ଆମ ଜିଲା ଖବର

ପାଣି ପାଇଁ ୬୦ ପରିବାର ହନ୍ତସନ୍ତ

ରୂପସା, ୧୫।୩: ଗ୍ରୀଷ୍ମ ଋତୁ ଆରମ୍ଭ ନ ହେଉଣୁ ଦେଖାଗଲାଣି ଜଳକଷ୍ଟ। ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଭୂତଳ ଜଳସ୍ତର ହ୍ରାସ ପାଉଥିବାରୁ ଅଧିକାଂଶ ନଳକୂପ ଅଚଳ ହୋଇପଡୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ପିଲାକୁ ଧରି ସ୍ତ୍ରୀ ପ୍ରେମିକ ସହ ଫେରାର

ଜଳେଶ୍ୱର, ୧୫ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ନିଜ ପିଲାଙ୍କୁ ସାଙ୍ଗରେ ନେଇ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିବା ଚର୍ଚ୍ଚାର ବିଷୟ…

ବଦଳିବ ଦଧିବାମନଜୀଉ ମନ୍ଦିର ରୂପରେଖ

ଆନନ୍ଦପୁର,୧୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଆରାଧ୍ୟ ଶ୍ରୀଶ୍ରୀ ଦଧିବାମନଜୀଉ ମନ୍ଦିର ରୂପରେଖ ବଦଳିବ। ମନ୍ଦିର ପରିଚାଳନା ପାଇଁ ରହିଥିବା ଦେବୋତ୍ତର ବିଭାଗ ସମ୍ପତ୍ତିର ପୁନରୁଦ୍ଧାର, ଆୟ ବୃଦ୍ଧି ଦିଗରେ ପଦକ୍ଷେପ, ମନ୍ଦିର ପରିସରରେ ରହିଥିବା ଭଙ୍ଗାତୁଟା ଘରର ପୁନରୁଦ୍ଧାର ଓ ଆନନ୍ଦ…

ପାଠ ପଢ଼ାଇବାବେଳେ ଶିଶୁପୁତ୍ରକୁ ସିଗାରେଟ୍‌ ଚେଙ୍କ

ଚଣ୍ଡିଖୋଲ/ଛତିଆ,୧୫ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ନିକଟସ୍ଥ ଗୋପପୁର ଛକରେ ଘରଭଡ଼ା ନେଇ ରହୁଥିବା ବଡ଼ଚଣା ବ୍ଲକ ଅନ୍ତର୍ଗତ କାଇମାଟିଆ ଗ୍ରାମର ରଶ୍ମି ମହାପାତ୍ର ପାଠ ନ ପଢ଼ିବାରୁ ତାଙ୍କ ୪ ବର୍ଷର ଶିଶୁପୁତ୍ରକୁ ସିଗାରେଟ୍‌ ଚେଙ୍କ ଦେଇଛନ୍ତି। ଏଭଳି ଅମାନୁଷିକ କାର୍ଯ୍ୟରେ…

ତୃତୀୟ ଭାଷାରେ ୧୭,୪୦୦ ଅନୁପସ୍ଥିତ

କଟକ ଅଫିସ, ୧୫ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ମଙ୍ଗଳବାର ତୃତୀୟ ଦିନରେ ତୃତୀୟ ଭାଷା ବିଷୟରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇଛନ୍ତି। ତେବେ ତୃତୀୟ ଭାଷା ବିଷୟରେ ରାଜ୍ୟରେ ମୋଟ ୫…

ଗର୍ଭବତୀଙ୍କୁ ବଳାତ୍କାର, ଭିଡିଓ ଶୁଟିଂ କଲେ ଆଶାକର୍ମୀ

ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,: ୧୫।୩(ବି.ପ୍ର./ଡି.ଏନ୍‌.ଏ.): ପାଞ୍ଚ ମାସର ଗର୍ଭବତୀଙ୍କୁ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଛନ୍ତି। ବଳାତ୍କାର ସମୟରେ ଅଭିଯୁକ୍ତଙ୍କ ସ୍ତ୍ରୀ ତଥା ଆଶାକର୍ମୀ ଏହାର ଭିଡିଓ ଉତ୍ତୋଳନ କରିଥିବା ଅଭିଯୋଗ ହୋଇଛି। ଉକ୍ତ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୀଡ଼ିତା ନ୍ୟାୟ ପାଇଁ…

‘ମୋ ବାପା ମା’ଙ୍କୁ ଶାନ୍ତିରେ ନିଶ୍ୱାସ ମାରିବାକୁ ଦିଅ’

କଟକ ଅଫିସ,୧୪।୩: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଥମିବାର ନା ନେଉନି। ବର୍ଷା କିଛିଦିନ ପୂର୍ବରୁ ଅନୁଭବଙ୍କ ଘର ଛାଡ଼ିଥିଲେ ମଧ୍ୟ ସୋସିଆଲ ମିଡିଆରେ ବିବାଦର ଅନ୍ତ ହେଉନି। ନିକଟରେ ଅନୁଭବ ବର୍ଷାଙ୍କୁ ଟ୍ୟାଗ…

ଜଙ୍ଗଲରେ ନିଆଁ ଲିଭାଇବାକୁ ଯାଇଥିବା ବନକର୍ମଚାରୀ: ଜଳିଗଲା ଜିପ୍‌

ସୁନ୍ଦରଗଡ଼,୧୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଫରେଷ୍ଟ ରେଞ୍ଜର ଭବାନୀପୁର ଜଙ୍ଗଲରେ ମଙ୍ଗଳବାର ନିଆଁ ଲାଗିଥିଲା। ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିବା ବେଳେ ବନ ବିଭାଗର ଏକ ଜିପ୍‌ ଜଳିଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଜିପ୍‌ଟି ଜଙ୍ଗଲ ନିଆଁରେ…

ଗରମ ଡ଼ାଲି ପଡ଼ି ଛାତ୍ର ମୃତ୍ୟୁ: ୨ ଅଧିକାରୀ ନିଲମ୍ବିତ

ଟେନସା,୧୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡା ଡେଙ୍ଗୁଲା ସ୍କୁଲ ରୋଷେଇ ଘରେ ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ମାମଲାର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କାର୍ମେଲ ବିଲୁଙ୍ଗଙ୍କୁ ନିଲମ୍ବିତ…

ବିଡିଓଙ୍କ ବଦଳି ଦାବି ନେଇ ବ୍ଳକ ସମ୍ମୁଖରେ ବିକ୍ଷୋଭ

ଟେନସା,୧୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ବିଡିଓ ପଲ୍ଲବୀରାଣୀ ରାଜଙ୍କ ବଦଳି ଦାବି ନେଇ ମଙ୍ଗଳବାର ସିଆଇଟିୟୁ ତରଫରୁ କୋଇଡ଼ା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଛି। ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ ଏହି ବିକ୍ଷୋଭ ଓ…

ହିନ୍ଦୋଳ ଏନ୍‌ଏସି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ନିର୍ବାଚନ ପାଇଁ ମଙ୍ଗଳବାର ବିଜେଡି, ଭାଜପା, ଓ କଂଗ୍ରେସ ଏବଂ ସାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ, ଓ କାଉନ୍‌ସିଲର ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବୁଧବାର ପ୍ରାର୍ଥିପତ୍ର ଦାଖଲର…

ବେଆଇନ ବନ୍ଧୁକ କାରଖାନା ଠାବ : ୪ ଦେଶୀ ବନ୍ଧୁକ ଜବତ, ଜନେ ଗିରଫ

ନୟାଗଡ଼ ଅଫିସ,୧୪।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ଝୋଲା ଫାଣ୍ଡି ଡିମିରିପଲିରେ ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ଗଞ୍ଜାମ ଜିଲାର ଜଗନ୍ନାଥପ୍ରସାଦ ଥାନା ପୋଲିସ ୪ଟି ଦେଶୀ ବନ୍ଧୁକ ଜବତ କରିଥିବାବେଳେ ଡିମିରିପଲିର ମୋହନ ମଲ୍ଲିକଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?