ଆମ ଜିଲା ଖବର

ନବୀକରଣ ହେବ ରେଲଓ୍ବେ ଷ୍ଟେଶନ ରାସ୍ତା

ଟିକିରି,୧୫।୩(ଡି.ଏନ୍‌.ଏ.): କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନ ରାସ୍ତାର ନବୀକରଣ ପାଇଁ ସ୍ଥାନୀୟ ତହସିଲଦାର ଶରତ ଶବରଙ୍କ ଉପସ୍ଥିତରେ ଜମି ଚିହ୍ନଟ କରାଯାଇଛି। ରେଲଓ୍ବେ ସହକାରୀ ଯନ୍ତ୍ରୀ ଏବଂ ଟିକିରି ଆର୍‌ଆଇ ବନମାଳୀ ସାହୁ ପ୍ରମୁଖଙ୍କ ସହିତ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ…

ସରକାରୀ ସ୍ତରରେ ନାହିଁ ବଜାର ବ୍ୟବସ୍ଥା, ଫାଇଦାରେ ବ୍ୟବସାୟୀ

ମାଥିଲି,୧୫।୩ (ଡି.ଏନ.ଏ.): ଆଦିବାସୀମାନଙ୍କୁ ରୋଜଗାର ଯୋଗାଉଛି ଋତୁକାଳୀନ ବନଜାତ ଦ୍ରବ୍ୟ ମହୁଲ। ବଣ ପାହାଡ ଘେରା ମାଲକାନଗିରି ଜିଲାର ପ୍ରମୁଖ ବନଜାତ ଦ୍ରବ୍ୟ ମଧ୍ୟରେ ଏହି ମହୁଲ ଫୁଲ ଅନ୍ୟତମ। ଫେବୃଆରୀ, ମାର୍ଚ୍ଚ,ଏପ୍ରିଲ ୩ ମାସ ଧରି ମହୁଲ ଫୁଲ ସଂଗ୍ରହ…

ଖେଳାଳି ଚୟନରେ ପକ୍ଷପାତିତା ଅଭିଯୋଗ

ଅନୁଗୋଳ ଅଫିସ, ୧୫।୩: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ) ପକ୍ଷରୁ କଳାହାଣ୍ଡି କପ୍‌ ପାଇଁ ଜିଲାସ୍ତରୀୟ ଖେଳାଳି ଚୟନ ପ୍ରକ୍ରିୟା ବେଳେ ଅନୁଗୋଳ ଜିଲା କ୍ରିକେଟ୍‌ ଆସୋସିଏଶନ (ଏଡିସିଏ) ବିରୋଧରେ ପକ୍ଷପାତିତା ଅଭିଯୋଗ ହୋଇଛି। ଏଡିସିଏ ଠିକ୍‌ ଭାବେ ଖେଳାଳି ଚୟନ…

ରାଜରାସ୍ତାରେ ଡ୍ରାଇଭର, ଗାଡି ଚଳାଚଳ ଠପ୍‌

କେନ୍ଦୁଝର,୧୫।୩(ସ୍ବ.ପ୍ର.): ଓଡ଼ିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା,…

ଭୁଶୁଡି ଗଲା ନିର୍ମାଣଧୀନ ପୋଲବାଡା, ଅଳ୍ପକେ ବଞ୍ଚିଲେ ଶ୍ରମିକ

କେନ୍ଦ୍ରାପଡା ଅଫିସ,୧୫।୩: କେନ୍ଦ୍ରାପଡା ସହର ତିନିମୁହାଣୀ ଛକ ନିକଟ ନିର୍ମାଣଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲବାଡା ବୁଧବାର ଭୁଶୁଡି ପଡ଼ିଛି। ଏହି ସମୟରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୂର୍ତ୍ତ ବିଭାଗ ଅଧିନ ଏହି ପୋଲ ଗତ ୨…

ଷ୍ଟିୟରିଂ ଛାଡି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ନୟାଗଡ଼ ଅଫିସ,୧୫।୩: ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ବୀମା, ପେନସନ, ସଡ଼କ ଯାତ୍ରା ବେଳେ ଗାଡି ପାର୍କିଙ୍ଗ ଓ ଡ୍ରାଇଭରଙ୍କ ବିଶ୍ରାମ…

ଦାବି ଶୁଣିଲେନି ସରକାର, ଷ୍ଟିଅରିଂ ଛାଡି ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ବରଗଡ ଅଫିସ,୧୫।୩: ଓଡିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି। ବରଗଡ ଜିଲାରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ସ୍ଥାନୀୟ ହଲଦିପାଲି ଛକ ସମେତ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ରାସ୍ତା…

ଡିଜେ ସାଉଣ୍ଡ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଉପଖଣ୍ଡରେ ଡିଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଇଛି ପ୍ରଶାସନ। ଅନୁଗୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ନମ୍ବର ୧୮୨୮ ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି। କେଉଁ କାରଣ ପାଇଁ ଏହାକୁ ବନ୍ଦ…

ଉପାନ୍ତ କରବିରା ଖୋଲରେ ଉପଜିଲାପାଳ

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି।…

ବର୍ଷ ଶେଷ ସୁଦ୍ଧା ୧,୦୬,୦୯୫ ହୋଇଛନ୍ତି ଉପକୃତ

ବ୍ରହ୍ମପୁର ଅଫିସ,୧୫।୩: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ମଙ୍ଗଳବାର ବିଇଏମ୍‌ସି ନୂତନ ସମ୍ମିଳନୀ କକ୍ଷରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ (ଏନୟୁଏଚ୍‌ଏମ୍‌) ଦ୍ୱାରା ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମେୟର ସଂଘମିତ୍ରା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ…

ଜଙ୍ଗଲରେ ନିଆଁ, ରାସ୍ତାରେ ମୟୂର

ବୁଗୁଡ଼ା,୧୫।୩(ଡି.ଏନ୍‌.ଏ.): ସମ୍ପ୍ରତି ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ଯୋଗୁଁ ରାସ୍ତାରେ ମୟୂରମାନେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଅଗ୍ନି ନିର୍ବାପନରେ ବିଫଳତା ଯୋଗୁଁ ସ୍ଥାନୀୟ ବନ ବିଭାଗ ଅଡୁଆରେ ପଡିଛି। ବନ…

ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ

ରସୁଲପୁର,୧୫ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ନେଇ ମଙ୍ଗଳବାର ଏକ ମାସିକିଆ ସମୀକ୍ଷା ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅରୁଣ କୁମାର ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?