ ଅସହାୟ ଲୋକଙ୍କ ସମସ୍ୟା ସମ୍ପର୍କରେ ଟୁଇଟ୍‌ କରି ସରକାରଙ୍କ ପାଖରେ ପହଞ୍ଚାଇବା ଓ ସେମାନଙ୍କୁ ସାହାଯ୍ୟ କରିବା ତାଙ୍କର ଏକପ୍ରକାର ସେବା ପାଲଟି ଯାଇଛି। ଯେକୌଣସି ଲୋକଙ୍କ ସମସ୍ୟା ବିଭିନ୍ନ ଗଣମାଧ୍ୟମରୁ ଜାଣିବା ପରେ ତୁରନ୍ତ…

ନନ୍ଦନକାନନରେ ଧଳା ମୟୂରର ମୃତ୍ୟୁ

ବାରଙ୍ଗ,୨୪।୩(ଡି.ଏନ୍‌.ଏ.)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗୁରୁବାର ଏକ କୋକିଶିଆଳିର ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଏକ ଧଳାମୟୂର ମୃତ୍ୟୁ କରିଛି। ପ୍ରାୟ ୫ ବର୍ଷର ଏହି ଧଳାମୟୂରଟି ଗତଦୁଇଦିନ ହେବ ଅସୁସ୍ଥ ହେବା ସହ ଛୋଟେଇ ଛୋଟେଇ ଚାଲୁଥିଲା। ସେ ରହୁଥିବା ପକ୍ଷୀଶାଳାର…

ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ

ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍‌ ଚକ୍‌ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପ୍ରଶାସନ…

‘ଅଫିସ ବାହାରକୁ ଯାଉଛି ଫାଇଲ’

ଗଞ୍ଜାମ,୨୪ା୩(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସିର ଉନ୍ନୟନ କାର୍ଯ୍ୟ ଫାଇଲ ଅଫିସ ବାହାରକୁ ଯାଉଥିବା ନେଇ ଶୁକ୍ରବାର ଏନ୍‌ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକଙ୍କ ସମେତ ସମସ୍ତ ବିଜେଡି କାଉନସିଲର ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲାପାଳ ଏବଂ ଜିଲା ପ୍ରକଳ୍ପ ଅଧିକାରୀଙ୍କ…

ରାସ୍ତା ନିର୍ମାଣ କାର୍ଯ୍ୟରେ ଗଛ କାଟିବା ଘଟଣା : ୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ

ବାରିପଦା ଅଫିସ,୨୪ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ଘଟଣାରେ ୫ଜଣ ଗ୍ରାମବାସୀଙ୍କୁ ବାରିପଦା ବନ ବିଭାଗ ଶୁକ୍ରବାର…

ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମାରେ ୧୬ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଜିଲାରେ ଗତ କିଛିଦିନ ହେଲା ପୋଲିସ ପକ୍ଷରୁ ମାଓବାଦୀଙ୍କୁ ଘରକୁ ଫେରାଇ ଆଣିବା ଲାଗି ପୁନାନାର୍କମ୍‌ ତଥା ଘରକୁ ଫେର ଅଭିଯାନ ଚାଲିଛି। ଏହି ଅଭିଯାନରେ…

ଶିମିଳିପାଳରୁ ଶିକାରୀ ଗିରଫ

ବାରିପଦା ଅଫିସ,୨୪ା୩: ମୟୂରଭଞ୍ଜ ଶିମିଳିପାଳ ଅଭୟାରଣ୍ୟ ପିଠାବଟା ରେଞ୍ଜ ଅନ୍ତର୍ଗତ ପିଠାବଟା-୧ ବିଟ ଅଞ୍ଚଳରୁ ଜଣେ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ ଗୋବିନ୍ଦଚନ୍ଦ୍ରପୁର ଗ୍ରାମର ଲକ୍ଷ୍ମଣ ସିଂ। ସୂଚନା ଅନୁଯାୟୀ, ବନ ବିଭାଗ ପକ୍ଷରୁ ଗୁରୁବାର ବିଳମ୍ବିତ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ,୨୪।୩: ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ନାବାଳିକା ବଳାତ୍କାର ମାମଲାର ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ମାମଲାର ବିଚାର କରି ଅଭିଯୁକ୍ତ ଶମ୍ଭୁ ମହାରଣାଙ୍କୁ ୨୦ ବର୍ଷ ସଶ୍ରମ…

ଘରେ ପଶି ଟଙ୍କା,ଗହଣା ଲୁଟ୍‌

ରୂପ୍‌ସା,୨୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଆଙ୍କୋ ଗ୍ରାମର ରଘୁନାଥ ପାତ୍ରଙ୍କ ଘରୁ ଟଙ୍କା, ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୁତ୍ତ ଘରେ ପଶି ଏକ ବାକ୍ସକୁ ବାହାରକୁ ନେଇ ଚାବି ଭାଙ୍ଗିଦେଇଥିଲେ।…

ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ: ପ୍ରଶାସନ ସହାୟତାରେ ଫେରିଲା ମୃତଦେହ

ଦିଗପହଣ୍ଡି,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମର ଜିତେନ୍ଦ୍ର ଦଳାଇଙ୍କ ମୃତଦେହ ଗୁରୁବାର ଗୁଜୁରାଟ ସୁରଟରୁ ଗାଁ ରେ ପହଞ୍ଚିଛି। ସୁରଟ ସହରର ଏକ ସୂତାକଳରେ ସେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର ପ୍ରତିପୋଷଣ କରୁଥିଲେ। ଶନିବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?