ଆମ ଜିଲା ଖବର

୩ ସାଙ୍ଗଙ୍କୁ ଅଶ୍ରୁଳ ବିଦାୟ ଦେଲା କୁଲେଇ

ଛେଣ୍ଡିପଦା,୧୪ା୩(ସ୍ବ.ପ୍ର.): ଦୁର୍ଘଟଣାରେ ରବିବାର ୩ ସାଙ୍ଗଙ୍କ ମୃତ୍ୟୁ ଖବର ପହଞ୍ଚିବା ପରଠାରୁ ଶୋକରେ ଡୁବିଯାଇଥିଲା ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ପଞ୍ଚାୟତର କୁଲେଇ ଗାଁ। କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା ପରିବେଶ। ସୋମବାର ବ୍ୟବଚ୍ଛେଦ ହୋଇ ୩ ମୃତଦେହ ଗାଁରେ…

ଘର ପ୍ରାପ୍ୟ ପାଇଁ ଜିଲାପାଳଙ୍କୁ ଗୁହାରି

ଅନୁଗୋଳ ଅଫିସ, ୧୪ା୩: ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଲା କ୍ଷେତ୍ର ଦ୍ୱାରା ଗତ ୨୮ ବର୍ଷ ତଳୁ ଆମ୍ବପାଳ ଗ୍ରାମରେ ଜମି ଅଧିଗ୍ରହଣ କରାଯାଇଛି। ହେଲେ ଗ୍ରାମବାସୀଙ୍କୁ ଅଦ୍ୟାବଧି ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଇ ନାହିଁ। ଏପରି କି କମ୍ପାନୀ କର୍ତ୍ତୃପକ୍ଷ ଧରାଛୁଅଁା…

ମା’ ତାରା ତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ

ପୁରୁଷୋତ୍ତମପୁର,୧୪।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରା ତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ପାଳିରେ ରାତ୍ର ସାଢେ ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ…

ଅଧାପନ୍ତରିଆ ଶିଶୁ ପାର୍କ

ବ୍ରହ୍ମପୁର ଅଫିସ,୧୪ା୩: ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ସହରର ସୌନ୍ଦର୍ଯ୍ୟକରଣ ଓ ସହରବାସୀଙ୍କ ସୁବିଧା ନିମନ୍ତେ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରାଯାଉଛି। କିନ୍ତୁ କେତେକ ପ୍ରକଳ୍ପ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡି ରହିଛି। ଏଥିମଧ୍ୟରୁ ଶିଶୁ ଉଦ୍ୟାନ ପ୍ରକଳ୍ପ ଅନ୍ୟତମ।…

କାଉନସିଲର ବୁଲିଲେ ହିଞ୍ଜିଳିକାଟୁ ଡାକ୍ତରଖାନା

ହିଞ୍ଜିଳିକାଟୁ,୧୪।୩(ଡି.ଏନ.ଏ): ହିଞ୍ଜିଳିକାଟୁ ପୌର ପରିଷଦର ଜଣେ ଭାଜପା କାଉନସିଲର, ୨ ଜଣ ସ୍ବାଧୀନ କାଉନସିଲରଙ୍କ ସହ ଜଣେ କଂଗ୍ରେସ ଓ ୨ ଜଣ ସ୍ବାଧୀନ କାଉନସିଲରଙ୍କ ସ୍ବାମୀ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ପହଞ୍ଚି ଥିଲେ। ସେଠାରେ ବିଭିନ୍ନ ସମସ୍ୟା ସମ୍ପର୍କରେ…

ମଧ୍ୟାହ୍ନଭୋଜନ ନ ଦେଇ ବନ୍ଦକଲେ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୧୪ା୩(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ପର୍ତ୍ତମାହା ପଞ୍ଚାୟତ ଯୁଗାବାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସୋମବାର ଗୋଟିଏ ଓଳି ଖୋଳା ରହିଥିବା ବେଳେ ମାଧ୍ୟାହ୍ନରେ ଛୁଟି କରିଦିଆଯାଇଛି। ମଧ୍ୟାହ୍ନଭୋଜନ ନ ରାନ୍ଧି ବିଦ୍ୟାଳୟରେ ତାଲା ପକାଇ ପ୍ରଧାନ ଶିକ୍ଷକ…

ଜଣଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୪ା୩: ଗଞ୍ଜାମ ଜିଲା ଓ ଦୌରା ଜଜ୍‌ ସୋମବାର ଅଜୟ ରଇତ ହତ୍ୟା ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣକୁ ଆଧାର କରି ଅଭିଯୁକ୍ତ ପାଟପୁର ଥାନା ଅନ୍ତର୍ଗତ ପାଳଖୋଳ ଗ୍ରାମର ଚନ୍ଦ୍ରଜିତ ମଣ୍ଡଳ(୩୨)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ…

ପଛଚକା ତଳେ ଲୁଚିଥିଲେ, ଚଢ଼ିଗଲା ଟ୍ରାକ୍ଟର

ବାହାନଗା,୧୪ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତ ବେଗୁନିଆ ଗ୍ରାମରେ ଘର ସାମ୍ନାରେ ଛିଡା ହୋଇଥିବା ଟ୍ରାକ୍ଟର ଚକତଳେ ଚାପି ହୋଇ ଟ୍ରାକ୍ଟର ମାଲିକଙ୍କ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ସୋମବାର ରମେଶ ଚନ୍ଦ୍ର ବେହେରାଙ୍କ ଘର…

ଥର୍ମାଲ ଡ୍ରୋନ କ୍ୟାମେରାରେ ହାତୀ

କେନ୍ଦୁଝର,୧୪ା୩(ସ୍ବ.ପ୍ର): କେନ୍ଦୁଝର ଜିଲା ତେଲକୋଇ ଜଙ୍ଗଲରେ ବୁଲୁଥିବା ହାତୀମାନଙ୍କ ଫଟୋ ଥର୍ମାଲ ଡ୍ରୋନ୍‌ କ୍ୟାମେରାରେ କଏଦ ହୋଇଛି। ହାତୀଙ୍କ ଗତିବିଧି ରାତିରେ ନୀରିକ୍ଷଣ ପାଇଁ ବନ ବିଭାଗ ଥର୍ମାଲ ଡ୍ରୋନ କ୍ୟାମେରା ବ୍ୟବହାର କରୁଛି। ଏହା ଦ୍ବାରା ଅନ୍ୟ ବନ୍ୟପ୍ରାଣୀଙ୍କ ଗତିବିଧି…

୧୦ଟା ପରେ ଜେରକ୍ସ ଦୋକାନ ଖୋଲିବାକୁ ନିର୍ଦ୍ଦେଶ

ଆନନ୍ଦପୁର,୧୪ା୩(ସ୍ବ.ପ୍ର.): ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ସମ୍ଭାବ୍ୟ ପ୍ରଶ୍ନର ଉତ୍ତର କପି ମାଇକ୍ରୋ ଜେରକ୍ସ ମାଧ୍ୟରେ ଦିଆଯାଉଥିବା ଅଭିଯୋଗକୁ ଆଧାର କରି ସୋମବାର ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀ, ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା ବିଭିନ୍ନ ପରୀକ୍ଷା…

ବାଲେଶ୍ୱରରୁ ଚାନ୍ଦିପୁର ଚାଲିଲା ‘କ୍ରୁଜ୍‌’

ବାଲେଶ୍ୱର ଅଫିସ, ୧୪।୩: ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀର ବାଲିଘାଟ ନିକଟରେ ଏକ ସୁସଜ୍ଜିତ ଓ ବିଳାସପୂର୍ଣ୍ଣ ଲଞ୍ଚ ‘କ୍ରୁଜ୍‌’ର ଶୁଭ ଉଦ୍‌ଘାଟନ ହୋଇଛି। ଏହି ଲଞ୍ଚ ପ୍ରତିଦିନ ଅପରାହ୍ନ ୪ଟାରେ ବାଲିଘାଟଠାରୁ ଚାନ୍ଦିପୁର ପର୍ଯ୍ୟନ୍ତ ଯାତ୍ରା କରିବ। ପର୍ଯ୍ୟଟକଙ୍କ ନଦୀ ଭିତରେ…

ଲାଞ୍ଚ ନେଇ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ

ଭଦ୍ରକ ଅଫିସ,୧୪।୩: ଭଦ୍ରକ ଜିଲା ଚଣ୍ଡୀଗାଁ ସେବା ସମବାୟ ସମିତି ସମ୍ପାଦକ ତପନ କୁମାର ନାୟକ ସୋମବାର ରାତିରେ ଜଣେ ଚାଷୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଣ୍ଡୀଗାଁ ପଞ୍ଚାୟତର ଚାଷୀ ଶ୍ରୀଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?