ଆମ ଜିଲା ଖବର

ତାରାତାରିଣୀ କଲେଜର ସଫଳତା : ‘ଜାମ’ର ୧୬୧ ର଼୍ୟାଙ୍କରେ କଲ୍ୟାଣୀ ଶୁଭଶ୍ରୀ

ପୁରୁଷୋତ୍ତମପୁର, ୨୨/୩(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଯୁକ୍ତ ତିନି ପ୍ରାଣୀ ବିଜ୍ଞାନ ଶେଷ ବର୍ଷର ଛାତ୍ରୀ କଲ୍ୟାଣୀ ଶୁଭଶ୍ରୀ ତ୍ରିପାଠୀ ଜାମ ( ଯୁଗ୍ମ ପ୍ରବେଶିକା ପରିକ୍ଷା)ରେ ସର୍ବ ଭାରତୀୟ ସ୍ତରରେ ୧୬୧ ର଼୍ୟାଙ୍କରେ ରହି କଲେଜ ଲାଗି…

ସ୍ତ୍ରୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ସବ୍‌ଡେଗା,୨୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଡମକୁଡ଼ା ଗ୍ରାମର ଗାନ୍ଧୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀ ରେଶମା ଡନସନା(୨୦)ଙ୍କ ମୁହଁରେ ତକିଆ ପକାଇ ହତ୍ୟା କଲା ପରେ ସ୍ବାମୀ ହେମନ୍ତ ଡନସନା(୨୭) ଦୁଇଦିନ ପରେ ନିଜ ଘରେ ବେକରେ ଗାମୁଛା…

ସିଡିଏମ୍‌ଓ ଅଫିସ ଘେରିଲେ ଠିକା କର୍ମଚାରୀ

କେନ୍ଦୁଝର,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲାମୁଖ୍ୟ ଡାକ୍ତରଖାନାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ହେଲା କାମ କରି ଆସୁଥିବା ପ୍ରାୟ ୬୨ଜଣ ରୋଗୀ ସହାୟକ ସମେତ ବିଭିନ୍ନ ବିଭାଗରେ କାମ କରୁଥିବା ଠିକା କର୍ମଚାରୀ ପୁନଃ ନିଯୁକ୍ତି ଦାବିରେ ସିଡିଏମ୍‌ଓ ଅଫିସ ଆଗରେ ଧାରଣା ଦେଇଛନ୍ତି।…

ଏସ୍‌ପି ଅଫିସ ଆଗରେ ଧାରଣା

ଭଦ୍ରକ ଅଫିସ, ୨୨।୩: ଏକ ବାଇକ ଚୋରି ମାମଲାରେ ଭଦ୍ରକ ଚୂଡ଼ାମଣି ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଭଦ୍ରକ ଏସ୍‌ପି ଅଫିସ ଆଗରେ ଏକ ପରିବାର ଧାରଣାରେ ବସିଛନ୍ତି। ସୂଚନା ମୁତାବକ, ଥାନା ଅଧୀନ ଚୂଡ଼ାମଣି ଗ୍ରାମର ଅକ୍ଷୟ ମଳିକଙ୍କର ଏକ…

ଭଉଣୀଙ୍କୁ ପିଟିପିଟି ମାରିଦେଲେ ଭାଇ-ଭାଉଜ

ବାରିପଦା ଅଫିସ,୨୨।୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ପଞ୍ଚାୟତ ବେଗୁନିଆବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ଭଉଣୀଙ୍କୁ ପିଟିପିଟି ମାରି ଦେଇଛନ୍ତି ଭାଇ ଓ ଭାଉଜ । ଖବରପାଇ ବାଙ୍ଗିରିପୋଷି…

ଟଙ୍କା ପୈଠ କଲେ, ଖୋଳାଯାଉନି ଗଭୀର ନଳକୂପ

ବରଗଡ଼ ଅଫିସ୍‌,୨୨ା୩: ଅଣଜଳସେଚିତ ଅଞ୍ଚଳର ଜମିକୁ ପାଣି ମଡ଼ାଇ ଚାଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ରିହାତିରେ ଗଭୀର ନଳକୂପ ଖନନ ଯୋଜନା ହାତକୁ ନେଇଛନ୍ତି। ମାତ୍ର ଉଠାଜଳସେଚନ ବିଭାଗର ଅପାରଗତା ଯୋଗୁ ଏହି ଯୋଜନା ବାଟବଣା ହୋଇପଡ଼ିଛି। ଚାଷୀମାନେ ଆବଶ୍ୟକମତେ…

