ଆମ ଜିଲା ଖବର

ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟ ପୁଣି ଭାଙ୍ଗିଲେ ଦୁର୍ବୃତ୍ତ

ଝରିଗାଁ, ୧୩।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବିବାଦୀୟ ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟକୁ ପୁଣି ଥରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଏ ନେଇ ପିଇଓ ଛବିଲାଲ ସାହୁ ଝରିଗାଁ ଥାନାରେ ଏତଲା ଦେଇଛନ୍ତି। ଝରିଗାଁ ପୋଲିସ କେସ୍‌ ନଂ. ୮୪/୨୩ରେ ମାମଲା…

ନୟାଗଡ଼ ପୋଷ୍ଟାଲ ଡିଭିଜନରେ ନକଲି ସାର୍ଟିଫିକେଟ

ନୟାଗଡ଼ ଅଫିସ,୧୩।୪: ଡାକସେବକ ପଦବୀ ପାଇଁ ନକଲି ସାର୍ଟିଫିକେଟ ଦେଇ ପୋଷ୍ଟାଲ ଡିଭିଜନରେ ଚାକିରି କରିବା ଖବର ରାଜ୍ୟରେ ଝଡ଼ ସୃଷ୍ଟି କରିଛି। ଏଭଳିସ୍ଥଳେ ନୟାଗଡ଼ ପୋଷ୍ଟାଲ ଡିଭିଜନରେ ୧୪ ଡାକସେବକ ଆବେଦନକାରୀ ସନ୍ଦେହ ଘେରକୁ ଆସିବା ପରେ ଜାଲ ସାର୍ଟିଫିକେଟ…

ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଜବରଦଖଲ ଉଚ୍ଛେଦ

ଭାପୁର,୧୩ା୪(ଡି.ଏନ.ଏ.): ଭାପୁର ବ୍ଲକ ଅନ୍ତର୍ଗତ ଶାଳପଡ଼ା ପଞ୍ଚାୟତରେ ରାଜସ୍ବ ନୀରିକ୍ଷକ ଗୃହ ନିର୍ମାଣ ପାଇଁ ବୁଧବାର ରାଜସ୍ବ ପ୍ରଶାସନିକଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଶାଳପଡ଼ା ପଞ୍ଚାୟତରେ ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଭାପୁରଠାରୁ ଖଣ୍ଡପଡ଼ା ରାସ୍ତା ଶାଳପଡ଼ା ସ୍କୁଲ ନିକଟସ୍ଥ ସାମ୍ନାରେ…

କାଷ୍ଠା ଉପବାସର ପର୍ବ ଦଣ୍ଡଯାତ୍ରା

ନୟାଗଡ଼ ଅଫିସ:୧୩ା୪: କାଷ୍ଠା ଉପବାସ ରହି ଅଗ୍ନିଦଣ୍ଡ ଧରି ଦିନତମାମ ରୌଦ୍ର ତାପରେ ଅବିଶ୍ରାନ୍ତ ଯାତ୍ରା ହେଉଛି ଦଣ୍ଡଯାତ୍ରା। ଏହାର ଠାକୁର କାମନାବର ବା ବାନାମ୍ବର ଏବଂ ଉପାସନାକାରୀ ଦଣ୍ଡୁଆ (ଭଗତା) ରୂପେ ପରିଚିତ। ଏହି ପର୍ବ ନୟାଗଡ଼ ସହର ସମେତ…

ସ୍ବତନ୍ତ୍ରତା ବଜାୟ ରଖିଛି ଦଣ୍ଡନୃତ୍ୟ

ବଅଁରପାଳ, ୧୩ା୪ (ଡି.ଏନ.ଏ.): ଅନୁଗୋଳ ଜିଲାରେ ଦଣ୍ଡନୃତ୍ୟ ପରମ୍ପରା ବେଶ୍‌ ପୁରାତନ। ଶୈବ ଧର୍ମ ଉପରେ ଏହା ସମ୍ପୂର୍ଣ୍ଣ ଆଧାରିତ। ଭଗବାନ ଶିବଙ୍କ ଉପାସନା ଏହି ନୃତ୍ୟର ବିଶେଷତ୍ୱ। କଠୋର ସାଧନା ମାଧ୍ୟମରେ ଆହାର, ନିଦ୍ରା ପରିତ୍ୟାଗ କରି ତଥା ଶିବଙ୍କ…

ଉପଶମ ହେଉଛି ଉପାନ୍ତ କ୍ଷତ

ଢେଙ୍କାନାଳ ଅଫିସ୍‌, ୧୩।୪: ଶିଳ୍ପରେ ସମୃଦ୍ଧ। ଅଥଚ ଅପହଞ୍ଚ ଅଞ୍ଚଳବାସୀଙ୍କ ଦୁର୍ଦ୍ଦଶାର ଅନ୍ତ ହେଉ ନ ଥିଲା। କେତେବେଳେ ଭୋକର ଭୂଗୋଳ ତ ଆଉ କେବେ ଜନନୀ ଯନ୍ତ୍ରଣାର ଚିତ୍ର ଦୋହଲାଇ ଦେଉଥିଲା। ନା ନା ଯୋଜନା ସତ୍ତ୍ୱେ ବର୍ଷ ବର୍ଷ…

