ଆମ ଜିଲା ଖବର

ନମୁନା ସଂଗ୍ରହ କଲା ବନବିଭାଗ

ମୋରଡା,୧୯।୪(ଡି.ଏନ.ଏ)ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ରେଞ୍ଜ ଜୁଆଳିଭଙ୍ଗା ପଞ୍ଚାୟତର ଭଦ୍ରାଶୋଳର ଅସନବଣି ଜଙ୍ଗଲରୁ ହାତୀଛୁଆର ଗଳିତ ମୃତଦେହ ଜବତ ପରେ ବନ ବିଭାଗ ତଦନ୍ତ ଜାରି ରଖିଛି। ମଙ୍ଗଳବାର ମୃତ ହାତୀର ନମୁନା ସଂଗ୍ରହ କରିଛି। ଡିଏଫ୍‌ଓ ସନ୍ତୋଷ…

ପ୍ରକଳ୍ପ ଅଧାପନ୍ତରିଆ, ମାଡ଼ିଲାଣି ଗଛଲତା

ବାରିକପୁର,୧୯।୪(ସ୍ବ.ପ୍ର.) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ଜଳମଣ୍ଡୁଆ ପଞ୍ଚାୟତ ସରିଫ୍‌ପୁର ଗ୍ରାମରେ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଅର୍ଦ୍ଧନିର୍ମିତ ପ୍ରକଳ୍ପରେ ଗଛଲତା ମାଡ଼ି ଯାଇଥିବା ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳରେ ଲୋକଙ୍କୁ…

ବରଗଡ଼ରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ, ୧୯।୪: ହନୁମାନ ଜୟନ୍ତୀ ପାଳନ ସମୟରେ ସମ୍ବଲପୁରରେ ହୋଇଥିବା ହିଂସାର ପ୍ରତିବାଦରେ ହିନ୍ଦୁ ସଂଗଠନ ଗୁଡ଼ିକ ବୁଧବାର ବରଗ ଜିଲା ବନ୍ଦ ଡାକରା ଦେଇଛନ୍ତି। ବନ୍ଦ ଡାକରାକୁ ସ୍ବତଃସ୍ଫୁତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି।…

ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି ଅପରାହ୍ନ…

ଭାଜପା ନେତାଙ୍କୁ ସମ୍ବଲପୁର ମନା

ସମ୍ବଲପୁର,୧୯।୪(ବ୍ୟୁରୋ):ସମ୍ବଲପୁର ଜିଲା ପ୍ରବେଶକୁ ଭାଜପା ନେତାଙ୍କୁ ମନା। ଏଭଳି ଘଟଣା ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ବଲପୁରରେ ସାମ୍ପ୍ରଦାୟିକ ଦଙ୍ଗା ଘଟଣା ନେଇ କର୍ଫ୍ୟୁ ଲାଗିବା ଓ ଆଇନଶୃଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ଅନନ୍ୟା ଦାସ ସମ୍ବଲପୁରରେ ରାଜନୈତିକ କାର୍ଯ୍ୟକ୍ରମ ଓ…

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ,୧୯।୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

ବିଦ୍ୟା, ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ ମାମଲା ଚାଲିବ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭରତୀ ପଣ୍ଡା, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଆପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗରେ ପୁଣି ବିଚାର ହେବ। ଆଇପିସି…

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ, ୨ ଗିରଫ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ୨ଜଣ ମାଓବାଦୀ ଧରାପଡିଛନ୍ତି। ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ। ଖବରରୁ ଜଣାପଡିଛି,…

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ…

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ ବିକ୍ରମ…

ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍‌: ୨ ଛାତ୍ର ଆହତ

ଆଠଗଡ଼,୧୮।୪ (ଡି.ଏନ୍‌.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨ ଛାତ୍ର ଆହତ ହୋଇଛନ୍ତି। ସେମାନେ ହେଲେ ସମୀର ସେଠୀ ଓ ତାପସ ଜେନା।…

ବୀଭତ୍ସ ହତ୍ୟା: ଘରୁ ମିଳିଲା ୩ ଜଣଙ୍କ ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ବରଗଡ଼ ଅଫିସ, ୧୮।୪: ବରଗଡ଼ ଜିଲା ଭେଡେନ୍‌ ଥାନା ନଧୀନ ଆଖିଫୁଟା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘରୁ ୩ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ଟଙ୍କଧର ସାହୁ(୭୦), ପ୍ରଥମ ପତ୍ନୀ ଦ୍ରୌପଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?