ଆମ ଜିଲା ଖବର

ବାରହା ଫାଶରେ ଯୁବକ

କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ଥାନା ଅନ୍ତର୍ଗତ ଉମ୍ବଲ ପଞ୍ଚାୟତ ମେଡିପୁଟ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ ତା’ର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଦୁ ଗୁଣ୍ଠା। ତେବେ କିଛି ଯୁବକ ବାରହା…

ବାଣ ନ ଫୁଟାଇବାକୁ କହି ଗୋଲାପ ବାଣ୍ଟିଲେ

ଭଞ୍ଜନଗର,୨୪।୧୦(ଡି.ଏନ୍‌.ଏ.): ଦୀପାବଳି ଅବସରରେ ଅନେକ ଲୋକ ବାଣ ଫୁଟାଇ ପରିବେଶ ପ୍ରଦୂଷଣ କରୁଛନ୍ତି। ଏହାଦ୍ବାରା ଅନେକ ପ୍ରଦୂଷଣ ଜନିତ ସମସ୍ୟା ହେଉଛି। ତେବେ ବାଣର ଅପକାରିତା ଉପରେ ରବିବାର ଭଞ୍ଜନଗର ନିକଟସ୍ଥ ଭାଲିଆ ଖାଇଠାରେ ଥିବା ଗୋ ଗ୍ରୀନ୍‌ ନର୍ସରି ପକ୍ଷରୁ…

ଅଗସ୍ତିନୂଆଗାଁ ଗ୍ରାମରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ

ଛତ୍ରପୁର,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତିନୂଆଗାଁ ଗ୍ରାମର ଭଳିବଲ ପଡିଆ ପୂଜା କମିଟି ଦ୍ୱାରା ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି । ମା’ ଶ୍ୟାମାକାଳୀଙ୍କ ପୂଜା ଏଠାରେ ଦୀର୍ଘ ୭ ବର୍ଷ ଧରି ହୋଇଆସୁଛି। ଏଥିପାଇଁ ସମଗ୍ର…

ଦୀପାବଳି ପାଇଁ ସୋରଡା ଚଳଚଞ୍ଚଳ

ସୋରଡା,୨୪।୧୦(ଡି.ଏନ୍‌.ଏ.): ସୋମବାର ଦୀପାବଳି ପାଇଁ ସୋରଡା ଚଳଚଞ୍ଚଳ ହୋଇପଡ଼ିଛି। ପୋଲିସ ପ୍ରଶାସନ ପକ୍ଷରୁ ସହରଠାରୁ କିଛି ଦୂରରେ ଅସ୍ଥାୟୀ ଭାବେ ବାଣ ଦୋକାନ ଖେଳିବାକୁ ଅନୁମତି ଦିଆଯାଇଛି। ଏହିକମରେ ଋଷିକୁଲ୍ୟା ବ୍ରିଜ ନିକଟରେ ଖୋଲିିଥିବା ବାଣ ଦୋକାନରେ ଲୋକଙ୍କ ଭିଡ ଲାଗିଛି।…

ପ୍ଲାଷ୍ଟିକ୍‌ ମୁକ୍ତ ହେବ ବେଳାଭୂମି

ଛତ୍ରପୁର,୨୪ା୧୦(ଡି.ଏନ୍‌.ଏ.): ବେଳାଭୂମିରେ ପ୍ଲାଷ୍ଟିକ ଓ ପଲିଥିନ ପଡ଼ିରହି ଏହା ପରିବେଶ ଉପରେ କୁ-ପ୍ରଭାବ ପକାଉଛି। ଜୈବ ବିବିଧତା ନଷ୍ଟ ହେଉଛି। ଏଥିପାଇଁ ବେଳାଭୂମି ଓ ପର୍ଯ୍ୟଟନ କ୍ଷେତ୍ରକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଓ ସ୍ବଚ୍ଛତା ପାଇଁ ପ୍ରୟାସ ଆରମ୍ଭ କରିଛି ଗଞ୍ଜାମରର…

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନପୂରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବୁଗୁଡ଼ା ବୁଦ୍ଧଖୋଲ ରାସ୍ତାଠାରୁ ଆଦିପୁର ଗ୍ରାମକୁ ସଂଯୋଗ କରିବା…

ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୪।୧୦: କାଳୀପୂଜା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ସୋମବାର ଚଳଚଞ୍ଚଳ ହୋଇଉଠିଛି । ପବିତ୍ର ଦୀପାବଳିଠାରୁ ୭ ଦିନ ମା’ଙ୍କ ସପ୍ତମାତୃକା ବେଶ ହୋଇଥାଏ । ସୋମବାର ପ୍ରଥମ ଦିନରେ ସେବାୟମାନେ…

୨ ସୁନା ବେପାରୀ, ୬ ଡକାୟତ ଗିରଫ

ନୟାଗଡ଼ ଅଫିସ,୨୪ା୧୦: ନୟାଗଡ଼ ଟାଉନ ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବା ସହ ୨ ସୁନା ବେପାରୀ ଓ ୬ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ୨୦ ଲକ୍ଷ ଟଙ୍କାର ସୁନା ଓ…

ପୋଖରୀରେ ଫସିଲା ହାତୀ, ୫ ଘଣ୍ଟା ପରେ ଉଦ୍ଧାର

ଭବାନୀପାଟଣା/ଲାଞ୍ଜିଗଡ଼,୨୪।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ହାତୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢିଚାଲି ଥିବା ବେଳେ ସନ୍ଧ୍ୟା ହେଲେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ସେତିକିବେଳେ ହାତୀପଲ ଫସଲ ନଷ୍ଟ କରିବା ସହ ଲୋକଙ୍କ ଘର ଦ୍ବାର ଭାଙ୍ଗି…

ମୃତ ଗାଈକୁ ଘୋଷାରି ନେଲା ପାଟ୍ରୋଲିଂ ଗାଡ଼ି: ସୁପରଭାଇଜର, ଚାଳକ ବହିଷ୍କୃତ

ଛତ୍ରପୁର,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଏପାସ୍‌ ଜାତୀୟ ରାଜପଥରେ ଗାଡ଼ି ଧକ୍କାରେ ଏକ ଗାଈର ମୃତ୍ୟୁ ଘଟିଥିଲା। ହେଲେ ଏନ୍‌ଏଚ୍‌ଏଆଇର ହାଇୱେ ପାଟ୍ରୋଲିଂ ଗାଡ଼ି ପଛପଟେ ଏକ ଦଉଡିରେ ମୃତ ଗାଈକୁ ବାନ୍ଧି ରାଜପଥରେ ଘୋଷାରି ଘୋଷାରି ନେଉଥିବା ଦେଖିବାକୁ ମିଳିଥିଲା…

ବିଷ ପିଇଲେ ଅଧ୍ୟାପକ

ଲୋଇସିଂହା,୨୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ହେବାରୁ…

କାର୍‌ ସହ ୪୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୦: ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri