ଆମ ଜିଲା ଖବର

ନବରଙ୍ଗପୁର ଜିଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ିଛି

ନବରଙ୍ଗପୁର,୧୩ା୩(ବି.ପ୍ର.)ସବୁ କ୍ଷେତ୍ରରେ ପଛୁଆ ଜିଲା ଭାବେ ପରିଗଣତି ନବରଙ୍ଗପୁରରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ିବାରେ ଲାଗିଛି। ଜିଲାରେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଫର୍ମ ପୂରଣ କରି ମଧ୍ୟ ମୋଟ ୯୭୩ଜଣ ପରୀକ୍ଷାର୍ଥୀ ପ୍ରଥମ ଦିନର ଓଡ଼ିଆ ପରୀକ୍ଷା ଦେଇନାହାନ୍ତି। ଶିକ୍ଷା ବିଭାଗୀୟ…

୩୦ବର୍ଷର ଜିଲାରେ ଏବେ ବି ଗମନାଗମନ ଅସୁବିଧା

ରାୟଗଡ଼ା,୧୩ା୩(ସ୍ବ.ପ୍ର.):୧୯୯୨ରେ ରାୟଗଡ଼ା ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା। ଏହି ଜିଲାକୁ ଇତିମଧ୍ୟରେ ୩୦ ବର୍ଷ ପୁରିଛି। ହେଲେ ଏବେ ବି ଜିଲାର ବହୁ ଅଞ୍ଚଳକୁ ଗମନାଗମନ ସୁବିଧା ନାହିଁ ା ଜିଲାର ଉପାନ୍ତ ଅଞ୍ଚଳରେ ବିକାଶ କେବଳ କାଗଜ କଲମରେ ସିମୀତ…

୩ ଘଣ୍ଟାରେ ୪୦ କି.ମି ଦୌଡ଼ିଲେ ୩ କୁନି ଭଉଣୀଭାଇ

କୋରାପୁଟ,୧୩।୩(ସ୍ବ.ପ୍ର.): ଦୃଢ ଇଛାଶକ୍ତିଠାରେ ହାର ମାନେ ସବୁ ପ୍ରତିବନ୍ଧକ। ଯେମିତି ବୟସ ହାର ମାନିଛି ୩ କୁନି ଭଉଣୀଭାଇଙ୍କ କ୍ଷେତ୍ରରେ। ୩ଘଣ୍ଟାରେ ସେମାନେ କୋରାପୁଟରୁ ଦାମନଯୋଡି ଦୌଡି ରାଜ୍ୟପାଇଁ ନୂଆ କିର୍ତ୍ତୀ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ସେମାନେ ହେଲେ କୋରାପୁଟ…

କଫ ସିରପ୍‌ ରାକେଟ ଧରପଗଡ, ୩୫ ଗିରଫ

ବଲାଙ୍ଗୀର ଅଫିସ, ୧୩।୩: ବଲାଙ୍ଗୀର ପୋଲିସ ପକ୍ଷରୁ ଏକ ବଡଧରଣର କଫ ସିରପ୍‌ ରାକେଟ ଧରପଗଡ କରାଯାଇଛି। ଏହି କଫ ସିରପ ରାକେଟରେ ରାଜ୍ୟର ବିଭିନ୍ନ ସ୍ଥାନର ୩୫ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧୩ ହଜାର ବୋତଲ ଏସକଫ…

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ଭଦ୍ରକ ଅଫିସ, ୧୩।୩: ୧୬ ନଂ. ଜାତୀୟ ରାଜପଥର ହୋଟେଲ ଓରିଆନ ନିକଟରେ ସୋମବାର ସକାଳେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ମୃତକ ହେଉଛନ୍ତି ଗ୍ରାମାଞ୍ଚଳ ଥାନା ଅଧୀନ ଗଢ଼ିଆଳି ଗ୍ରାମର ଅଜୟ ସାହୁ (୩୦)…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମହୁମାଛି ଆକ୍ରମଣ

