ଆମ ଜିଲା ଖବର

କାହାକୁ ମିଳିବ ଉପଖଣ୍ଡ ମାନ୍ୟତା

ରାୟଗଡ଼ା,(ସ୍ବ.ପ୍ର.)/ ରାୟଗଡା ଅଫିସ/ ବିଷମ କଟକ(ଡି.ଏନ୍‌.ଏ.)୧୮ା୩: ରାୟଗଡ଼ା ଜିଲା ବିଷମକଟକ ବ୍ଲକକୁ ଏନ୍‌ଏସି ଓ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିଥିବା ବେଳେ ମୁନିଗୁଡ଼ା ବ୍ଲକବାସିନ୍ଦା ମଧ୍ୟ ସମାନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।…

ପୁରୀ ବଡ଼ଦାଣ୍ଡରେ ହଣାହଣି

ପୁରୀ ଅଫିସ, ୧୮ା୩: ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୩ ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକମାନେ ହେଲେ ଦଇତାପଡ଼ା ସାହିର ହୃଷୀକେଶ ପଣ୍ଡା, ପଞ୍ଚ…

୫ ଡକାୟତ ଗିରଫ: ଟଙ୍କା, ସୁନା ଜବତ

ତେନ୍ତୁଳିଖୁଣ୍ଟି, ୧୮।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ଖାତିଗୁଡ଼ା ପୋଲିସ ଏକ ଡକାୟତି ମାମଲାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଖାତିଗୁଡ଼ା ଥାନା ଫଟାଗୁଡ଼ା ଗ୍ରାମର ଭବାନୀ ବିଷୋୟୀ(୨୭), ପରଜାବାରଙ୍ଗପଦର ଗ୍ରାମର ରିଙ୍କୁ ହରିଜନ(୨୦), ବୋରିଗୁମ୍ମା…

ସମସ୍ୟା ଶୁଣି ସମାଧାନ ପ୍ରତିଶ୍ରୁତି ଦେଲେ ସଚିବ

ନବରଙ୍ଗପୁର ,୧୮।୩(ବି.ପ୍ର.): ୨ଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆସିଛନ୍ତି। ପାଣ୍ଡିଆନଙ୍କ ସହ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବ ରୂପା ରୋଷନ ସାହୁ, କ୍ରୀଡ଼ା ସଚିବ ଭିନାଲ କ୍ରିଷ୍ଣା ଗସ୍ତ କରିଛନ୍ତି। ନବରଙ୍ଗପୁର ଓ…

ପରୀକ୍ଷାରୁ ବଞ୍ଚିତ ନର୍ସିଂ ଛାତ୍ରୀ

ଅନୁଗୋଳ ଅଫିସ,୧୮।୩: ଅନୁଗୋଳ ଜିଲା ଛେଣ୍ଡିପଦା ସାଇଶ୍ରଦ୍ଧା ନର୍ସିଂ କଲେଜରେ ପଢୁଥିବା ୨ୟ ବର୍ଷର ୭ ଜଣ ଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। କଲେଜ କର୍ତ୍ତୃପକ୍ଷ ନକଲି ଆଡମିଡ୍‌ କାର୍ଡ ଦେଇଥିବାରୁ ଏଭଳି ସମସ୍ୟା ଉପୁଜିଥିବା ସେମାନେ ଅଭିଯୋଗ କରିଛନ୍ତି।…

ଗାଡ଼ି ରଖି ଛୁ’

ଅନୁଗୋଳ ଅଫିସ,୧୮ା୩: ନୂଆ ରୂପ ନେଉଛି ଅନୁଗୋଳ। ବଦଳୁଛି ସହରର କଳେବର। ସହରବାସୀଙ୍କ ଯାତାୟାତ ସୁଗମ ଲାଗି ଜବରଦଖଲ ଉଚ୍ଛେଦ ଚାଲିଛି। ରାତାରାତି ଚଉଡ଼ା ହେଉଛି ବ୍ୟସ୍ତବହୁଳ ରାସ୍ତା। ହେଲେ ଏହି ପ୍ରଶସ୍ତ ସଡ଼କରେ ଗମନାଗମନ କରିବା ସହଜ ହେଉନାହିଁ। କାରଣ…

