ଆମ ଜିଲା ଖବର

ସମାଧାନ ହୋଇପାରିଲାନି ମହାନଦୀ ଜଳ ବିବାଦ

ସମ୍ବଲପୁର,୨୧ା୩(ବ୍ୟୁରୋ): ଗଠନ ହୋଇଥିବା ମହାନଦୀ ଟ୍ରିବ୍ୟୁନାଲ ସମୟ ଅବଧି ଚଳିତ ମାର୍ଚ୍ଚ ୧୧ ତାରିଖରେ ଶେଷ ହୋଇଯାଇଛି। ପ୍ରଥମେ ୩ ବର୍ଷ ଓ ପରେ ବୃଦ୍ଧି ହୋଇଥିବା ଆଉ ୨ବର୍ଷ ସମୟ ଭିତରେ ମଧ୍ୟ ମହାନଦୀ ଜଳ ବିବାଦର ସମାଧାନ ହୋଇପାରି…

ନିଶା ବ୍ୟବସାୟୀଙ୍କ ୧୬ ଘର ଭାଙ୍ଗିଲା ପୋଲିସ

ସମ୍ବଲପୁର,୨୧ା୩(ବ୍ୟୁରୋ): ବେଆଇନ ଭାବେ ନିଶା ବ୍ୟବସାୟ ସହ ବିଭିନ୍ନ ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ସମ୍ବଲପୁର ଟାଉନ ଥାନା ସାହୁ କଲୋନୀ ଝୁପୁଡିପଡ଼ାରେ ସୋମବାର ପୋଲିସ ବୁଲ୍‌ଡୋଜର ଚଳାଇଛି। ମହାନଗର ନିଗମ ଏନ୍‌ଫୋର୍ସମେଣ୍ଟ ଦଳ ସହିତ ପୋଲିସ ୧୬ ଘର ଭାଙ୍ଗି…

ପୋଲିସ୍‌ର ଫ୍ଲାଗ ମାର୍ଚ୍ଚ

ଭଦ୍ରକ ଅଫିସ,୨୧।୩: ମାର୍ଚ୍ଚ ୩୦ରେ ଭଦ୍ରକର ପ୍ରସିଦ୍ଧ ରାମନବମୀ ନଗରସଂକୀର୍ତ୍ତନକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବାକୁ ଲକ୍ଷ୍ୟ ରଖିଛି ଭଦ୍ରକ ପୋଲିସ । ଏନେଇ ମଙ୍ଗଳବାର ଭଦ୍ରକ ସହର ବନ୍ତ ଛକଠାରୁ ରାପିଡ୍‌ ଆକ୍ସନ ଫୋର୍ସ ଏବଂ ଭଦ୍ରକ ପୋଲିସ ପକ୍ଷରୁ…

ବସ୍‌ରୁ ୭୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୨୧।୩: ଅବକାରୀ ଗୁଇନ୍ଦା ପୋଲିସ ମଙ୍ଗଳବାର ଜାତୀୟ ରାଜପଥ ଗୋପାଳପୁର ଜଙ୍କସନରୁ ଏକ ଯାତ୍ରୀବାହୀ ବସ୍‌ରୁ ପୃଥକ ଭାବେ ୭୦କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଦୁଇଜଣଙ୍କୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତମାନେ ହେଲେ ମଧ୍ୟପ୍ରଦେଶ ଆଦିତ୍ୟପୁରମର ପୂର୍ବତନ…

ଓଡ଼ିଶା ପୋଲିସକୁ ସଫଳତା: ଓଡ଼ିଶା-ଆନ୍ଧ୍ର ସୀମାରୁ ବିସ୍ପୋରକ, ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୧।୩(ଡି.ଏନ.ଏ.): ଓଡ଼ିଶା ପୋଲିସକୁ ବଡ଼ ସଫଳତା। ମାଲକାନଗିରି ଜିଲା ସୀମା ଆନ୍ଧ୍ରପ୍ରଦେଶର କୁସୁମପୁଟ ଅଞ୍ଚଳରୁ ସର୍ଚ୍ଚ ଅପରେଶନ ସମୟରେ ବିପୁଳ ମାଓ ସାମଗ୍ରୀ ଓ ବିସ୍ପୋରକ ଜବତ ହେଇଛି। ଏ ନେଇ ମାଲକାନଗିରି ଏସ୍‌ପି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଲକାନଗିରି…

ଦୁର୍ଘଟଣାମୁକ୍ତ କରିବାକୁ ପୋଲିସ ଅଧିକାରୀଙ୍କ ପ୍ରୟାସ

ଚିତ୍ରକୋଣ୍ଡା,୨୧।୩: ମାଲକାନଗିରି ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲାକୁ ଦୁର୍ଘଟଣାମୁକ୍ତ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି l ପ୍ରତ୍ୟେକ ମଙ୍ଗଳବାର ସକାଳ ୮ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ୩ ଘଣ୍ଟା ଟ୍ରାଫିକ ନିୟମ ପାଳନ କରିବାକୁ…

ବର୍ଷାରେ ବସଷ୍ଟାଣ୍ଡ ବେହାଲ

ବରଗଡ଼ ଅଫିସ,୨୦।୩: ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଛି ସରକାରୀ ବସଷ୍ଟାଣ୍ଡ। ଏହି ବସ୍‌ଷ୍ଟାଣ୍ଡରୁ ଜିଲା ସମେତ ଜିଲା ବାହାରକୁ ଅନେକ ସରକାରୀ ଯାତ୍ରୀବାହୀ ବସ୍‌ ଚଳାଚଳ ହେଉଛି। ଏଠାରୁ ସମ୍ବଲପୁରକୁ ସିଟି ବସ୍‌ ମଧ୍ୟ ଯିବାଆସିବା କରୁଛି। ତେବେ ସାମାନ୍ୟ…

ଦାବି ପୂରଣ ହେଉ ନ ଥିବାରୁ ଫେରାଇଲେ ରାଶନ, ପେନସନ କାର୍ଡ

ତେନ୍ତୁଳିଖୁଣ୍ଟି, ୨୧।୩(ଡି.ଏନ୍‌.ଏ.):ବରଡାଝୋଡି ଓ ଲଦିପଦର ଗ୍ରାମବାସୀ ନିଜର ମୌଳିକ ସମସ୍ୟା ସମାଧାନ ପାଇଁ ବାରମ୍ବାର ଦାବି କରିବା ସହ ଭୋଟ ବର୍ଜନ ଚେତାବନୀ ଦେଇଥିଲେ ମଧ୍ୟ ତାହାର ସୁଫଳ ମିଳିନାହିଁ। ଏହାର ବିରୋଧରେ ସେମାନେ ସୋମବାର ବିଡିଓ ଦୁର୍ଯୋଧନ ଭୋଇଙ୍କୁ ଭେଟି…

ଅମଳ ବେଳରେ ଦାଉ ସାଧିଲା ପଶ୍ଚିମା ଝଡ଼

ଉମରକୋଟ, ୨୧।୩(ସ୍ବ.ପ୍ର.):ଅଦିନିଆ ବର୍ଷାର ପ୍ରଭାବରେ ମକାଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ପଶ୍ଚିମାଝଡ଼ ପ୍ରଭାବରେ ଚାଷୀଙ୍କ ଆର୍ଥିକ ସ୍ଥିତି ଦୋହଲିଯାଇଛି। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ୨ଦିନରେ ୬୪.୨୦ମି.ମି. ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଅତି ଜୋରରେ ପବନ ବହିବା ଯୋଗୁ…

ଆମ ଜଙ୍ଗଲ କାମ୍ପା ଯୋଜନାରେ ଦୁର୍ନୀତି: ଜେଲ ଗଲେ ପୂର୍ବତନ ଡିଏଫ୍‌ଓ, ଏସିଏଫ୍‌

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡର ନର୍ଲା ବନ ବିଭାଗ ରେଞ୍ଜରେ ଦୁର୍ନୀତି କରି ଶେଷରେ ପୋଲିସ ହାତରେ ବନ୍ଧା ହୋଇ ଜେଲ ଯାଇଛନ୍ତି ପୂର୍ବତନ ବନ ଅଧିକାରୀ। ‘ଆମ ଜଙ୍ଗଲ କାମ୍ପା ଯୋଜନା’ରେ ୨୦୧୫-୧୬ ଓ ୨୦୧୬-୧୭ରେ ଖେରାବାଣ୍ଡି, ନର୍ଲା…

ଚାଷୀଙ୍କୁ ଦେଖି ଦୌଡ଼ିଲେ କୁନ୍ଦୁରା ଲାମ୍ପସ କର୍ମଚାରୀ

ଜୟପୁର, ୨୧ା୩(ନି.ପ୍ର.):କୋରାପୁଟ ଜିଲା କୁନ୍ଦୁରା ଲାମ୍ପରେ ଜାଲ ଦସ୍ତଖତ କରି ଚାଷୀଙ୍କ ବହୁ ପରିମାଣର ଟଙ୍କା ଲୁଟ୍‌ ହୋଇଛି। ଏହା ଜାଣିବା ପରେ ଚାଷୀ ଚିନ୍ତାରେ ପଡିଛନ୍ତି। ଏ ସମ୍ପର୍କରେ ଜାଣିବାକୁ ଚାଷୀମାନେ କୁନ୍ଦୁରା ଲାମ୍ପସକୁ ଯିବାରୁ ଚାଷୀଙ୍କୁ ଦେଖି ଲାମ୍ପ…

ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛ ଉପାଦେୟତା

କୋରାପୁଟ, ୨୧ା୩(ସ୍ବ.ପ୍ର.):ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛର ଉପାଦେୟତା ା ଏନେଇ ସେଠାରେ ଇଣ୍ଟର ନ୍ୟାଶସନାଲ ଭିଜିଟର୍ସ ଲିଡରଶିପ ଟ୍ରେନିଂ ପୋଗ୍ରାମ (ଆଇଭିଏଲ ଟିପି) କାର୍ଯ୍ୟକ୍ରମରେ ଯୋଗଦେଇ କୋରାପୁଟର ଗବେଷକ ହରି ପାଙ୍ଗି ସମସ୍ତ ସୂଚନା ଦେଇଥିଲେ। ଜଳବାୟୁ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?