ଆମ ଜିଲା ଖବର

୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ

ବେତନଟୀ,୨୮ା୧୦(ସ୍ବ.ପ୍ର.):  ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ ସୁରକ୍ଷା ଦେବା ପାଇଁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି। ସୂଚନା…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଢେଙ୍କାନାଳ ଅଫିସ,୨୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳର ୫୫ ନଂ ଜାତୀୟ ରାଜପଥରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ୨ ବାଇକ୍‌ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ। ଟ୍ରକ୍‌ଟି ଉଭୟଙ୍କ ଉପରେ…

୧୮ ଖଣ୍ଡ ଗାଁ ଲୋକଙ୍କ ମୁଖ୍ୟରାସ୍ତା ନାଗାବଳୀ

ରାୟଗଡ଼ା ଅଫିସ,୨୮ା୧୦: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ୧୮ ଖଣ୍ଡ ଗ୍ରାମର ଗ୍ରାମବାସୀଙ୍କ ମୁଖ୍ୟରାସ୍ତା ପାଲଟିଛି ନାଗାବଳୀ ନଦୀ। ଗ୍ରାମବାସୀ ନଦୀ ଅପରପାର୍ଶ୍ୱରେ ବସବାସ କରୁଥିବାରୁ ଲୋକଙ୍କ ଯାତାୟାତରେ ସୁବିଧା ପାଇଁ ନଦୀ ଉପରେ ବିଜୁସେତୁ ନିର୍ମାଣ କାର୍ଯ୍ୟ ୩…

ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ନଭେମ୍ବର ୨ ସୁଦ୍ଧା ଫେରାଇବେ ଶାଶୁଘର ଚାବି

କଟକ ଅଫିସ,୨୮ା୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ସୁଦ୍ଧା ଶାଶୁଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍‌ଡିଜେଏମ୍‌…

ଏନ୍‌ଜିଟି ନିର୍ଦ୍ଦେଶରେ ସ୍ଥିତି ଅନୁଧ୍ୟାନ କଲା ଟିମ୍‌

ଯୋଡ଼ା,୨୮ା୧୦(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ସହର ତଥା ଆଖପାଖ ବନାଞ୍ଚଳ ଗ୍ରାମ ଦେଇ ଯାଇଥିବା ଖଣିଜ ସ୍ଲରି ପାଇପ୍‌ଲାଇନ୍‌ର ଅନୁଧ୍ୟାନ କରିଛନ୍ତି ଜିଲା ଉଚ୍ଚସ୍ତରୀୟ ପ୍ରଶାସନିକ ଅଧିକାରୀ ଓ ଯନ୍ତ୍ରୀଙ୍କ ଏକ ଟିମ୍‌। ନ୍ୟାଶ୍‌ନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶରେ ପ୍ରତିନିଧି ଦଳ…

ଭୂତାଣୁ ସଂକ୍ରମଣରେ ବହୁ ଗୋରୁ ଆକ୍ରାନ୍ତ: ରକ୍ତ ନମୁନା ପରୀକ୍ଷା ପାଇଁ ନିଆଗଲା

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକର ବିଭିନ୍ନ ଗ୍ରାମରେ ଭୂତାଣୁ ଜନିତ ସଂକ୍ରମଣରେ ବହୁ ଗୋରୁ ଆକ୍ରାନ୍ତ ହୋଇ ଅସୁସ୍ଥ ହେଲେଣି। ବୁଧବାର କେଶପୁରଠାରେ ଗୋଟିଏ ଗୋରୁର ମୃତ୍ୟୁ ହୋଇଛି। କିଛିଦିନ ହେବ ଏହି ରୋଗ ଦେଖାଦେଇଛି। କେଶପୁର ପଞ୍ଚାୟତ, ଶ୍ରୀକୃଷ୍ଣଶରଣପୁର, କହ୍ନେଇପୁର, ବିକ୍ରମପୁର,…