ବ୍ରାହ୍ମଣୀ କୂଳର ଶୋଷିଲା ଗଁା କମଳାଙ୍ଗ

ଢେଙ୍କାନାଳ ଅଫିସ, ୧୩।୪: ଗଁା ନିକଟରେ ପ୍ରବାହିତ ହେଉଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଶିଳ୍ପସଂସ୍ଥା ପାଣି ଶୋଷୁଛନ୍ତି। ଜମିକୁ ଜଳଯୋଗାଣ ହେଉଛି। ହେଲେ ନଦୀ ନିକଟରେ ଶୋଷରେ ଆଉଟୁପାଉଟୁ ହେଉଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗ ପଞ୍ଚାୟତର…

ପୌର ବୈଠକରେ ଆରମ୍ଭରୁ ହୋହଲ୍ଲା

ଅନୁଗୋଳ ଅଫିସ, ୧୩ା୪: ଅନୁଗୋଳ ପୌରପାଳିକାର ଏକ ବୈଠକ ବୁଧବାର ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ତେବେ ବୈଠକ ଆରମ୍ଭରୁ ହୋହଲ୍ଲା ଦେଖିବାକୁ ମିଳିଥିଲା। ବିଶେଷକରି ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ…

ସୂର୍ଯ୍ୟମୁଖୀ ଚାଷ ପ୍ରତି ବଢୁଛି ଆଗ୍ରହ

ଧରାକୋଟ,୧୩ା୪(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରୋତ୍ସାହନ ସହ ଗୋଷ୍ଠୀ କୃଷି କାର୍ଯ୍ୟାଳୟର ସଚେତନତା ଯୋଗୁ ଧୀରେ ଧୀରେ ବ୍ଲକର ବିଭିନ୍ନ ପଞ୍ଚାୟତର କୃଷକମାନେ ସୂର୍ଯ୍ୟମୁଖୀ ଚାଷ ପାଇଁ ଆଗ୍ରହୀ ହୋଇ ଏହି ଚାଷକୁ ଆପଣେଇ ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ…

ନିମ୍ନମାନର ଦୁଡୁକି ବକ୍ସ କଲଭର୍ଟ କାମ

ଫୁଲବାଣୀ ଅଫିସ, ୧୩ା୪: କନ୍ଧମାଳ ଜିଲା ଫୁଲବାଣୀ ଗ୍ରାମ୍ୟ ନିର୍ମାଣ ବିଭାଜନ(ଆରଡି) ବିଭାଗ ଅଧୀନରେ ଚାଲିଥିବା ଏକ ବକ୍ସ କଲ୍‌ଭର୍ଟ(ପୋଲ) କାମ ଅତ୍ୟନ୍ତ ନିମ୍ନମାନର ହେଉଛି। ଏହି କାର୍ଯ୍ୟରେ ରଡ଼, ମେଟାଲ, ଚିପ୍ସ, ସିମେଣ୍ଟ, ବାଲି ଆଦି ନିମ୍ନମାନର ବ୍ୟବହୃତ ହେଉଛି।…

ସଚେତନତା ଅଭାବରୁ ବାଦ୍‌ ପଡୁଛନ୍ତି ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୩।୪: ବାଲେଶ୍ୱର ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଅଧିକାର ଆଇନ୍‌ ୧୨-(୧-(ସି) ୨୦୦୯ ଆଇନ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଜିଲାରୁ ୧୬୧ ଜଣ ଛାତ୍ରୀଛାତ୍ର ବିଭିନ୍ନ ଘରୋଇ ସ୍କୁଲରେ ସାମିଲ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଗତ…

ଖଣି କର୍ମଚାରୀଙ୍କ ୫ କୋଟି ଇପିଏଫ୍‌ ଟଙ୍କା ଆତ୍ମସାତ୍‌

କାଳିଆପାଣି,୧୩ା୪(ଡି.ଏନ.ଏ.): ଯାଜପୁର ଜିଲାରେ କର୍ମଚାରୀ ଓ ଶ୍ରମିକଙ୍କୁ ଶୋଷଣ କରିବା କେତେଜଣ ଖଣି ମାଲିକଙ୍କ ନିତିଦିନିଆ ଘଟଣାରେ ପରିଣତ ହୋଇଛି । ଦରମା ପରେ ଏବେ କର୍ମଚାରୀ ଓ ଶ୍ରମିକଙ୍କ ଭବିଷ୍ୟତ ନିଧି ଟଙ୍କା ଆତ୍ମସାତ୍‌ କରାଯାଉଛି ବୋଲି ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?