ଆମ ଜିଲା ଖବର

‘କ୍ୟାନ୍‌ସର ସର୍ଜରି ଏକ ଜଟିଳ ପ୍ରଣାଳୀ’

କଟକ,୨୨ା୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଟକ ତେଲଙ୍ଗାପେଣ୍ଠସ୍ଥିତ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ ନିକଟରେ ଏକ କ୍ୟାନ୍‌ସର ସର୍ଜରି କର୍ମଶାଳା ଆୟୋଜିତ ହୋଇଯାଇଛି। ବିଶେଷକରି ଲାପାରୋସ୍କୋପିକ୍‌ କଲୋରେକ୍ଟାଲ୍‌ କର୍କଟ ଶଲ୍ୟ ଚିକିତ୍ସା ପ୍ରଣାଳୀ ଉପରେ ଏକ ଲାଇଭ…

ଯନ୍ତ୍ରୀଙ୍କ ଅଗୋଚରରେ ଚାଲିଛି ପୂର୍ତ୍ତ ବିଭାଗ କାର୍ଯ୍ୟ

ନାଉଗାଁ,୨୨।୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଦେଇ ବାଲି ଭଉଁରୀ-ଶିଖରଘାଟ, କୋକିଢ଼ିହ-ତେଲସରା ରାସ୍ତା ସଂଯୋଗ କରୁଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଜଗତ୍‌ସିଂହପୁର ଡିଭିଜନ ଅଧୀନରେ ରହିଛି। କୋକିଡିହ-ତେଲସରା ରାସ୍ତା ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର କରାଯିବା ସହ ନିର୍ମାଣ ଓ ପୁନଃ…

ଭାଜପାରୁ ୩ ନେତା ନିଲମ୍ବିତ

କେନ୍ଦୁଝର,୨୨ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଦଳ ବିରୋଧୀ କାଯର୍ର୍‌ୟ ଅଭିଯୋଗରେ କେନ୍ଦୁଝର ଜିଲାର ୩ ନେତାଙ୍କୁ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଦଳର ପ୍ରାଥମିକ ସଦସ୍ୟପଦରୁ ନିଲମ୍ବନ କରିଛନ୍ତି। ସେମାନେ ହେଲେ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀମନ୍ତ ତ୍ରିପାଠୀ,…

ଜଙ୍ଗଲ ଅବକ୍ଷୟମୁଖୀ, ବନ୍ୟପ୍ରାଣୀ ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୨।୩: ପ୍ରତିବର୍ଷ ମାର୍ଚ୍ଚ ୨୧ ତାରିଖରେ ବିଶ୍ୱ ବନ ଦିବସ ପାଳନ କରାଯାଉଛି। ଏହି ଦିବସର ମୂଳ ଲକ୍ଷ୍ୟ ହେଉଛି ବନ ସଂରକ୍ଷଣ ସାଙ୍ଗକୁ ବନ୍ୟଜନ୍ତୁ, ସରୀସୃପ ଆଦିଙ୍କ ସୁରକ୍ଷା ପାଇଁ ଅଧିକ ଦାୟିତ୍ୱବାନ ହେବା। ସବୁଜ ବଳୟ ସୃଷ୍ଟି…

ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ

ବନ୍ତ,୨୨ା୩(ଡି.ଏନ୍‌.ଏ.): ଦଳ ବିରୋଧୀ ମନ୍ତବ୍ୟ ମହଙ୍ଗା ପଡ଼ିଲା। ଦଳରୁ ବିଦା ହେଲେ ବିଜେଡିର ୩ ବରିଷ୍ଠ ନେତା। ଭଦ୍ରକ ଜିଲା ବନ୍ତ ବ୍ଲକ ବିଜେଡିର ବରିଷ୍ଠ ନେତା ପ୍ରାଧ୍ୟାପକ ଡ. ସୁଧାଂଶୁ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଓ…

ଖରସ୍ରୋତାର ଦୁର୍ବଳ ନଦୀବନ୍ଧ ହାଣି ଗୋଡ଼ା ନିର୍ମାଣ

ଯାଜପୁର ସଦର,୨୨।୩(ଡି.ଏନ.ଏ.): ଯାଜପୁର ବ୍ଲକ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତର କଳସପୁର ବାଲିଘାଟକୁ ସଂଯୋଗ କରୁଥିବା ରାସ୍ତା ଖରସ୍ରୋତା ନଦୀବନ୍ଧକୁ ଲାଗିଛି। ତେଣୁ ଉକ୍ତ ଘାଟରୁ ବାଲି ପରିବହନ ପାଇଁ ଖରସ୍ରୋତାର ଦୁର୍ବଳ ନଦୀବନ୍ଧକୁ ହାଣି ଗୋଡ଼ା ନିର୍ମାଣ କରାଯାଇଛି। ଫଳରେ ଖରସ୍ରୋତା…

