ଆମ ଜିଲା ଖବର

ମନ ମୋହୁଛି ଆକର୍ଷଣୀୟ ଓ୍ବାଟର ପାର୍କ

ଗଞ୍ଜାମ,୧୯ା୩(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରଠାରେ ପ୍ରଥମ ଥର ପାଇଁ ଶନିମନ୍ଦିରଠାରେ ଆକର୍ଷଣୀୟ ପଥରରେ ନିର୍ମିତ ଗଣେଶଙ୍କ ମୂର୍ତ୍ତି ବଡ଼ ବଜାର ଭାରତୀ ବିଦ୍ୟାପୀଠଠାରେ ରଙ୍ଗୀନ ଓ୍ବାଟର ପାର୍କ ଏବଂ ଜୟଶ୍ରୀ ଛକ ତ୍ରିବେଣୀ ମଠ ଛକଠାରେ…

ଋଷିକୂଲ୍ୟାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀ ପୂର୍ଣ୍ଣ ପ୍ରତାପୁର ଋଷିକୂଲ୍ୟାର ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହା ବାରୁଣୀ ସ୍ନାନ ଅବସରରେ ହଜାର ହଜାର ଭକ୍ତ ବୁଡ଼ ପକାଇଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି ଶ୍ରାଦ୍ଧ କରିବା ସହ ମୃତ…

ବାଘଛାଲ ସହ ହରିଣ ଚମଡ଼ା ଜବତ: ଜଣେ ଗିରଫ

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଏସ୍‌ଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି ବାଘ ଚମଡ଼ା ଜବତ କରାଯାଇଛି। ଏତଦ୍‌ବ୍ୟତୀତ ଶନିବାର ବିଳମ୍ବିତ ରାତିରେ ଗୋଟିଏ ବାଘ ଚମଡ଼ା ଓ ଦୁଇଟି ହରିଣ ଚମଡ଼ା ମଧ୍ୟ ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଶନିବାର…

ଝଡ଼ବର୍ଷାରେ ଭାଙ୍ଗିଲା ଅନେକ ଘର, ଉଡ଼ିଲା ଛପର

ପଟାଙ୍ଗି,୧୯ା୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଗତ ୪ ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ…

ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସୂଚନାନୁଯାୟୀ,ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ।…

ପଶ୍ଚିମାଝଡ଼ ପ୍ରଭାବ: ୪ ଘରର ଉଡ଼ିଗଲା ଛପର

ପଟ୍ଟାଙ୍ଗି,୧୯।୩(ଡି.ଏନ୍‌.ଏ.): ପଶ୍ଚିମାଝଡ଼ ପ୍ରଭାବ କୋରାପୁଟ ଜିଲାରେ ଅନୁଭୂତ ହୋଇଛି। ଗତ ୪ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପବନ, ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ ସ୍ଥାନରେ ଘର ଭାଙ୍ଗିଛି।…

୭୫ ଲକ୍ଷ ବ୍ୟୟରେ ସରଫଗଡ଼ର ଉନ୍ନତୀକରଣ

ସୁନ୍ଦରଗଡ଼,୧୯।୩(ଡି.ଏନ୍‌.ଏ.): ପ୍ରକୃତିର ଅନୁପମ ଶୋଭାରାଜିରେ ମଣ୍ଡିତ ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା ବ୍ଲକର ସରଫଗଡ଼ ପରିବେଶ ପର୍ଯ୍ୟଟନସ୍ଥଳ ଏବେ ବେଶ ଖ୍ୟାତି ଲାଭ କଲାଣି। ଏହି ସରଫଗଡ ପରିବେଶ ପର୍ଯ୍ୟଟନସ୍ଥଳକୁ ଆହୁରୀ ଉନ୍ନତିକରଣ କରିଛନ୍ତି ରାଜ୍ୟ ସରକାର। ଏଥିପାଇଁ ୭୫ ଲକ୍ଷ ଟଙ୍କା…

