ଆମ ଜିଲା ଖବର

ନାବାଳିକାଙ୍କୁ ଅସଦାଚରଣ ସହ ହତ୍ୟା ଉଦ୍ୟମ ମାମଲା: ପ୍ରମାଣ ଅଭାବରୁ ୨ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ ଜଜ ଗଣେଶ୍ୱର ପତି ସୋମବାର ଜଣେ ନାବାଳିକାଙ୍କୁ ଅସଦାଚରଣ ସହ ହତ୍ୟା ଉଦ୍ୟମ ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ନ ମିଳିବାରୁ ସେ ଦୁଇ ଜଣ ଯୁବକଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ…

ଚୋରା ବାଲି, ମୋରମ ବୋଝେଇ ଟ୍ରାକ୍ଟର ଜବତ

ମୋରଡ଼ା/ଗୋପବନ୍ଧୁ ନଗର,୧୩ା୩(ଡି.ଏନ.ଏ.): ମୋରଡ଼ା ତହସିଲ ଅଧୀନ ହଳଦୀପାଳର ଶୀର୍ଷାପାଳଠାରେ ଚୋରା ବାଲି ଚାଲାଣ କରୁଥିବା ଟ୍ରାକ୍ଟରକୁ ମୋରଡ଼ା ଓ ଚିତ୍ରଡା ଫାଣ୍ଡି ପୋଲିସ ଜବତ କରିଛି। ଏହି ଘଟଣାରେ ଟ୍ରାକ୍ଟର ଡ୍ରାଇଭର ଗଣେଶ ଚପିଆରଙ୍କୁ ଗିରଫ ପରେ ପୋଲିସ କୋର୍ଟଚାଲାଣ କରିଛି।…

ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ। ଏହି ମଙ୍ଗଳବାର ମାନଙ୍କରେ ମା’ଙ୍କ ପୀଠରେ ମୁଣ୍ଡନ କରିବା…

ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ

କଟକ ୧୩।୩: ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍‌ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ…

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ ଘଟାଲା ଟିକାବାଲି ଥାନାର ଜଣେ କର୍ତ୍ତବ୍ୟରତ କର୍ମଚାରୀ ଥିଲେ। ସୋମବାର ସକାଳେ ସେ…

ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ

ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨ ଜଣ ଲୁଟେରା ସୁଚା ଚେନ ଛିଣ୍ଡାଇ ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ।…

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪ କି.ମି. ଖଟିଆରେ ବୋହି ଡାକ୍ତରଖାନା ଅଣାଯାଇଛି। ଘଟଣାଟି ଘଟିଛି ଜିଲାର ଏମ୍‌.ରାମପୁର ବ୍ଲକର…

ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ ଉଚ୍ଛେଦ କରାଯାଇଛି। ସୂଚନାନୁସାରେ, ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତାକଡରେ କିଛି ବ୍ୟବସାୟୀ ଦୀର୍ଘ…

ପାଣି ପାଇଁ ଲୋକେ ହନ୍ତସନ୍ତ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ): ପାଣି ପାଇଁ ଲୋକେ ହନ୍ତସନ୍ତ। ଏଭଳି ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦରରେ ଦେଖିବାକୁ ମିଳିଛି । ବ୍ଲକ ସଦର ଇରିକେଶନ କୋଲନିଠାରୁ ମାଝି ମୁଣ୍ଡା ପୋଖରୀ ପର୍ଯ୍ୟନ୍ତ ପ୍ରାୟ ୪୦ରୁ ୫୦ପରିବାର ରହୁଛନ୍ତି। ଏହି ଅଞ୍ଚଳ…

‘ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରାଯାଉ’

ମାଲକାନଗିରି,୧୩।୩ (ଡି.ଏନ୍‌.ଏ.): ଓଡ଼ିଶା ସୁରକ୍ଷା ସେନା ପକ୍ଷରୁ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବାକୁ ଦାବି କରାଯାଇଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଂଗଠନର ରାଜ୍ୟ ସଭାପତି ଅଭିଷେକ ଯୋଷୀ ଏହି ଦାବି କରିଛନ୍ତି। ସ୍ଥାନୀୟ ଏକ ହଟେଲରେ ଆୟୋଜିତ ଏକ…

ଗରମ ଡାଲି ପଡ଼ି ଗୁରୁତର ହୋଇଥିଲେ ଛାତ୍ର: ଚାଲିଗଲା ଜୀବନ

ଟେନ୍‌ସା,୧୩।୩(ଡି.ଏନ୍‌.ଏ.): ଗରମ ଡାଲି ପଡ଼ି ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଅକାଳରେ ଚାଲିଯାଇଛି ଜୀବନ। ଏପରିକି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଧୀନ ଡେଙ୍ଗୁଳା ସେବାଶ୍ରମରେ। ମୃତକ ହେଲେ ଅଷ୍ଟମ ଶ୍ରେଣୀର…

କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?