ସରକାରୀ ଯୋଜନାରେ ସାମିଲ କରିବ ‘ଆସ ଖୋଜିବା’

ନବରଙ୍ଗପୁର, ୨୨।୩(ବି.ପ୍ର.): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଜିଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ…

ଭୁଶୁଡ଼ିବାରେ ଲାଗିଛି ଆୟୁର୍ବେଦ ଚିକିତ୍ସା ଭିତ୍ତିଭୂମି

ସୁନାବେଡ଼ା/ସେମିଳିଗୁଡ଼ା, ନନ୍ଦପୁର, ୨୨।୩(ସ୍ବ.ପ୍ର./ଡି.ଏନ୍‌.ଏ.): ଦିନ ଥିଲା ଆୟୁର୍ବେଦ ଚିକିତ୍ସାକୁ ଅଧିକ ପ୍ରାଧାନ୍ୟ ମିଳୁଥିଲା। ଏବେ ଏଲୋପାଥି ଯୁଗରେ ଆୟୁର୍ବେଦ ଚିକିତ୍ସା ନିଜର ସ୍ଥିତି ହରାଇବାକୁ ବସିଲାଣି। ସରକାର ଆୟୁର୍ବେଦ ଚିକିତ୍ସାଳୟ ଖୋଲିଛନ୍ତି ସତ ମାତ୍ର ଏହାର ଭିତ୍ତିିଭୂମିର ଉନ୍ନତି, ଡାକ୍ତର, କର୍ମଚାରୀ…

ଗରୁଡ଼ବନ୍ଦୀକୁ ଫେରିଲା ଶାନ୍ତି

ଭୁବନ, ୨୨।୩(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ବାଲିବୋ ପଞ୍ଚାୟତର ଗରୁଡ଼ବନ୍ଦୀ ଗ୍ରାମରେ ଲାଗି ରହିଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ହୋଇଛି। ପ୍ରଶାସନିକ ହସ୍ତକ୍ଷେପ ପରେ ଦୁଇ ଗୋଷ୍ଠୀ ଭାଇଚାରା ମଧ୍ୟରେ ଏକାଠି ଚଳିବାକୁ ସହମତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ପ୍ରାୟ…

ଭଡ଼ାଘର ପାଲଟୁଛି ଅପରାଧୀଙ୍କ ଆଡ୍ଡ଼ାସ୍ଥଳ

ବ୍ରହ୍ମପୁର ଅଫିସ,୨୨।୩: ବ୍ରହ୍ମପୁର ସହରରେ ଭଡ଼ା ଘରେ ବିଭିନ୍ନ ପ୍ରକାର ଅପରାଧ ଘଟିବା ସହ ଚୋରା ମଦ, ଗଞ୍ଜେଇ ଓ ଗୁଟ୍‌ଖା ଆଦି କାରବାର ଓ ଅନୈତିକ କାର୍ଯ୍ୟ ହେଉଛି। ଭଡା ଦେଉଥିବା ମାଲିକମାନେ ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ଠିକ୍‌…

ଆୟୁଷ ଡାକ୍ତରଙ୍କୁ ଡିପିଏମ୍‌ଙ୍କ ଦୁର୍ବ୍ୟବହାର

ଫୁଲବାଣୀ ଅଫିସ, ୨୨।୩: ନବ ନିଯୁକ୍ତ ଆୟୁଷ ଷାକ୍ତରମାନଙ୍କୁ ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌)ର ଜିଲା ପ୍ରୋଗ୍ରାମ ମ୍ୟାନେଜର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ଆୟୁଷ ଡାକ୍ତରମାନେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲାପାଳ, ରାଜ୍ୟ ସ୍ବାସ୍ଥ୍ୟ ଏବଂ…

ହାତୀ ମୃତ୍ୟୁ ଚିନ୍ତାଜନକ

ଭଞ୍ଜନଗର,୨୨।୩(ଡି.ଏନ.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବିଶ୍ୱ ବନ ଦିବସ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ପାଳିତ ହୋଇଯାଇଛି । ଏଥିରେ ଡ଼ିଏଫଓ ସୁଦର୍ଶନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଗତ କିଛିବର୍ଷ ହେବ ରାଜ୍ୟରେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?