କେନ୍ଦୁଝର,୧୩।୩(ସ୍ବ.ପ୍ର): ମାଟ୍ରିକ ପରୀକ୍ଷା ଦେବା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ମହୁମାଛି ଆକ୍ରମଣ କରିଛି। କେନ୍ଦୁଝର ଜିଲା ହରିଚନ୍ଦନପୁର ବାଳିକା ହାଇସ୍କୁଲ କେନ୍ଦ୍ରକୁ ମାଟ୍ରିକ ପରୀକ୍ଷା ଦେବା ପାଇଁ କେନ୍ଦ୍ରକୁ ଆସୁଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା। ଏଥିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ…

ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ହାଣିଲେ ସ୍ତ୍ରୀ

ବଲାଙ୍ଗୀର ଅଫିସ, ୧୩।୩: ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ଆକ୍ରମଣ କରିଛନ୍ତି ସ୍ତ୍ରୀ। ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଲା…

ବିଦ୍ୟାଳୟ ଯିବାକୁ ଜୀବନ ବାଜି

ଢେଙ୍କାନାଳ ଅଫିସ,୧୩।୩: ସ୍କୁଲ ବେଳ ହେଲେ ବହିବସ୍ତାନି ଧରି ଘରୁ ବାହାରନ୍ତି ପିଲାଏ। ହେଲେ ସେମାନେ ଯେ ସୁରକ୍ଷିତ ଭାବେ ପୁଣି ଘରକୁ ବାହୁଡ଼ିବେ, ସେ ଗ୍ୟାରେଣ୍ଟି କାହା ପାଖରେ ନାହିଁ। କାରଣ ବିଦ୍ୟାଳୟ ଯିବା ରାସ୍ତାରେ ପଡୁଥିବା ରେଳଧାରଣାରେ ନିଇତି…

ଗଙ୍ଗାବାଡ଼ରେ ସରକାରୀ ଯୋଜନା ସାତସପନ

ପାରଳାଖେମୁଣ୍ଡି,୧୩।୩ (ଡି.ଏନ୍‌.ଏ): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚାୟତ ଅନ୍ତର୍ଗତ ଗଙ୍ଗାବାଡ ଗ୍ରାମ ଏବେ ବି ଅପହଞ୍ଚ ହୋଇପଡିଛି। ରାସ୍ତାଘାଟ ନ ଥିବାରୁ ନିଜ ନିଜ ପିଲାମାନଙ୍କୁ ଗ୍ରାମବାସୀ ପାଠପଢାରେ ଡୋରି ବାନ୍ଧିଛନ୍ତି। ବ୍ଲକର ଦୁର୍ଗମ ତଥା ଅପହଞ୍ଚ ଇଲାକା…

ବିଶ୍ୱନାଥ ଦାସଙ୍କ ନାଁରେ ହେଉ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌

ବ୍ରହ୍ମପୁର ଅଫିସ,୧୩ା୩: ଶତାଧିକ ବର୍ଷ ତଳେ ବ୍ରିଟିଶ୍‌ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ (ବିମାନ ପଡ଼ିଆ) ଗଞ୍ଜାମ ଜିଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍ତରପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ନାଁରେ ନାମିତ କରିବାକୁ ପୂର୍ବତନ…

ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା ପ୍ରବଣ ହୋଇପଡ଼ିଛି। ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ ବ୍ଲାକ୍‌ସ୍ପଟ୍‌ (ଦୁର୍ଘଟଣା ପ୍ରବଣ ଅଞ୍ଚଳ)ରେ…

ଗୋରୁ ଖାଉଛନ୍ତି ମୋ ଛତୁଆ

ଭୋଗରାଇ, ୧୩ା୩(ଡି.ଏନ.ଏ.): ରାଜ୍ୟ ସରକାର ଶିଶୁ, ପ୍ରସୂତି ଓ ଗର୍ଭବତୀଙ୍କ ସୁସ୍ବାସ୍ଥ୍ୟ ପାଇଁ ପୁଷ୍ଟିଯୁକ୍ତ ଖାଦ୍ୟ ଛତୁଆ, ଲଡ଼ୁ ଓ ସୁଜି ଆଦି ସୁଷମ ଖାଦ୍ୟସାମଗ୍ରୀ ବିନା ଶୁଳ୍କରେ ସମନ୍ବିତ ଶିଶୁ ମହିଳା ବିକାଶ ବିଭାଗକୁ ସୁଚାରୁ ରୂପେ ବଣ୍ଟନ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?