ଆମ ଜିଲା ଖବର

ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି

ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ

ଟିଟିଲାଗଡ଼,୧୫।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ବହୁ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛି।ଦୁଇ ଘଣ୍ଟା ବିତିଯାଇଥିଲେ…

କିଡ୍‌ନୀ ରୋଗରେ ଆକ୍ରାନ୍ତ ସରଗାଦି ଗାଁ

ଖଡ଼ିଆଳ,୧୫।୪(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରିଷିଗାଁ ପଞ୍ଚାୟତ ସରଗାଦି ଗ୍ରାମରେ କିଡ୍‌ନୀ ରୋଗରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ୫୦ରୁ ଅଧିକ ଲୋକ ଏହି ରୋଗରେ ପଡି ମୃତ୍ୟୁସହ ସଂଗ୍ରାମ କରୁଥିବା ଜଣାପଡ଼ିଛି। କାହା…

ଯୋଜନାରେ ସୀମିତ ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର

କଟକ ଅଫିସ,୧୫।୪: ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର ଅତ୍ୟାଧୁନିକ ହେବ। ପାଠାଗାରରେ ଇ-ଲାଇବ୍ରେରି ସୁବିଧା ରହିବ। ଏକାବେଳେ ୫୦୦ ଜଣ ବସି ପାଠ ପଢିଲା ଭଳି ହଲ୍‌ ନିର୍ମାଣ କରାଯିବ। ବସିବା ଓ ପଢିବା ପାଇଁ ଅଲଗା ପ୍ରକୋଷ୍ଠ, ବରିଷ୍ଠ ନାଗରିକ…

୨ ମାସ ମଧ୍ୟରେ ହାଇକୋର୍ଟରେ ତଥ୍ୟ ଦାଖଲ ନିର୍ଦ୍ଦେଶ

କାଏମା,୧୫।୪(ଡି.ଏନ.ଏ.): ଯାଜପୁର ଜିଲାର ବହୁ ଗରିବ, ଅସହାୟ, ବିଧବା ଓ ଶ୍ରମିକ ଶ୍ରେଣୀ ଲୋକମାନେ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି। ଏ ସଂକ୍ରାନ୍ତରେ ସେମାନେ ଏକାଧିକ ବାର ଦରଖାସ୍ତ କରିଥିଲେ ମଧ୍ୟ ସଫଳତା ପାଇନାହାନ୍ତି ା ସେମିତି ଏକ ଅଭିଯୋଗ ଧର୍ମଶାଳା…

କ୍ଷେତକୁ ଯିବା ପାଇଁ ବାଉଁଶ ଚାର ଭରସା

ରାଜକନିକା, ୧୫।୪ (ଡି.ଏନ୍‌.ଏ.): ରାଜକନିକା ବ୍ଲକ ପେଗରପଡ଼ା ପଞ୍ଚାୟତ ବଳିଭଣ୍ଡା ଗଁା ପାଖ ଚାଷ ଜମିକୁ ଲାଗି ଥିବା ବୈତରଣୀ ନଦୀର ଶାଖା ଚଢେଇଖିଆ ନାଳ। ଗ୍ରାମବାସୀ ଏହି ନାଳ ପାରି ହୋଇ ଚାଷ କରିବାକୁ କ୍ଷେତକୁ ଯାଇଥାନ୍ତି। ନାଳ ଉପରେ…

ରାସ୍ତା ପାଲଟିଛି ମରଣଯନ୍ତା

ପ୍ରୀତିପୁର,୧୪ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଫଳପୁର ଆର୍‌ଡି ରାସ୍ତାଠାରୁ ଅଣ୍ଡାଳୋ ଓ ବଳଭଦ୍ରପୁର ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ଦୂରବସ୍ଥା ଜଣେ ନ ଦେଖିଲେ ବିଶ୍ୱାସ କରିପାରିବେନାହିଁ। ରାସ୍ତା ଏଭଳି ଜରାଜୀର୍ଣ୍ଣ ହୋଇପଡିଛି ଯେ,…

ଲଘୁବନଜାତ ଦ୍ରବ୍ୟର ଅଭାବୀ ବିକ୍ରି

ନୂଆପଡ଼ା ଅଫିସ,୧୫।୪: ଆଦିବାସୀ ଅଧ୍ୟୁଷିତ ନୂଆପଡା ଜିଲାରେ ଲଘୁବନଜାତ ଦ୍ରବ୍ୟର ସର୍ବନିମ୍ନ ମୂଲ୍ୟ ନିର୍ଦ୍ଧାରଣ କରାଯାଉ ନ ଥିବାରୁ ଚାଷୀ ଅଭାବୀ ବିକ୍ରିର ଶିକାର ହେବାକୁ ପଡ଼ୁଛି। ଦଲାଲମାନେ ମହୁଲଫୁଲ କ୍ରୟ କରି ବଦଳରେ ପାତଳଘଣ୍ଟା ଓ ଆଳୁ ପ୍ରଦାନ କରୁଛନ୍ତି।…

ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆଣିଲେ ଆମ୍ବୁଲାନ୍ସ କର୍ମଚାରୀ

ସୁନ୍ଦରଗଡ଼, ୧୫।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଜଣେ ଗୁରୁତର ମହିଳାଙ୍କୁ ୨କିମି ଷ୍ଟ୍ରେଚରରେ ବୋହି ଆଣି ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସର କର୍ମଚାରୀ। ଜିଲାର ବାଲିଶଙ୍କର ବ୍ଲକ ତଳସରା ଥାନା ଅଧିନସ୍ଥ ନିମ୍‌ଡିହି ଗ୍ରାମର ସମରା କମାରଙ୍କ ଝିଅ ବାସନ୍ତୀ (୨୬) ଘର…

ଶ୍ରମିକଙ୍କୁ କାମ ଦେବାରେ ଛତ୍ରପୁର ବ୍ଲକ୍‌ ଫେଲ୍‌

ଛତ୍ରପୁର,୧୫ା୪(ଡି.ଏନ୍‌.ଏ): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସଫଳ ରୂପାୟନରେ ଗଞ୍ଜାମ ଜିଲା ଜାତୀୟସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଛତ୍ରପୁର ବ୍ଲକ ପୂରା ପଛରେ ରହିଛି। ଛତ୍ରପୁର ବ୍ଲକ ଅଧିକ ଶ୍ରମ ଦିବସ ସୃଷ୍ଟି କରିବା…

କନ୍ଧମାଳ ଜିଲାକୁ ୩ ଏନ୍‌ଏଚ୍‌ ସଂଯୋଗ ଦାବି

ବାଲିଗୁଡ଼ା,୧୫। ୪(ଡି.ଏନ.ଏ.): କନ୍ଧମାଳ ଜିଲାକୁ ଜାତୀୟ ରାଜପଥ ସହ ଯୋଡିବା ପାଇଁ ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ନୂଆଦିଲ୍ଲୀ ଲୋକସଭା ଭବନରେ ଭେଟିଛନ୍ତି। ଏହି ଜିଲା ଦେଇ ରାୟପୁରଠାରୁ ଗୋପାଳପୁର ୫୯ନଂ…

ସମ୍ବଲପୁର ସହରରେ କର୍ଫ୍ୟୁ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?