ଆମ ଜିଲା ଖବର

ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ ଧ୍ବନିରେ ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଏହି ପର୍ବ ଚୈତ୍ର ପ୍ରତିପଦା ଠାରୁ…

ନାବାଳିକାଙ୍କୁ ବଳାତ୍କାର କରି ଜଣେ ଗିରଫ

ହିଞ୍ଜିଳିକାଟୁ,୨୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଘଟଣା ନେଇ ବୁଧବାର ହିଞ୍ଜିଳି ଥାନାରେ ନାବାଳିକାଙ୍କ ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଥାନାରେ ଏକ ବଳାତ୍କାର ମାମଲା ରୁଜୁ ହୋଇ ଉଭୟଙ୍କ…

ପରୀକ୍ଷା ପୂର୍ବରୁ ୟୁଟ୍ୟୁବ୍‌ରେ ପ୍ରଶ୍ନୋତ୍ତର

ବରଗଡ଼ ଅଫିସ୍‌,୨୨ା୩: ରାଜ୍ୟରେ ଗତ ୨୧ ତାରିଖରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ବାର୍ଷିକ ପରୀକ୍ଷା ଚାଲିଛି। ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ ଛାତ୍ରୀଛାତ୍ର ପରୀକ୍ଷା ଦିବସରେ ଯେଉଁ ବିଷୟ ଉପରେ ପରୀକ୍ଷା ଦେବେ,…

ବରଗଡ଼ ଗୁଳିକାଣ୍ଡ ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୨ା୩: ବରଗଡ଼ ସହରର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗତ ୯ ତାରିଖ ରାତିରେ ସଂଘଟିତ ଗୁଳିକାଣ୍ଡ, ଭୁଜାଲି ମାଡ଼ ଘଟଣାରେ ସମ୍ପୃକ୍ତ ଆଉ ୩ ଅଭିଯୁକ୍ତଙ୍କୁ ସ୍ଥାନୀୟ ଟାଉନ ଥାନା ପୋଲିସ ବୁଧବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,…

ଶୋଇଥିବା ବେଳେ ଘରେ ଲାଗିଲା ନିଆଁ, ପୋଡ଼ି ପାଉଁଶ ହୋଇଗଲା ଝିଅ ବାହାଘର ପାଇଁ ଥିବା ମୂଲ୍ୟବାନ ସାମଗ୍ରୀ

ସିଂହପୁର,୨୨ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ରାହସ ଗୁହାଳି ଗ୍ରାମର ସୁରେଶ ସାମଲ, ରାଜେନ୍ଦ୍ର ସାମଲ ଓ ସତ୍ୟବ୍ରତ ସାମଲଙ୍କ ଘରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ପରିବାର ଲୋକେ ଶୋଇଥିବା ବେଳେ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା। ରାଜ୍ୟ…

ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨୨ା୩(ସ୍ବ.ପ୍ର.): ସ୍ଥାନୀୟ ଜିଲା ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ବୁଧବାର ଏକ ହତ୍ୟା ଘଟଣାର ଶୁଣାଣି କରି ଜଣେ ସ୍ତ୍ରୀ ହନ୍ତା ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ…

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଠିକା କର୍ମଚାରୀ

କେନ୍ଦୁଝର,୨୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ହେଲା କାମ କରି ଆସୁଥିବା ୬୨ଜଣ ରୋଗୀ ସହାୟକ ସମେତ ବିଭିନ୍ନ ବିଭାଗରେ କାମ କରୁଥିବା ଠିକା କର୍ମଚାରୀ ପୁନଃ ନିଯୁକ୍ତି ଦାବିରେ ବୁଧବାର ସିଡିଏମଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଛାଡ଼ି ଦୁଇ ମାଫିଆ ଫେରାର

ବାଲିଗୁଡ଼ା,୨୨ା୩(ଡି.ଏନ୍‌.ଏ.): ଦିନକୁ ଦିନ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରୁ ବେଆଇନ ଗଞ୍ଜେଇ ଚୋରାଚାଲାଣ ବଢ଼ୁଥିବା ବେଳେ ଗଞ୍ଜେଇ ଚାଲାଣ ରୋକିବା ସହ ମାଫିଆଙ୍କୁ ଧରିବା ପାଇଁ ଜୋରଦାର ପ୍ରଚେଷ୍ଟା ଜାରି ରଖିଛି ପୋଲିସ। ବୁଧବାର ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର…

୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍‌: ୩ ମୃତ, ଜଣେ ଆହତ

ସୋନପୁର,୨୨ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା-ଡୁଙ୍ଗୁରିପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ୍‌ (ଏମ୍‌ଡିଆର)ର ଶରଧାପାଲି ଛକ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଲାଣି ରାସ୍ତାରେ ଏକ ଜାଇଲୋ ବିଦ୍ୟାଳୟ ଫାଟକ ପାର୍ଶ୍ୱରେ ଛିଡ଼ା ହୋଇଥିବା ଛାତ୍ରଙ୍କୁ ଧକ୍କା ଦେବାରୁ ୩…

ଗୁହାରି ଶୁଣିଲାନି ପ୍ରଶାସନ: ଶ୍ରମଦାନ କରି ଗ୍ରାମବାସୀ ଗାଁରେ ପହଞ୍ଚାଇଲେ ଝରଣା ପାଣି

କୋରାପୁଟ,୨୨ା୩(ସ୍ବ.ପ୍ର.): ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ବହୁ ସମୟରେ ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଗୁହାରି କରି ଆସୁଥିଲେ। ହେଲେ କେହି ତାଙ୍କ କଥାକୁ ଗୁରୁତ୍ୱ ନ ଦେବାରୁ ଗାଁଠାରୁ ଦୁଇ କିମି ଦୂର ପର୍ଯ୍ୟନ୍ତ ଶ୍ରମଦାନ…

ବିବାହ ମଣ୍ଡପରେ ବୁଲିଲା ବୁଲ୍‌ଡୋଜର

ବଲାଙ୍ଗୀର ଅଫିସ,୨୨ା୩: ବଲାଙ୍ଗୀର ସହର ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟସ୍ଥିତ ଆର୍ଯ୍ୟ ପ୍ୟାଲେସ ନାମକ ଏକ ବିବାହ ମଣ୍ଡପରେ ବୁଲ୍‌ଡୋଜର ବୁଲିଛି। ବୁଧବାର ବଲାଙ୍ଗୀର ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଜେସିବି ମେଶିନ ଧରି ଆର୍ଯ୍ୟ ପ୍ୟାଲେସରେ ପହଞ୍ଚି ଉଚ୍ଛେଦ ଅଭିଯାନ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?