ଆମ ଜିଲା ଖବର

ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍‌ ଗଲେ ବାପ-ପୁଅ

ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର…

ପ୍ଲାଷ୍ଟିକ୍‌ମୁକ୍ତ ହେବ ଦାରିଙ୍ଗବାଡ଼ି, ସ୍ବଚ୍ଛତା ପାଇଁ ଆଗେଇ ଆସିଲେ…

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରକୁ ଏବେ ରାଜ୍ୟ ସରକାର ବିଶ୍ୱସ୍ତରୀୟ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ସାଂଜାସରୁ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷା ତଥା ବାଲିଗୁଡ଼ା ଉପଜିଲାପାଳ ଆଇଏଏସ୍‌ ଅଧିକାରୀ ପ୍ରଣୀତା ଦାସଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ପ୍ରେମିକ ପଳାଇ ଆସିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ ଶବର। ନିଜ ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ହଠାତ୍‌ ଘଡଘଡି…

ମାଗଣା ଚାର୍ଜିଂ କରିବା କର୍ମଚାରୀଙ୍କ ନିତିଦିନିଆ ଅଭ୍ୟାସ, ବିଭାଗକୁ ବିଲ୍‌ ବାବଦରେ ଲକ୍ଷାଧିକ ଟଙ୍କା ପୈଠ

ହାଟଡ଼ିହୀ,୪l୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ କାର୍ଯ୍ୟରତ କର୍ମଚାରୀମାନେ ମାଗଣାରେ ନିଜ ନିଜର ୨ ଏବଂ ୪ ଚକିଆ ବିଦ୍ୟୁତ୍‌ଚାଳିତ ଗାଡ଼ିର ବ୍ୟାଟେରି ଚାର୍ଜିଂ କରୁଛନ୍ତି। ମାଗଣାରେ ଚାର୍ଜିଂ କରିବା କର୍ମଚାରୀଙ୍କ ଏକ ନିତିଦିନିଆ ଅଭ୍ୟାସ ହୋଇଗଲାଣି। ବ୍ଲକ୍‌ ତରଫରୁ…

ଏସଆଇ-ଏଏସଆଇଙ୍କ ଅନ୍ୟତ୍ର ବଦଳି: ଭଞ୍ଜନଗରରେ ଆଇନଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ନିଭାଇଥିଲେ ପ୍ରମୁଖ ଭୂମିକା

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ଲିପିନା ବିଶ୍ୱାଳ, ଏଏସଆଇ ସୁଶାନ୍ତ କୁମାର ପଟ୍ଟନାୟକଙ୍କ ଇତିମଧ୍ୟରେ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି । ତେଣୁ ଏନେଇ ବୁଧବାର ରାତିରେ ଥାନାରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ…

ସାମାଜିକ ବାସନ୍ଦର କରୁଣଚିତ୍ର : ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ ବି ମିଳିଲାନି କାନ୍ଧ, ଶେଷକୃତ୍ୟ କଲେ…

ଅତାବିରା, ୪।୬(ଯୁଧିଷ୍ଠିର ମହାପାତ୍ର): ଆଧୁନିକ ଯୁଗରେ ଆଜି ବି ମାନବିକତା କେତେ ତଳକୁ ଖସିପାରେ ଏବଂ ସାମାଜିକ ବାସନ୍ଦ ନାମରେ ମଣିଷ କେତେ ନିଷ୍ଠୁର ହୋଇଯାଏ, ତାର ଏକ ଜ୍ୱଳନ୍ତ ଏବଂ ହୃଦୟବିଦାରକ ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି ବରଗଡ଼ ଜିଲା…

ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜରି ବସ୍ତାରୁ ବ୍ୟାପିଲା ନିଆଁ

ସୋନପୁର,୪l୬(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ସହାଣଡିହିସ୍ଥିତ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ରାଇସ ବ୍ରାନ ଗୋଦାମରେ ଥିବା ଜରି ବସ୍ତାରେ ନିଆଁ ଲାଗିଥିଲା। ଏହା ଚାରିଆଡ଼େ ବ୍ୟାପି ଥିଲା l ଉଲୁଣ୍ଡା, ସୋନପୁର ଓ…

ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…

ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ପୋଲିସ, ଡଗ୍‌ ସ୍କ୍ବାଡ୍‌ ଓ…

ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ ବୁଧବାର କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ବାବନଙ୍କ ମା’ ଆଳି ଥାନାରେ ବୁଧବାର ଅଭିଯୋଗ କରିଛନ୍ତି। ଅପରପକ୍ଷେ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା ଟ୍ରକ (ନଂ. ଓଡ଼ି୦୨ ଡିକେ -୧୭୧୨) ଏକ ବାଉଁଶ ବୋଝେଇ ଶଗଡ଼କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?