ଆମ ଜିଲା ଖବର

ପରଲୋକରେ ବରିଷ୍ଠ ଆଇନଜୀବୀ, ହଠାତ୍‌ ବିଳମ୍ବିତ ରାତିରେ…

କେନ୍ଦୁଝର,୫।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ ଆଇନଜୀବୀ ତଥା ଜିଲା ଓକିଲ ସଂଘର ପୂର୍ବତନ ସଭାପତି ବିଭୂତି ଭୂଷଣ ପ୍ରଧାନଙ୍କ ଗତ କାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇଯାଇଛି। ରାତି ପ୍ରାୟ ୨ ଟାରେ ତାଙ୍କ କେନ୍ଦୁଝର ସହର ବାସଭବନରେ ଦୀର୍ଘ…

ବିଦ୍ୟୁତ୍‌ ବିଭାଗର ଟାଳଟୁଳ ନୀତି, ସେବାରୁ ବଞ୍ଚିତ ଗ୍ରାମବାସୀ

ଅତାବିରା,୫ା୬(ଯୁଧିଷ୍ଠିର ମହାପାତ୍ର):ଗ୍ରୀଷ୍ମ ସମୟରେ ବିଦ୍ୟୁତ କାଟ ହେବ ନାହିଁ ବୋଲି ସରକାର କହୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ବରଗଡ ଜିଲା ସରଣ୍ଡା ଅଞ୍ଚଳରେ l ସରଣ୍ଡାରେ ବାରମ୍ବାର ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଉଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ…

ପୌରାଣିକ ନାଟକରେ ଆପତ୍ତିଜନକ ଅଭିନୟ; ଦୁଇ ଟ୍ରାନ୍ସଜେଣ୍ଡର ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ, ଥାନାରେ ମାମଲା

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା ‘ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗତ ମେ ୧୨ ତାରିଖରେ ଉଦଯାପିତ ହୋଇଥିଲା। ଯାତ୍ରାରେ ନାଟକ ପରିବେଷଣ ଅଧାରେ ବନ୍ଦ ରହିଥିବାରୁ ଗତ ମଙ୍ଗଳବାର…

ଅବୈଧ ଧାନ ମହଜୁଦ ରଖିଥିଲେ ସୁରେଶ: ଜବତ କଲେ ଅଧିକାରୀ

ନୂଆପଡ଼ା,୫ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଧାନର ଅବୈଧ ମହଜୁଦ ଓ ଆନ୍ତଃ ରାଜ୍ୟ ଚୋରା ଚାଲାଣ ବିରୋଧରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ଦୁଇଟି ପୃଥକ୍‌ ଘଟଣାରେ ମୋଟ ୪୬.୩୦ କୁଇଣ୍ଟାଲ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ କିମ୍ବା ଚାରି ଚକିଆ ଯାନ ଟିକେ ବି ଏପଟ ସେପଟ ହେଲେ ଦୁର୍ଘଟଣା…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ ଭାବେ ଯୋଗଦାନ କରିଥିବା ଯୋଗୁ ସଂଘର ପ୍ରତିନିଧିମାନେ ଏସ୍‌ପି ଶତପଥୀଙ୍କୁ ସ୍ବାଗତ କରିଥିଲେ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ ବାଲେଶ୍ୱର ଏଫ୍‌.ଏମ୍‌. ମେଡିକାଲ କଲେଜ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ। ତାଙ୍କ ଘର ମୟୂରଭଞ୍ଜ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ଜଣେ ଇନ୍ଦିରା ସାହିର ବାସିନ୍ଦା ହୋଇଥିବା…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ କିରାଣୀ ଭାବେ ଚାକିରି କରୁଥିଲେ। ଗୁରୁବାର ଅଫିସରେ କାର୍ଯ୍ୟରତ ଥିବାବେଳେ ଦିନ ପ୍ରାୟ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କୋରୁକୋଣ୍ଡା ବ୍ଲକ୍‌ ଚିତାପାରି-୩ ପଞ୍ଚାୟତ ଅଧୀନ ଏମ୍‌ଭି-୧୦୮ ଗ୍ରାମର ତପନ ଗାଏନ(୩୭)।…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ ବିପୁଳ ପରିମାଣର ନିଶା ଜାତୀୟ କଫ୍ ସିରପ୍ ଜବତ କରିବା ସହ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?