ଅଣଦେଖାରୁ ବଢ଼ୁଛି ଅସନ୍ତୋଷ

ବଇଣ୍ଡା, ୨୮ା୧୦ (ପରୀକ୍ଷିତ ସାହୁ): ଅନୁଗୋଳ ଜିଲାର ଏକ ପ୍ରମୁଖ ରେଳ ଷ୍ଟେଶନ ହେଉଛି ବଇଣ୍ଡା। ହେଲେ ଆଠମଲ୍ଲିକ ଉପଖଣ୍ଡରେ ଥିବା ଏହି ଷ୍ଟେଶନ ପ୍ରତି ଗୁରୁତର ଅବହେଳା ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ହେଉଛି। ଏହି ଷ୍ଟେଶନ ଦେଇ ୧୮ଟି ଏକ୍ସପ୍ରେସ୍‌…

ସୂଚନା ଦେଉନାହାନ୍ତି ଅଧିକାରୀ

କାମାକ୍ଷାନଗର,୨୮।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକରେ ସରକାରୀ ଯୋଜନାର ଅର୍ଥ ହରିଲୁଟ୍‌ ହେଉଥିବା ଅଭିଯୋଗ ହେଉଛି। ଜନଜାତି ସମ୍ପ୍ରଦାୟର ଲୋକଙ୍କ ଲାଗି ଆସୁଥିବା ଜନହିତକର ପ୍ରକଳ୍ପ ସମ୍ପର୍କିତ ଅନୁଦାନ ଟଙ୍କା ହଡ଼ପ କରାଯାଉଥିବା ସୂଚନା ଅଧିକାର କର୍ମୀ ଅରବିନ୍ଦ…

ବ୍ୟାପୁଛି କିଡ୍‌ନୀ ରୋଗ: ରକ୍ତ ସଂଗ୍ରହ କଲା ସ୍ବାସ୍ଥ୍ୟବିଭାଗ

ବଇଣ୍ଡା,୨୮।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା ଓ ବାସୁଦେବପୁର ଗ୍ରାମରେ କିଡନୀ ରୋଗ ବ୍ୟାପୁଥିବାବେଳେ ଗୁରୁବାର ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଉଭୟ ଗ୍ରାମକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛି। ଗତ ୨ ବର୍ଷ ହେବ ଏହି…

ଜିଲାରେ ୧୪୦ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ଡେଙ୍ଗୁ ତା’ର କାୟା ବିସ୍ତାର କରିବାରେ ଲାଗିଛି। ପୁଣିଥରେ ୫ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ଡେଙ୍ଗୁ ଆକ୍ରାନ୍ତଙ୍କ ମଧ୍ୟରେ ଦିଗପହଣ୍ଡି ବ୍ଲକର ୩ଜଣ ରହିଥିବା ବେଳେ ଜଣେ ଶେରଗଡ ବ୍ଲକର…

ଜବରଦଖଲକାରୀଙ୍କ କବ୍‌ଜାରେ ସରକାରୀ ଜମି

ଗୋପାଳପୁର,୨୮ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କନିଷି ହାଟସ୍ଥିତ ତୁଳୁ ରୋଡ୍‌ରେ ଜବରଦଖଲ କରି ରହିଥିବା ବ୍ୟକ୍ତିଙ୍କୁ କନିଷି ତହସିଲ ପକ୍ଷରୁ ଉଚ୍ଛେଦ ନେଇ ନୋଟିସ ଜାରି କରାଯାଇଛି। କନିଷି ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ମୂଲ୍ୟବାନ ସରକାରୀ ଜମିକୁ…

ନନ୍ଦନକାନନରେ ହାତୀ ପ୍ରେମା ଅସୁସ୍ଥ , ଚାଲିଛି ଚିକିତ୍ସା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ହାତୀ ପ୍ରେମା ଅସୁସ୍ଥ ହୋଇପଡିଛି। ଏବେ ତାର ଚିକିତ୍ସା ଚାଲିଛି। ବାର୍ଦ୍ଧକ୍ୟ ଜନିତ କାରଣ ଯୋଗୁ ହାତୀଟି ଅସୁସ୍ଥ ହୋଇପଡିଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ତେବେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ପାଇଁ ହାତୀ ଖୁଆଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri