ଆମ ଜିଲା ଖବର

ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଗିରଫ

ନୀଳଗିରି, ୧୯।୩(ସ୍ବ.ପ୍ର.): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ। ଏନେଇ ମହିଳାଙ୍କ ବାପଘର ଲୋକେ ଥାନାରେ ହତ୍ୟା ଅଭିଯୋଗ କରିବା ପରେ ପୋଲିସ ବରହମ୍‌ପୁର ଥାନାରେ ହତ୍ୟା ମାମଲା (ନଂ. ୨୯/୨୩) ରୁଜୁ କରି ସ୍ବାମୀ ଦୀପ୍ତି…

ପ୍ରଦୂଷଣ ବଳୟରେ କେନ୍ଦୁଝର ସହର

କେନ୍ଦୁଝର,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ସହରରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ସ୍ଥିତିରେ ରହିଛି। ଏୟାର କ୍ୱାଲିଟି ଇଣ୍ଟେକ୍ସ ଅତ୍ୟଧିକ ମାତ୍ରାରେ ବଢ଼ିଯାଇଛି। ଲୋକମାନେ ପ୍ରଦୂଷଣ ବଳୟରେ ରହୁଥିବା ବେଳେ ଅଜାଣତରେ ବିଷାକ୍ତ ବାୟୁ ନିଃଶ୍ୱାସ ପ୍ରଶ୍ୱାସରେ ନେଉଛନ୍ତି। ଏହା ବୃଦ୍ଧାବୃଦ୍ଧ,…

ବାହାବଳପୁରରେ କୁଆପଥର ବର୍ଷା

ରୂପସା, ୧୯।୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ବାହାବଳପୁର ସାମୁଦ୍ରିକ ଥାନା ଅଞ୍ଚଳରେ ଶନିବାର ପ୍ରବଳ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ରବିଧାନ ଓ ପନିପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ହଠାତ୍‌ ଝଡ଼ବର୍ଷା ଆରମ୍ଭ ହୋଇଥିଲା। ଏହାପରେ ୧୦…

ପଶ୍ଚିମା ଝଡ଼ରେ ଉପୁଡ଼ିଲା ଗଛ

ବାରିପଦା ଅଫିସ/ଭଦ୍ରକ ଅଫିସ, ୧୯।୩: ପଶ୍ଚିମା ଝଡ଼ ପ୍ରଭାବରେ ମୟୂରଭଞ୍ଜ ଜିଲାର ଶିମିଳିପାଳ ସମେତ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଶନିବାର ଦିନ ତମାମ ସବୁଠି କୋହଲା ପାଗ ସହ ପବନ ବର୍ଷା ଲାଗିରହିଥିଲା। ବାରିପଦା ସହର ଉପକଣ୍ଠ…

ପୂଜକଙ୍କୁ ସ୍ବପ୍ନରେ ପ୍ରଭୁ କହିଲେ ମୋତେ ଉଦ୍ଧାର କର, ସକାଳେ ମାଟିତଳୁ ମିଳିଲା ମୂର୍ତ୍ତି

ଚିତ୍ରକୋଣ୍ଡା,୧୯ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ତିରୁପତି ବାଲାଜୀ ମନ୍ଦିରର ପୂଜକ ରବି ଶାସ୍ତ୍ରୀଙ୍କୁ ଗତ ୧୭ ତାରିଖ ରାତିରେ ସ୍ବପ୍ନାଦେଶ ହୋଇଥିଲା। ମନ୍ଦିର ପରିସରରେ ପ୍ରଭୁ ମାଟିତଳେ ପୋତି ହୋଇ ରହିଛନ୍ତି। ତାଙ୍କୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ହୋଇଥିଲା। ୧୮ ତାରିଖ…

ବିଦ୍ୟୁତ୍‌ ଆଘାତରେ ଦନ୍ତାର ଜୀବନ ଗଲା, ବର୍ତ୍ତିଗଲେ ଆଉ ୩ ହାତୀ

କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ବସନ୍ତପୁର ନିକଟ ଜଡ଼ିପଦା ସାହି ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟୁତ୍‌ ଓ ବନ ବିଭାଗର ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ଘଟିଥିବା…

ହତାଶ ପ୍ରେମିକର ଉନ୍ମତ୍ତ କାଣ୍ଡ, ହତ୍ୟା ପରେ ପ୍ରେମିକାଙ୍କ ମୃତଦେହ କୂଅରେ ଫିଙ୍ଗି ଦେଲେ

ବରଗଡ଼ ଅଫିସ,୧୯।୩: ବିବାହ କରିବାରେ ବିଫଳ ହେବା ପରେ ଜଣେ ହତାଶ ପ୍ରେମିକ ନିଜ ପ୍ରେମିକାଙ୍କୁ ମାରି କୂଅ ଭିତରକୁ ଫିଙ୍ଗିଦେବା ଘଟଣା ବରଗଡ଼ ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣାଟି ବରଗଡ଼ ଜିଲା ବିଜେପୁର ଥାନା ସାଇପାଲି ଗ୍ରାମରେ ଘଟିଛି।…

ମାନସିକ ରୋଷଭୋଗ ବନ୍ଦକୁ ବିରୋଧ

ରଘୁନାଥପୁର,୧୯। ୩ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ୨୦୨୨ ଜୁଲାଇ ୧୯ରୁ ଭକ୍ତଙ୍କ ପାଇଁ ଉଦ୍ଦିଷ୍ଟ ମାନସିକ ରୋଷଭୋଗ ତଥା ପ୍ରସାଦ ବ୍ୟବସ୍ଥା ପୀଠ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ୧୦୦ ବର୍ଷର…

ଦୈତାରୀରୁ ୫୦% ଖଣି ଉତ୍ତୋଳନ ପ୍ରତ୍ୟାହାର

ଯାଜପୁର ଅଫିସ,୧୯।୩ : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଏବଂ ମହାଗିରୀ ପର୍ବତମାଳା ଚତୁଃପାର୍ଶ୍ୱରେ ପ୍ରଚୂର ପରିମାଣର ଖଣିଜ ସମ୍ପଦ ଭରି ରହିଥିବାରୁ ଏହାକୁ ଓଡ଼ିଶାର ରନତ୍ଗର୍ଭା ବୋଲି କୁହାଯାଉଛି ା ଏଠାରେ ଦେଶର ବହୁ ନାମୀ କମ୍ପାନୀ ନିଜର ବେପାର…

ରିଚାର୍ଜ ପିଟ୍‌ ପ୍ରକଳ୍ପରେ ଅନିୟମିତତା

ପଟ୍ଟାମୁଣ୍ଡାଇ,୧୯।୩ (ଡି.ଏନ.ଏ.): ଦିନକୁ ଦିନ କମିବାରେ ଲାଗିଛି ଭୂତଳ ଜଳସ୍ତର । ସେହି ଜଳକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଜଳ ଅମଳ ପ୍ରକଳ୍ପ ଭଳି କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଉଛନ୍ତି ା ସେଥିପାଇଁ ଭୂତଳ ଜଳକୁ କିପରି ସଂରକ୍ଷିତ ରଖାଯିବ ସେନେଇ…

ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର

ଧର୍ମଶାଳା,୧୯।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଜାରକା ଜଳ ସମ୍ପଦ ବିଭାଗ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର କେଲୁଅ ନଦୀବନ୍ଧ ବାମପାର୍ଶ୍ୱରେ ଚାନ୍ଦମୋହିନୀଠାରୁ ନାଳକୂଳ ପର୍ଯ୍ୟନ୍ତ ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ,…

କୁମ୍ଭୀର ଆକ୍ରମଣରେ ମହିଳା ମୃତ

ମହାକାଳପଡ଼ା,୧୯।୩ (ଡି.ଏନ୍‌.ଏ.): କୁମ୍ଭୀର ଆକ୍ରମଣରେ ଶନିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ା ଅନ୍ୟ ୩ ମହିଳା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାଶି ଗଁା ୬ନଂ. ୱାର୍ଡର କୌଶଲ୍ୟା ମଣ୍ଡଳ(୪୨)। ତାଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?