କ୍ଷତିପୂରଣ ପାଇଲେନି ଚାଷୀ

ଯାଜପୁର ଅଫିସ,୨୨।୩: ଯାଜପୁର ଜିଲାର ଅନ୍ୟତମ ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ଉନ୍ନୟନ କାର୍ଯ୍ୟରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରଜା କ୍ଷତିଗ୍ରସ୍ତ ହେଉଛନ୍ତି। ୧୯୩୨ରୁ ରାଜାଙ୍କଠାରୁ ପଟ୍ଟା ପାଇ ଚାଷବାସ କରି ଆସୁଥିବା ଚାଷୀଙ୍କୁ ଉଚିତ କ୍ଷତିପୂରଣ ନ ଦେଇ…

ମଣ୍ଡିରେ ପଡ଼ି ରହିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା ଅଫିସ, ୨୨।୩: କେନ୍ଦ୍ରାପଡ଼ା ଜିଲାର ଧାନମଣ୍ଡିରେ ଏବେ ଭିଡ ଅଧିକ ହୋଇଛି। ସରକାରୀ ମଣ୍ଡି ବନ୍ଦ ହେବାକୁ ମାର୍ଚ୍ଚ ମାସର ହାତଗଣତି ଦିନ ବାକି ରହିଥିବାରୁ ଚାଷୀ ବ୍ୟସ୍ତ ହୋଇପଡ଼ିଛନ୍ତି। ଟୋକନ ନାହିଁ, ଅପେକ୍ଷା କର ବୋଲି ସମିତି କାର୍ମକର୍ତ୍ତା…

ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ସ୍ବତନ୍ତ୍ର ଶିକ୍ଷକ

ରସୁଲପୁର,୨୨।୩(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନରେ ୨୫୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ରହିଛି। ସେଥିମଧ୍ୟରୁ ୧୧୫ଟି ବିଦ୍ୟାଳୟରେ ୨୪୦ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଅଧ୍ୟୟନରତ ଅଛନ୍ତି। ହେଲେ ସେସବୁ ବିଦ୍ୟାଳୟଗୁଡ଼ିକରେ ତାଲିମପ୍ରାପ୍ତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଉନାହିଁ। ଏ ଦିଗରେ ରହିଆସୁଥିବା କୋର୍ଟ ନିର୍ଦ୍ଦେଶକୁ…

ସମୁଦ୍ର କୂଳରେ ପଡ଼ିଛି ସି ଅର୍ଚ୍ଚିନ ନାମକ ମୃତ ଶୈବାଳ

ପାରାଦୀପ,୨୨।୩(ସ୍ବ.ପ୍ର.): ପାରାଦୀପ ବତିଘର ସୀମା ସମୁଦ୍ର କୂଳରେ ୨ ଦିନ ହେବ ଏକ ଭିନ୍ନ ପ୍ରକାରର ସାମୁଦ୍ରିକ ଶୈବାଳ ମରି ପଡ଼ିଛି। ପୋଷାକରେ ଲାଗୁଥିବା ବୋତାମ ପରି ଏହା ଦେଖାଯାଉଛି। ମଙ୍ଗଳବାର ଏହା ଅଧିକ ସଂଖ୍ୟାରେ ଦେଖିବାକୁ ମିଳିଛି। ଏହାକୁ ଉଠାଇ…

୩ ଶିକ୍ଷକ ନିଲମ୍ବିତ

ବାରିପଦା ଅଫିସ,୨୨।୩: ମାଟ୍ରିକ୍‌ ପରୀକ୍ଷା ପରିଚାଳନାରେ ତ୍ରୁଟି କାରଣରୁ ମୟୂରଭଞ୍ଜ ଜିଲାର ୩ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ପରୀକ୍ଷା ଚାଲୁଥିବା ସମୟରେ ଜିଲା ସହକାରୀ ଶିକ୍ଷା ଅଧିକାରୀ ଅଚାନକ ବାରମାଇଲ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ। ଏହି ସମୟରେ ୨…

ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?