ଆମ ଜିଲା ଖବର

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ ମୁହାଁ ହୋଇ ନୂନମାଠ ଗ୍ରାମକୁ ପଶି ଆସିଥିଲେ। ହାତୀ ପଲ ଧାନ ଖାଇବାକୁ ବଲାଙ୍ଗିର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏଥର ଯେଭଳି ପ୍ରସ୍ତୁତି ଚାଲିଛି, ସେଥିରୁ ଏବେଠାରୁ…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି। ସେ ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ ପଞ୍ଚାୟତର…

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍‌ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ…

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ ଏହାକୁ ଅବମାନନା କରି ଯାତ୍ରୀବାହୀ ବସକୁ ବସଷ୍ଟାଣ୍ଡ ଭିତରକୁ ନ ନେଇ ପୁରୁଣା ବସଷ୍ଟାଣ୍ଡ…

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍‌ପି…

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି। ପୋଲିସ ଏହି ଘଟଣାରେ ୨ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଗାଇସୀମା ଗ୍ରାମର…

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଭର୍ତ୍ତି ହୋଇଛନ୍ତି । ଏହି ଗ୍ରାମର ଲୋକେ ନିଜ…

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri