ଆମ ଜିଲା ଖବର

ହାତୀ ଆକ୍ରମଣରେ ମହିଳା ମୃତ

ସୁନ୍ଦରଗଡ଼,୨୦।୧୦(ଡି.ଏନ୍‌.ଏ): ସୁନ୍ଦରଗଡ଼ ବନଖଣ୍ଡର ଉଜ୍ଜଳପୁର ବନାଞ୍ଚଳ ଅନ୍ତର୍ଗତ କୁଳବା ଗ୍ରାମରେ ଗୁରୁବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ସେହି ଗାଁର ରେଣୁକା ସାହୁ (୫୫)। ସେ ଭୋରରୁ ଶୌଚ ପାଇଁ ପାଖ ବିଲକୁ ଯାଉଥିବାବେଳେ…

ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

କୋକସରା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ତେନ୍ତୁଳିଆପଡ଼ା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଯୁବଚାଷୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କାମଦେବ ରାଉତ(୩୨)। ମିଳିଥିବା ସୂଚନା ମୁତାବକ, ଗୁରୁବାର କାମଦେବ ସ୍ଥାନୀୟ ଜଙ୍ଗଲକୁ…

ଶୈବପୀଠରେ ବୃଷଭ ପିଉଛନ୍ତି କ୍ଷୀର

କୋକସରା,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ ଗୁରୁବାର ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମହାଦେବଙ୍କ ବୃଷଭ କ୍ଷୀର ଓ ପାଣି ପିଉଥିବା ନେଇ ପ୍ରଚାର ହେବାପରେ କୋକସରା ବ୍ଲକର ଡେଙ୍ଗାଗୁଡାଠାରେ ଥିବା ଶମ୍ଭୁଶ୍ୱର ମନ୍ଦିର, ବଡକେନ୍ଦୁଗୁଡା ଝାରବନ୍ଧଠାରେ…

ଦେଢ଼ମାସ ତଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ସ୍ବାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଜମନକିରା,୨୦।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ରାଉତପଡ଼ା କଲୋନୀରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡର ଗୁରୁବାର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତ ସ୍ବାମୀ ରଞ୍ଜନ ବାଡ଼ି(୩୦)ଙ୍କୁ ପୋଲିସ ଗିରଫ କରିଥିବା ବେଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିବା ସେ ସ୍ବୀକାର…

କାର୍‌ ଧକ୍କାରେ ଚାଲିଗଲା ଗାଈ ଚରାଳିଙ୍କ ଜୀବନ

ସୋରଡା,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ସୋରଡା ଜାତୀୟ ରାଜପଥ ନୂଆଗଡ ଗ୍ରାମ ନକଟରେ ଏକ କାର୍‌ ଧକ୍କାରେ ଗୁରୁବାର ଜଣେ ଗାଈ ଚରାଳିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସହଦେବ(୬୫)। ସୂଚନାଯୋଗ୍ୟ, ଦାରିଙ୍ଗବାଡି ନିକଟ ସୀମାନବାଡି ଗ୍ରାମର ଏସ ସୁନୀଲ କୁମାର…

ଭୋଟ ଦିନ ବନ୍ଦ ରହିବ ସରକାରୀ ଅନୁଷ୍ଠାନ, ବ୍ୟାଙ୍କ୍‌

ଭଦ୍ରକ ଅଫିସ, ୨୦।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ଭୋଟ ଦିନ ଧାମନଗର ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଏବଂ ବ୍ୟାଙ୍କ୍‌ ବନ୍ଦ ରହିବ। ଏନେଇ ଗୁରୁବାର ରାଜ୍ୟ…

ସରକାରଙ୍କ ଦୃଷ୍ଟି ଆଢୁଆଳରେ ପୁଇଁତୋଳା ଏମଇ ସ୍କୁଲ

ଗଞ୍ଜାମ,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ ପୁଇଁତୋଳାଠାରେ ଥିବା ମଧ୍ୟ ଇଂରାଜୀ ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଜଣାପଡିଛି l ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୪ରେ ସ୍ଥାପିତ ହୋଇଥିବା ଏହି ସ୍କୁଲଟି ନିଉ ଏଡେଡ଼ ସ୍କୁଲ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼, ୨୦।୧୦(ଡି.ଏନ୍‌.ଏ.): ଦେବଗଡ ପୌର ପରିଷଦରେ ପୂର୍ବରୁ କାମ କରୁଥିବା ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏକ ପୁରୁଣା ବିଲ କରାଇଦେବାକୁ କଲିତ କୁମାର କରଙ୍କଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ…

ରାସ୍ତାକଡ଼ରେ ପଡ଼ି ଛଟପଟ ହେଉଥିଲା ଗାଇ: ସେବା କରି ମାନବିକତାର ପରିଚୟ ଦେଲେ ସ୍ବେଚ୍ଛାସେବୀ

ଗଞ୍ଜାମ,୨୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ଏକ ଗାଈ ଜରି ପଲିଥିନ ଖାଇ ହଠାତ ଅସୁସ୍ଥ ହୋଇ ପଡିଥିଲା l ଗାଈଟି ରାସ୍ତା ପାର୍ଶରେ ପଡି ଛଟପଟ ହେଉଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ପଶୁ…

ଜୁଆ ଖେଳ ଚାଲିଥିବା ବେଳେ ଗଞ୍ଜାମ ପୋଲିସର ଚଢ଼ାଉ: ୬ ଜୁଆଡି ଗିରଫ

ଗଞ୍ଜାମ,୧୯।୧୦(ଡି.ଏନ୍‌.ଏ.): ଦାମୋଦରପୁର ଗ୍ରାମ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଜୁଆ ଖେଳ ଚାଲିଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଅଚାନକ ଚଢ଼ାଉ କରାଯାଇଥିଲା l ଏଥିରେ ଜୁଆ ଆଡ୍ଡାରୁ ଛଅ ଜଣ…

ବଲାଙ୍ଗୀରରେ ପୁଣି ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି

ବଲାଙ୍ଗୀର ଅଫିସ, ୨୦।୧୦- ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି ନେଇ ବଲାଙ୍ଗୀରରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ଗୁରୁବାର ବଲାଙ୍ଗୀରର ସମସ୍ତ ସରକାରୀ ଅଫିସ ବନ୍ଦ କରାଯାଇଛି। ସକାଳ ୬ଟାରୁ ଡାକଘର ସମ୍ମୁଖରେ ପିକେଟିଂ କରିଥିଲେ।…

ନାଗାବଳୀରେ ଲୀନହେବ ୨ ଗାଁ

ରାୟଗଡ଼ା ଅଫିସ,୨୦ା୧୦: ନାଗାବଳୀ ନଦୀର କରାଳ ରୂପରେ ରାୟଗଡ଼ା ଜିଲା ସଦର ବ୍ଲକ ବାଇସିଂ ପଞ୍ଚାୟତ ଅନ୍ତର୍ଗତ ନଦୀ ମୁହାଣରେ ଅବସ୍ଥାପିତ ଦୁଇଟି ଗାଁ ଲୀନହେବାକୁ ଯାଉଛି। ଗତ ସପ୍ତାହକ ମଧ୍ୟରେ ନଦୀ କୂଳ ଖାଇ ମାରିଗୁଡ଼ା ଗ୍ରାମର ଅନେକ ଚାଷଜମି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri