୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍…
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା…
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ଯୋଗୁ ବାରମ୍ବାର ବିଭାଗୀୟ ମନ୍ତ୍ରୀ, ବିଧାନସଭାର ବିଭିନ୍ନ…
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସ୍ବାଭାବିକ ହୋଇପାରି ନାହିଁ। ଜିଲାର ମଣ୍ଡିକୁ ବିକ୍ରି ପାଇଁ ଯେଉଁ ହାରରେ…
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଆୟୋଜିତ ଏହି ବୈଠକରେ…
ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ
ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି…
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି…
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଜିଲାପାଳଙ୍କୁ…
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳର ରାଜକିଶୋର…
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ ନିର୍ବାଚିତ ହୋଇଥିଲେ। ସାରଦା ଆଜକୁ କିଛି ମାସ ହେବ ଅସୁସ୍ଥ ହୋଇ ଆନ୍ଧ୍ରପ୍ରଦେଶର ପାଲସାରେ…
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନଳିନୀକାନ୍ତ ଜେନା। ସେ ନକଲି ଫୋନ ପେ ଦ୍ୱାରା ଠକିବା…
୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ
ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ ହୋଇଥିବା ୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଏ ନେଇ ନଂ.…
Archives


