ଆମ ଜିଲା ଖବର

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ ପେତପଡ଼ା ନ ମାଣିଆ ଭେଡ଼ାରେ ଗୌରାଙ୍ଗଙ୍କ ମୃତଦେହ ପଡ଼ିଥିବା ନେଇ ଜଣାପଡ଼ିବା ପରେ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିବା ୨ ନେତାଙ୍କ ନିଲମ୍ବନକୁ ତୀବ୍ର…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ ଓରଫ ମୁନା। ଅଭିଯୋଗ ମୁତାବକ, ମହିଳା ଜଣକ ସ୍ବାମୀଙ୍କ ମଦ ନିଶା ଛଡ଼ାଇବା…

ସ୍ବତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସ୍ବତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା କରିବା ସହ ଅଟକ ରଖିଥିଲେ ଗ୍ରାମବାସୀ। ବେଗେନା ଗ୍ରାମର ଲୋକମାନେ ସଂଘବଦ୍ଧ ଭାବେ…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ ନେତୃ ମଣ୍ଡଳୀ। ସ୍ଥାନୀୟ ଗୀତଭାବନ ପଡିଆରୁ ଏହି ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି ଭଗବାନ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପ୍ରଭାରୀ ତଥା ବରିଷ୍ଠ ଯୁବ ନେତା…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା ଶିକ୍ଷଧିକାରୀଙ୍କ କାର୍ଯ୍ୟଳୟର ଜୁନିଅର୍‌ ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ବାରାପୂର୍‌ ଅଞ୍ଚଳର ଏକ…

ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର

ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ବୀରମହାରାଜପୁର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି ପ୍ରେମିକଙ୍କ ମାତାପିତା । ଏଭଳି ସ୍ଥିତିରେ ନାବାଳିକାଙ୍କ ପରିବାର ଉତକ୍ଷିପ୍ତ ହୋଇ ଯୁବକଙ୍କ…

ଅବୁଜବାହାଲ କ୍ରସର ବନ୍ଦ ପାଇଁ ନିର୍ଦ୍ଦେଶ ଦେଲା ଖଣି ବିଭାଗ, ବିଭାଗୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରି…

ରିଷିଡ଼ା,୫ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲସ୍ଥିତ ମିନମାନ ପାହାଡ଼ରେ ଚାଲୁଥିବା କ୍ରସର ବର୍ତ୍ତମାନ ବନ୍ଦ ରଖିବାକୁ ଖଣିବିଭାଗ ନିର୍ଦ୍ଦେଶ ଦେଇଛି। ଏହି କ୍ରସର ଆରମ୍ଭ ହେବା ଦିନଠୁ ଏଠାରେ କ୍ରସର ନ ଚଳେଇବା ପାଇଁ ଗ୍ରାମବାସୀ…

ବଦଳାଇବାକୁ ପଡିବ ଆମ ଅଭ୍ୟାସ: ଏହି କାରଣରୁ ବିଶ୍ୱ ପରିବେଶ ଦିବସ ନିରାଡମ୍ବର ଭାବେ ପାଳନ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଜୁନ ୫ ତାରିଖ ବିଶ୍ୱ ପରିବେଶ ଦିବସ। ଏହି ଅବସରରେ ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହିଭଳି ଗଞ୍ଜାମ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ବ୍ରହ୍ମପୁର ଡିଏଫଓ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ…

ଚିହ୍ନ ବଦଳିଲା, ହେଲେ ଗାଡ଼ି ନମ୍ବର ବଦଳିଲା ନାହିଁ

ଧର୍ମଶାଳା,୫ା୬(ଶିବ ପ୍ରସାଦ ମହାନ୍ତି): ରାଜନୀତିରେ ରାଜନେତାମାନେ ନିଜର ଦବଦବା ଦେଖାଇ ଥାଆନ୍ତି। ରାଜ ଉଆସ ପରି ଘର ସାଙ୍ଗକୁ ନାମୀଦାମୀ ଅନେକ ଗାଡ଼ି ମଧ୍ୟ ବ୍ୟବହାର କରିଥାନ୍ତି ସବୁଠୁ ବଡ଼ କଥା ନେତାମାନେ ଚଏସ୍‌ ନମ୍ବର ସହ ସବୁ ଗାଡ଼ିର ନମ୍ବରଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?