ପାନୀୟ ଜଳ ଯୋଗାଣ ସମସ୍ୟା ସମାଧାନ ଦାବି

ତାଳଚେର,୧୯।୩(ନି.ପ୍ର): ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନାଯୋଗ୍ୟ, କିଛିଦିନ ହେଲା ଘଣ୍ଟପଡ଼ା ଅଞ୍ଚଳକୁ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଲୋକେ ପିଇବା ପାଣି ପାଇଁ…

ଫୁଲଟାରେ ବୋମାମାଡ଼ ଘଟଣା, ନିମଖଣ୍ଡି ଥାନା ଘେରାଉ

ବ୍ରହ୍ମପୁର ଅଫିସ,୧୮ା୩ : ଗତ ୧୫ତାରିଖ ବିଳମ୍ବିତ ରାତିରେ ଦଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଗାଁରେ ବୋମାମାଡ଼ ହୋଇଥିଲା। ଏନେଇ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲ। ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ହେଲେ ଏବେ…

୬ ମାମଲା ରୁଜୁ, ୫୭ ଡ୍ରାଇଭର କୋର୍ଟ ଚାଲାଣ

ଗୋପାଳପୁର/ଛତ୍ରପୁର, ୧୮ା୩(ଡି.ଏନ.ଏ.): ଗୁରୁବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପୁକୁଡ଼ିବନ୍ଧ ଛକଠାରେ ପୋଲିସ ଓ ଆନ୍ଦେଳନକାରୀ ଡ଼୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା ସହ ରଣକ୍ଷେତ୍ର ପାଲଟିବା ଘଟଣାରେ ଗୋପାଳପୁର ଓ ଚମାଖଣ୍ଡି ପୋଲିସ ମୋଟ୍‌ ୫୭ଜଣଙ୍କୁ…

ମଧ୍ୟରାତ୍ରରେ ସ୍ଥାପନ ହେଲା ଶୁଭଖୁଣ୍ଟି

ବ୍ରହ୍ମପୁର ଅଫିସ୍‌,୧୮ା୩: ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ନେଇ ଶୁକ୍ରବାର ମଧ୍ୟ ରାତ୍ରରେ ଦେଶୀ ବେହେରା ସାହିରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏଥିପୂର୍ବରୁ ପୂର୍ବାହ୍ନରେ ଦେଶୀ ବେହେରା ସାହିରୁ ଧାଣ୍ଡରା ମାଧ୍ୟମରେ ଯାତ୍ରାର ଶୁଭ ଖୁଣ୍ଟି…

୧୦ବର୍ଷ ବିତିଗଲାଣି, ସରୁନି କେନାଲ ପୋଲ

ଖଇରା,୧୮ା୩(ଡି.ଏନ.ଏ.): ଜଳସେଚନ ବିଭାଗର ବିଦ୍ୟାଧରପୁର ଡିଭିଜନ ଖଇରା ସବଡିଭିଜନ ଅନ୍ତର୍ଗତ ସାରକୋଣା-ଭଞ୍ଜପଦା ମଝିରେ ଅନ୍ୟୁନ ୧୦ବର୍ଷ ତଳେ ଆରମ୍ଭ ହୋଇଥିବା ପୋଲ ଏ ପର୍ଯ୍ୟନ୍ତ ସରିପାରିନି। ଫଳରେ ୨୦ଖଣ୍ଡ ଗ୍ରାମର ଲୋକେ ୧୦ବର୍ଷ ଧରି ଡାଇଭର୍ସନରେ ଯାତାୟାତ କରୁଛନ୍ତି । ବର୍ଷାଦିନେ…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କଲେ ଏମ୍‌ପି

ବାଲେଶ୍ୱର ଅଫିସ,୧୮।୩: ବାଲେଶ୍ୱର ଜିଲା ରେମୁଣା ଗୋଲେଇ ନିକଟରେ ଦୀର୍ଘଦିନ ଧରି ନୂତନ ଭାବେ ନିର୍ମାଣ ହୋଇଥିବା ଏମସ୍‌ ସାଟେଲାଇଟ୍‌ ସେଣ୍ଟରର ପୂର୍ଣ୍ଣ କାର୍ଯ୍ୟକ୍ଷମ ଓ ଉଦ୍‌ଘାଟନ ପାଇଁ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?