କାଗଜକଲମରେ ସୀମିତ ପର୍ଯ୍ୟଟନ ବିକାଶ

ରାୟଗଡ଼ା ଅଫିସ,୧୯।୩: ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରା ପର୍ଯ୍ୟଟନ ଦ୍ୱାରା ଜାତି, ରାଷ୍ଟ୍ର ଏବଂ ଜିଲାର ପରିଚୟ ମିଳିଥାଏ। ନିଜର ବ୍ୟସ୍ତବହୁଳ ଜୀବନରୁ କିଛି ସମୟ ବାହାରକରି ପର୍ଯ୍ୟଟନ ସ୍ଥଳୀକୁ ଯାଇ ସେଠାରେ କିଛି ସମୟ ଅତିବାହିତ କଲେ ମନର ଅବସାଦ…

ଗାଁରୁ ଗୋଶାଳାକୁ ଗଲା ଓଟ

ଢେଙ୍କାନାଳ ଅଫିସ, ୧୯।୩: ବୁଢ଼ା ହୋଇଯାଇଛି ଓଟ। ଆଗ ଭଳି ପିଠିରେ ଆଉ ଯାତ୍ରୀଙ୍କୁ ବୋହିପାରୁନି କି ମନୋରଞ୍ଜନ କରିପାରୁନି। ଓଟ ମାଧ୍ୟମରେ ପକେଟକୁ ଆସୁଥିବା ଟଙ୍କା ବନ୍ଦ ହୋଇଯିବା ପରେ ପର କରିଦେଇଛି କୃତଘ୍ନ ମାଲିକ। ରୋଗଣା ଶରୀର ବୋଝ…

୫୦ରୁ ଅଧିକ ଗାଁ ପାଉଁଶମୟ

କଣିହଁା, ୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟୁତ୍‌ ପ୍ରକଳ୍ପ ଠିକ୍‌ ଭାବେ ପାଉଁଶ ପରିଚାଳନା କରୁ ନ ଥିବାରୁ ଏହାର ସିଧାସଳଖ ପ୍ରଭାବ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ପଶ୍ଚିମା ଝଡ଼ ପ୍ରଭାବରେ…

କାଳୁଆ ମନ୍ଦିର ଜମିକୁ ନେଇ ଉତ୍ତେଜନା

ଆର.ଉଦୟଗିରି,୧୯।୩(ଡି.ଏନ୍‌.ଏ.): ଠାକୁରାଣୀ ମନ୍ଦିର ଜମିକୁ ଜଣେ ବ୍ୟକ୍ତି ଅକ୍ତିଆର କରିଛନ୍ତି। ତା ସହ ଜଙ୍ଗଲ ମଧ୍ୟ ସଫ କରୁଛନ୍ତି ା ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ବି ସ୍ଥାନ ଛାଡିଲାନି ସେହି ବ୍ୟକ୍ତି। ଶେଷରେ ମହିଳା ସଂଘ ଅଣ୍ଟା ଭିଡିଲେ। ଦୋକାନ…

ନାବାଳିକା ଛାତ୍ରୀଙ୍କୁ ନିଶା ଦେଇ ବଳାତ୍କାର

ବ୍ରହ୍ମପୁର ଅଫିସ,୧୯।୩: ଜନୈକା ନାବାଳିକା ଛାତ୍ରୀଙ୍କୁ ବ୍ରହ୍ମପୁର ରେଳଷ୍ଟେଶନରୁ ଅପହରଣ କରି ଆନ୍ଧ୍ରପ୍ରଦେଶ ସୀମାଚଳମ୍‌ର ଏକ ଲଜିଂରେ ରଖି ତାଙ୍କୁ ନିଶା ଦେଇ ବଳାତ୍କାର କରାଯାଇଥିଲା। ପୋଲିସ ପୀଡ଼ିତାଙ୍କୁ ସୀମାଚଳମ୍‌ରୁ ଶୁକ୍ରବାର ଉଦ୍ଧାର କରିଥିବାବେଳେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଥିଲା। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?